Posted inଜାତୀୟ

ଅବସର ନେଲା ବିରାଟ, ସେବା ଲାଗି ପ୍ରଶଂସା କଲେ ମୋଦି

ନୂଆଦିଲ୍ଲୀ, ୨୬।୧: ରାଷ୍ଟ୍ରପତିଙ୍କ ସୁରକ୍ଷା ଦଳରେ ସାମିଲ ଥିବା ଏକ ଘୋଡ଼ା ବିରାଟ ବୁଧବାର ଅବସର ନେଇଛି। ଗଣତନ୍ତ୍ର ଦିବସ ପରେଡ୍‌ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିରାଟ ନିକଟକୁ ଯାଇ ସେବା ଲାଗି ତାର ପ୍ରଶଂସା କରିଥିଲେ। ସେ ଗତ ୧୩ ବର୍ଷ ଧରି ରାଷ୍ଟ୍ରପତିଙ୍କ ସେବାରେ ରହିଥିଲା। ଏହି ସମୟରେ ୩ ଭିନ୍ନ ରାଷ୍ଟ୍ରପତିଙ୍କ ସେବା କରିଛି ସେ। କମାଣ୍ଡାଣ୍ଟ କର୍ନେଲ ଅନୁପ୍‌ ତିଓ୍ବାରୀ ଏହାର ଅଶ୍ୱାରୋହୀ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭଡ଼ା ମାଗିବେ ନାହିଁ ଘର ମାଲିକ: ଲକ୍‌ଡାଉନ୍‌ ବେଳେ ସମ୍ପୂର୍ଣ୍ଣ ମଜୁରି ଦେବେ ନିଯୁକ୍ତିଦାତା

ନୂଆଦିଲ୍ଲୀ,୩୦ା୩: କୋଭିଡ୍‌-୧୯ ସଂକ୍ରମଣ ରୋକିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବ୍ୟାପୀ ୨୧ ଦିନିଆ ସମ୍ପୂର୍ଣ୍ଣ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏହି ସମୟ ମଧ୍ୟରେ ନିଯୁକ୍ତିଦାତାମାନେ...

ଦେଶର ସର୍ବୋଚ୍ଚ ପଦବୀ ମିଳିବ ବୋଲି ସ୍ବପ୍ନରେ ବି ଚିନ୍ତା କରି ନ ଥିଲି: ରାଷ୍ଟ୍ରପତି…

ଲକ୍ଷ୍ନୌ/କାନପୁର/ଦେହାତ୍‌,୨୭।୬: ଦେଶର ସର୍ବୋଚ୍ଚ ପଦବୀ ମିଳିବ ବୋଲି ସ୍ବପ୍ନରେ ମଧ୍ୟ ଚିନ୍ତା କରି ନ ଥିଲି। ରବିବାର ଉତ୍ତରପ୍ରଦେଶ କାନପୁରର ଦେହାତ୍‌ ଜିଲାର ନିଜ ଜନ୍ମସ୍ଥଳୀ...

ଉତ୍ତରପ୍ରଦେଶ: ପ୍ରିୟଙ୍କା ଗାନ୍ଧୀ ହୋଇ ପାରନ୍ତି ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ !

ଲକ୍ଷ୍ନୌ, ୧୪।୧୦: କଂଗ୍ରେସ ରାଷ୍ଟ୍ରୀୟ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କର ଏକ ମନ୍ତବ୍ୟ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଆରମ୍ଭ ହୋଇଛି। ପ୍ରିୟଙ୍କା କହିଛନ୍ତି ଯେ,...

ମୋଦିଙ୍କୁ ତେଜସ୍ବୀଙ୍କ ପ୍ରଶ୍ନ: ଚପରାସି ଚାକିରି ପାଇଁ ଆବେଦନ କରୁଛନ୍ତି ଇଞ୍ଜିନିୟରିଂ ସ୍ନାତକ

ପାଟନା,୧।୧୧: ବିହାର ବିଧାନସଭା ନିର୍ବାଚନ ପ୍ରଚାର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାରଠାରୁ ୨ ଦିନିଆଗସ୍ତରେ ଆସିବେ। ଏହାର କେଇଘଣ୍ଟା ପୂର୍ବରୁ ଆର୍‌ଜେଡ଼ି ପକ୍ଷରୁ ତେଜସ୍ବୀ...

ଭାଜପା ଏମ୍‌ପି ଖେଳୁଛନ୍ତି ବାସ୍କେଟ୍‌ବଲ୍‌, ସୋସିଆଲ୍‌ ମିଡ଼ିଆରେ ଭାଇରାଲ…

ଭୋପାଳ,୩।୭: ଏବେ ଜଣେ ଭାଜପା ଏମ୍‌ପିଙ୍କର ଏକ ଭିଡ଼ିଓ ସୋସିଆଲ୍‌ ମିଡ଼ିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ସେ ହେଉଛନ୍ତି ପ୍ରଗ୍ୟା ଠାକୁର। ପ୍ରଗ୍ୟା ଭୋପାଳରେ...

ବିମାନ ଇନ୍ଧନକୁ ବଳିଗଲା ପେଟ୍ରୋଲ

ନୂଆଦିଲ୍ଲୀ,୧୭।୧୦: ଲଗାତାର ଚତୁର୍ଥ ଦିନ ପାଇଁ ବଢ଼ିଛି ପେଟ୍ରୋଲ ଓ ଡିଜେଲ୍‌ ଦର। ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ବୃଦ୍ଧି ଏହା ପଛର କାରଣ...

କେରଳରେ ବନ୍ୟା,: ୧୪ ମୃତ, ଅଗଷ୍ଟ ୧୧ ପର୍ଯ୍ୟନ୍ତ ବିମାନସେବା ବନ୍ଦ

ଥିରୁଭାନନ୍ତପୁରମ୍‌, ୯।୮: କେରଳରେ ପ୍ରବଳ ବର୍ଷା ଯୋଗୁ ବିଭିନ୍ନ ନଦୀରେ ବନ୍ୟା ଆସିଛି। ଏର୍ନାକୁଲମ, ତ୍ରିଶୁର, ପଠାନମଥିଟ୍ଟା, ମଲ୍ଲପୁରମ ଆଦି ଜିଲାରେ ବନ୍ୟା ପରିସ୍ଥିତି ଭୟଙ୍କର...

ଶୀଲା ମୋ ବଡ ଭଉଣୀ ପରି ଥିଲେ: ସୋନିଆ

ନୂଆଦିଲ୍ଲୀ, ୨୧।୭: ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଶୀଲା ଦୀକ୍ଷିତଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଏହାପୂର୍ବରୁ ବହୁ ମାନ୍ୟଗଣ୍ୟ ବ୍ୟକ୍ତି କଂଗ୍ରେସ ମୁଖ୍ୟାଳୟରେ ପହଞ୍ଚି ତାଙ୍କ ପାର୍ଥିବ...

Advertisement
Archives

Model This Week