Posted inଖେଳ

ଇକନମି କ୍ଲାସରେ ଯାତ୍ରା କରୁଛନ୍ତି ବିରାଟ, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୭।୧୧: ଭାରତୀୟ କ୍ରିକେଟ ଦଳର ଭେଟେରାନ ଖେଳାଳି ବିରାଟ କୋହଲି ନିଜର ୪୯ ତମ ଶତକ ହାସଲ କରି ଇତିହାସ ସୃଷ୍ଟି କରିଛନ୍ତି। ଓ୍ବାନଡେ ଫର୍ମାଟରେ ସବୁଠାରୁ ଅଧିକ ଶତକ ସ୍କୋର କରିବାରେ କୋହଲି ସଚିନ ତେନ୍ଦୁଲକରଙ୍କ ସମକକ୍ଷ ହୋଇଛନ୍ତି। ଏବେ କୋହଲିଙ୍କ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ସେ ଏକ ଇକନମି କ୍ଲାସରେ ଯାତ୍ରା କରୁଥିବା ଦେଖିବାକୁ ମିଳିଛି। ପ୍ରଶଂସକମାନେ କୋହଲିଙ୍କ ଏହି ସରଳତାକୁ ବହୁତ ପସନ୍ଦ କରନ୍ତି। ତାଙ୍କର ଭିଡିଓ ଅନେକ ସୋସିଆଲ ମିଡିଆ ଆକାଉଣ୍ଟରେ ଶେୟାର କରାଯାଇଛି।

ସୂଚନାଯୋଗ୍ୟ, କୋହଲିଙ୍କ ଏକ ଭିଡିଓ ଏକ୍ସ(ଟୁଇଟର) ରେ ଶେୟାର କରାଯାଇଛି। ଏଥିରେ ସେ ଏକ ବିମାନରେ ବସିଥିବାର ନଜର ଆସିଛନ୍ତି। ସୋସିଆଲ ମିଡିଆରେ ଦାବି ହେଉଛି ଯେ ସେ ଇକନମି କ୍ଲାସରେ ଯାତ୍ରା କରିଥିଲେ। ୱାନ ଇଣ୍ଡିଆ ନ୍ୟୁଜ ୱେବସାଇଟରେ ପ୍ରକାଶିତ ଖବର ଅନୁଯାୟୀ କୋହଲି ଭାରତର ପରବର୍ତ୍ତୀ ମ୍ୟାଚ ପାଇଁ ବେଙ୍ଗାଲୁରୁରେ ପହଞ୍ଚିଛନ୍ତି। ସେ ବାଙ୍ଗାଲୋର ଯିବା ପାଇଁ ଏକ ଇକନମି କ୍ଲାସ ବ୍ୟବହାର କରିଥିଲେ। ଭାରତ ଏବଂ ନେଦରଲ୍ୟାଣ୍ଡ ମଧ୍ୟରେ ମ୍ୟାଚ ୧୨ ନଭେମ୍ବରରେ ବାଙ୍ଗାଲୋରରେ ଖେଳାଯିବ।

 


Enter your email to get our daily news in your inbox.

All Right Reserved By Dharitri.Com

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

୧୬ ବର୍ଷୀୟା ଶାଳୀଙ୍କୁ ବଳାତ୍କାର କରି ହତ୍ୟା କରିଥିଲେ ଭିଣୋଇ, ଆସିଲା ମାମଲାର ରାଏ…

ବ୍ରହ୍ମପୁର,୨୬।୩(ସୁବାସ ଚନ୍ଦ୍ର ପାଢ଼ୀ): ଫାଷ୍ଟଟ୍ରାକ୍‌ ପୋକ୍‌ସୋ ଜଜ୍‌ ପ୍ରଣତି ପଟ୍ଟନାୟକ ଗୁରୁବାର ଏକ ନାବାଳିକା ବଳାତ୍କାର ଓ ହତ୍ୟା ମାମଲାର ବିଚାର କରି ଦୋଷୀଙ୍କୁ ଆଜୀବନ କାରାଦଣ୍ଡରେ…

ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ କରିଥିଲେ ପୋଷ୍ଟ, ଏବେ…

ବାଲିଗୁଡ଼ା, ୨୬ା୩(ସଞ୍ଜୟ କୁମାର ପାଣିଗ୍ରାହୀ):ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ ଫଟୋ ପୋଷ୍ଟ କରିବା ମହଙ୍ଗା ପଡିଛି। ବନ ବିଭାଗ ସମ୍ପୃକ୍ତ ୨ଜଣ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

RCBର ବିକ୍ରି ପରେ ମୁହଁ ଖୋଲିଲେ ମାଲ୍ୟା: ସମାଲୋଚକଙ୍କୁ କହିଲେ…

ନୂଆଦିଲ୍ଲୀ,୨୬ା୩: ଆଇପିଏଲ୍‌ ଫ୍ରାଞ୍ଚାଇଜ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୧୮,୭୭୬ କୋଟି ଟଙ୍କାରେ ବିକ୍ରି ହେବା ପରେ ଏହାର ମୂଳ ମାଲିକ ତଥା ପଳାତକ ବ୍ୟବସାୟୀ ବିଜୟ…

ରୋହିତ ଶର୍ମା-ବିରାଟ କୋହଲି ଆଗାମୀ ଗୋଟିଏ ବର୍ଷ ମଧ୍ୟରେ କେତେ ମ୍ୟାଚ ଖେଳିବେ, ସିଡ୍ୟୁଲ ଜାରିକଲା BCCI

ନୂଆଦିଲ୍ଲୀ,୨୬।୩: ଆଗାମୀ ବର୍ଷ ପାଇଁ ଟିମ ଇଣ୍ଡିଆର ଘରୋଇ ସିରିଜ ସୂଚୀ ପ୍ରକାଶ ପାଇଛି। ଅଷ୍ଟ୍ରେଲିଆ, ୱେଷ୍ଟଇଣ୍ଡିଜ, ଶ୍ରୀଲଙ୍କା ଏବଂ ଜିମ୍ବାୱେ ଆଗାମୀ ୧୨ ମାସ ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri