Posted inଖେଳ

କ୍ୱାରାଣ୍ଟାଇନ୍‌ରୁ ବାହାରିଲେ ବିରାଟ କୋହଲି

ସିଡନୀ,୪।୧୨: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଟି -୨୦ ସିରିଜ ଆଜିଠାରୁ ଆରମ୍ଭ ହେଉଛି। ଏକଦିବସୀୟ ସିରିଜ୍‌ ହାରିବା ପରେ ଦିନିକିଆ ଜିତିବା ପରେ ଟିମ ଇଣ୍ଡିଆ ପୁଣି ଥରେ ଆଶା ବଢାଇଛି। ଏହି ସମୟରେ ଖୁସି ଖବର ହେଉଛି ଅଧିନାୟକ ବିରାଟ କୋହଲି ଏବଂ ଥ୍ରୋଡାଉନ ଏକ୍ସପର୍ଟ ଡି ରାଘବେନ୍ଦ୍ର ମଧ୍ୟ ଏହି ଦଳରେ ଯୋଗଦେବାକୁ ଯାଉଛନ୍ତି। ଗତ ୨୪ ଦିନ ଧରି କରୋନା ଭାଇରସ କାରଣରୁ ସେ ସିଡନୀରେ କ୍ୱାରାଣ୍ଟାଇନରେ ଥିଲେ। ତାଙ୍କୁ କରୋନା ପ୍ରୋଟୋକଲ ଅଧୀନରେ ଦଳରେ ଯୋଗଦେବାକୁ ଅନୁମତି ଦିଆଯାଇ ନ ଥିଲା। କିନ୍ତୁ ବର୍ତ୍ତମାନ ସେ ଟି -୨୦ ସିରିଜ ପୂର୍ବରୁ ଟିମ ଇଣ୍ଡିଆ ସହିତ ଯୋଗ ଦେବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଯାହା କୋହଲି-ସୂର୍ଯ୍ୟକୁମାର କରିପାରି ନ ଥିଲେ ତାହା କରିଦେଖାଇବେ ଶ୍ରେୟସ ଆୟର: ବଡ଼ ରେକର୍ଡର ସୁଯୋଗ

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜ ଟିମ ଇଣ୍ଡିଆର ଅଧିନାୟକ ଶ୍ରେୟସ ଆୟରଙ୍କ ପାଇଁ ଏକ ବଡ଼ ସୁଯୋଗ ନେଇ ଆସିଛି। ଏହି ସିରିଜ୍ରେ ସେ ଏମିତି…

ସୂର୍ଯ୍ୟକୁମାରଙ୍କୁ ଲାଗିଲା ଝଟକା: ସବୁଠୁ ବିଦା, ଅନ୍ଧାରରେ କ୍ୟାରିୟର

ମୁମ୍ବାଇ,୬।୧୦: ଭାରତର ଟି-୨୦ ବିଶ୍ୱକପ ବିଜୟୀ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ପାଇଁ ଏବେ ଚିନ୍ତା ବଢ଼ିଛି। ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ଏବେ ମୁମ୍ବାଇର ରଣଜୀ…

ୱାଇଡ ବଲ୍‌ରେ ସିଧା ଛକା! କ୍ରିକେଟ୍‌ରେ ଘଟିଲା ଅଜବ ଘଟଣା, ଦେଖନ୍ତୁ Video

ନୂଆଦିଲ୍ଲୀ,୫।୧୦: କ୍ରିକେଟ୍‌ରେ ୱାଇଡ ବଲ ବାଉଣ୍ଡାରୀ ପାର କରିବା ଦୃଶ୍ୟ ଦର୍ଶକମାନେ ଅନେକ ଥର ଦେଖିଛନ୍ତି। ବିଶେଷକରି ଉଇକେଟକିପରଙ୍କ ପହଞ୍ଚରୁ ଦୂରକୁ ଯାଇଥିବା ୱାଇଡ ବଲ ବାଉଣ୍ଡାରୀ…

ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ବଡ଼ ନିଷ୍ପତ୍ତି ନେଲେ ସୂର୍ଯ୍ୟକୁମାର: ଏବେ କରିବେ ଏହି କାମ

ମୁମ୍ବାଇ,୫।୧୦: ଭାରତୀୟ ଟି-୨୦ ଦଳର ଅଧିନାୟକ ପଦ ହରାଇବା ସହ ଜାତୀୟ ଦଳରୁ ବାଦ ପଡ଼ିବା ପରେ ନିଜ ଫର୍ମ ଫେରାଇବା ପାଇଁ ଘରୋଇ କ୍ରିକେଟକୁ ଫେରୁଛନ୍ତି…

ଟିମ୍‌ଇଣ୍ଡିଆ ଉପରେ ICC ନେଲା କଡ଼ା କାର୍ଯ୍ୟାନୁଷ୍ଠାନ: ଜିତିବା ସତ୍ତ୍ୱେ ବି…

ନୂଆଦିଲ୍ଲୀ,୫।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଶେଷ ହୋଇଛି ୩ ମ୍ୟାଚ୍‌ର ଦିନିକିଆ ସିରିଜ। ଭାରତ ସିରିଜକୁ ୨-୧ରେ ଜିତିଥିଲେ ମଧ୍ୟ ତୃତୀୟ ମ୍ୟାଚକୁ ନେଇ ଅନ୍ତର୍ଜାତୀୟ…

ପୃଥ୍ବୀ ଶ’ଙ୍କ ଚମକିଲା ଭାଗ୍ୟ: ମିଳିଲା ବଡ଼ ଦାୟିତ୍ୱ

ମୁମ୍ବାଇ,୫।୧୦: ବ୍ୟକ୍ତିଗତ ଜୀବନରେ ଉତ୍‌ଥାନପତନ ମଧ୍ୟରେ ଭାରତୀୟ କ୍ରିକେଟର ପୃଥ୍ବୀ ଶ’ଙ୍କ କ୍ରିକେଟ କ୍ୟାରିୟରରେ ଆସିଛି ଏକ ବଡ଼ ମୋଡ଼। ଆଗାମୀ ରଣଜୀ ଟ୍ରଫିର ପ୍ରଥମ ମ୍ୟାଚ…

୨୦୨୭ ODI ବିଶ୍ୱକପ ପାଇଁ ଭାରତୀୟ ଟିମର ଅଧା ଅଂଶ କନଫର୍ମ! ଆକାଶ ଚୋପ୍ରା ବାଛିଛନ୍ତି ୬ ଖେଳାଳିଙ୍କ ନାମ

ନୂଆଦିଲ୍ଲୀ,୫।୧୦: ୨୦୨୭ ଦିନିକିଆ ବିଶ୍ୱକପ ପାଇଁ ଭାରତୀୟ ଦଳର ପ୍ରାୟ ଅଧା ଅଂଶ ବାସ୍ତବରେ ସ୍ଥିର ହୋଇସାରିଛି। ଆକାଶ ଚୋପ୍ରା ପ୍ରଥମ ଛଅଟି ବ୍ୟାଟିଂ ସ୍ଥାନ ପାଇଁ…

ସଞ୍ଜୁ ସାମସନଙ୍କ ଟାର୍ଗେଟରେ ସୁରେଶ ରାଇନା,ଏମ.ଏସ. ଧୋନି, କିନ୍ତୁ କାହିଁକି? ଜାଣନ୍ତୁ ଏହାର ବଡ଼ କାରଣ

ନୂଆଦିଲ୍ଲୀ,୫।୧୦: ୱେଷ୍ଟଇଣ୍ଡିଜ ବିପକ୍ଷରେ ଇତିହାସ ସୃଷ୍ଟି କରିବାର ସୁଯୋଗ ରହିଛି ଭାରତର ୱିକେଟ କିପର ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନଙ୍କ ନିକଟରେ। ୱେଷ୍ଟଇଣ୍ଡିଜ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?