Posted inଖେଳ

ବିରାଟଙ୍କ ମା’ଙ୍କ ସ୍ବାସ୍ଥ୍ୟବସ୍ଥା ଠିକ ରହିଛି, ଫେକ୍‌ ଖବର ନେଇ ଉତ୍ତର ଦେଲେ ବିକାଶ…

କୋଲକାତା,୩୧।୧ : ଆଜିକାଲି ଭାରତୀୟ ଦଳ ଇଂଲଣ୍ଡ ସହ ୫ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳୁଛି। ଟିମ ଇଣ୍ଡିଆ ଏହି ସିରିଜର ପ୍ରଥମ ମ୍ୟାଚ ହାରିଛି। ବ୍ୟକ୍ତିଗତ କାରଣରୁ ଟିମ ଇଣ୍ଡିଆର ତାରକା ବ୍ୟାଟ୍ସମ୍ୟାନ ବିରାଟ କୋହଲି ସିରିଜର ପ୍ରଥମ ଦୁଇଟି ମ୍ୟାଚରୁ ବାଦ ପଡିଛନ୍ତି। ଏହା ପରେ ବିରାଟ କୋହଲିଙ୍କ ମା’ ଅସୁସ୍ଥ ଥିବା ଯୋଗୁ ତାଙ୍କୁ ପ୍ରଥମ ଦୁଇଟି ଟେଷ୍ଟ ମ୍ୟାଚରୁ ଦୂରେଇ ରହିବାକୁ ପଡିବ ବୋଲି ଅନେକ ରିପୋର୍ଟରେ ଦାବି କରାଯାଇଥିଲା। ବର୍ତ୍ତମାନ ତାଙ୍କ ଭାଇ ବିକାଶ କୋହଲି ସୋସିଆଲ ମିଡିଆରେ ଏକ ପୋଷ୍ଟ ଶେୟାର କରିଛନ୍ତି ଏବଂ ତାଙ୍କ ମା’ଙ୍କ ଅସୁସ୍ଥତା ଖବରକୁ ମିଥ୍ୟା ବୋଲି କହିଛନ୍ତି।

ବିରାଟ କୋହଲିଙ୍କ ଭାଇ ବିକାଶ କୋହଲି ଇନଷ୍ଟାଗ୍ରାମରେ ଏକ ପୋଷ୍ଟ ଶେୟାର କରି ଲେଖିଛନ୍ତି, ମୁଁ ଗତ କିଛି ଦିନ ହେବ ମା’ଙ୍କ ଅସୁସ୍ଥତା ସମ୍ପର୍କରେ ଅନେକ ଖବର ନେଇ ଚର୍ଚ୍ଚା ହେଉଥିବାର ଦେଖିଛି। ଏହି ବିଷୟରେ, ମୁଁ ଆପଣଙ୍କୁ କହିବାକୁ ଚାହେଁ ମୋ ମା ସମ୍ପୂର୍ଣ୍ଣ ଭଲ ଅଛନ୍ତି । ମା’ଙ୍କ ଅସୁସ୍ଥତା ବିଷୟରେ ଚାଲିଥିବା ସମସ୍ତ ଖବର ମିଛ। ମୁଁ ଅନୁରୋଧ କରୁଛି ଯେପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସୂଚନା ନାହିଁ ସେ ପର୍ଯ୍ୟନ୍ତ ସେପରି ଖବର ପ୍ରସାରଣ କରନ୍ତୁ ନାହିଁ।

ବିରାଟ କୋହଲି ଦ୍ୱିତୀୟ ଟେଷ୍ଟ ମ୍ୟାଚ ମଧ୍ୟ ଖେଳି ପାରିବେ ନାହିଁ। ଯାହା ପରେ ଆଶା କରାଯାଉଛି ବିରାଟ ବର୍ତ୍ତମାନ ତୃତୀୟ ମ୍ୟାଜରେ ପ୍ରତ୍ୟାବର୍ତ୍ତନ କରିବେ। ସିରିଜର ପ୍ରଥମ ମ୍ୟାଚ ହାଇଦ୍ରାବାଦରେ ଖେଳାଯାଇଥିଲା, ଟିମ ଇଣ୍ଡିଆ ଏହି ମ୍ୟାଚ ହାରିଥିଲା ।

ଏହି ମ୍ୟାଚରେ ଭାରତୀୟ ଦଳ ବିରାଟ କୋହଲିଙ୍କୁ ମିସ୍‌ କରିଥିଲା। ଦ୍ୱିତୀୟ ଇନିଂସରେ ଟିମ ଇଣ୍ଡିଆ ୨୩୧ ରନ ସ୍କୋର କରିପାରି ନ ଥିଲା। ଏହା ବ୍ୟତୀତ ଷ୍ଟାଡିୟମରେ ଉପସ୍ଥିତ ଦର୍ଶକ ବିରାଟ କୋହଲିଙ୍କୁ ମଧ୍ୟ ବହୁତ ମିସ୍‌ କରିଥିଲେ। ଷ୍ଟାଡିୟମରେ ବିରାଟ କୋହଲିଙ୍କ ନାମ ଥିବା ଜର୍ସି ପିନ୍ଧି ଅନେକ ଦର୍ଶକ ବସିଥିଲେ।

 

https://www.instagram.com/p/C2wUNqsRMsf/?utm_source=ig_embed&ig_rid=5842512e-3c40-4fff-a58b-5b920cf32e53

 


Enter your email to get our daily news in your inbox.

All Right Reserved By Dharitri.Com

ବିଭାଜନ ବିଭୀଷିକା ସ୍ମୃତି ଦିବସରେ କ୍ୟାଣ୍ଡଲ ଶୋଭାଯାତ୍ରା

ଛତ୍ରପୁର,୧୪ା୮ (ଦିଲ୍ଲୀପି ସାମଲ): ବିଭାଜନ ବିଭୀଷିକା ସ୍ମୃତି ଦିବସରେ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଶୁକ୍ରବାର କ୍ୟାଣ୍ଡଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଛି। ଏଥିରେ ଛତ୍ରପୁର ବିଧାୟକ କୃଷ୍ଣ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

ଯୁବକଙ୍କୁ ଠେଙ୍ଗାରେ ଆକ୍ରମଣ, ଗୁରୁତର ଯୁବକଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ

କୋକସରା,୧୪ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ଗ୍ରାମରେ ଠେଙ୍ଗା ଆକ୍ରମଣରେ ଗୁରୁତର ଯୁବକଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ମୃତକ ହେଲେ…

ଘରେ ପଶି ମହିଳାଙ୍କୁ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ ଏମିତି ରାୟ ଶୁଣାଇଲେ….

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସିଭିଲ କୋର୍ଟ ସିନିୟର ଡିଭିଜନ କୋର୍ଟରେ ଏକ ମାମଲାର ଚୂଡାନ୍ତ ଶୁଣାଣି ହୋଇଛି। ଗତ ୨ ବର୍ଷ…

କାର ବାଇକ୍ ମୁହାମୁହିଁ ଧକ୍କା,ଦୁଇ ଗୁରୁତର

ଗୁଣପୁର,୧୪।୮( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ରୋଡ ଠାରେ ବାଇକ୍ କାର ମୁହାଁ ମୁହିଁ ଯୋଗୁଁ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇ…

୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ମୋହନା,୧୪ା୮(ମନ୍ମଥ ମିଶ୍ର): ଗୋପଟିମା ଓ କୁଟିଗୁଡ଼ା ଗାଁ ମଧ୍ୟରେ ଥିବା ଜଙ୍ଗଲରୁ ମୋହନା ପୋଲିସ ୩ କୁଇଣ୍ଟାଲରୁ ଊର୍ଦ୍ଧ୍ୱ (୩୦୩ କିଲୋ ୬୦୦ ଗ୍ରାମ) ଗଞ୍ଜେଇ ଜବତ…

ସ୍ୱାଧୀନତା ଦିବସ ପୂର୍ବସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କଲେ ରାଷ୍ଟ୍ରପତି: ‘ସର୍ବଶ୍ରେଷ୍ଠ ଭାରତ’ ଗଠନ ପାଇଁ ରଖନ୍ତୁ ଭାବନା, ପଢ଼ନ୍ତୁ ପ୍ରମୁଖ…

ନୂଆଦିଲ୍ଲୀ,୧୪।୮: ୮୦ତମ ସ୍ୱାଧୀନତା ଦିବସର ପୂର୍ବସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ସେ ଦେଶ ଓ ବିଦେଶରେ ରହୁଥିବା ସମସ୍ତ ଭାରତୀୟଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri