Posted inଖେଳ

ସମ୍ପର୍କୀୟ ଭଉଣୀଙ୍କୁ ପ୍ରେମ କରି ବସିଥିଲେ ଏହି ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌

ଭାରତୀୟ ଦଳର ପୂର୍ବତନ ବିସ୍ଫୋରକ ବ୍ୟଟ୍ସମ୍ୟାନ ବୀରେନ୍ଦ୍ର ସେହ୍ବାଗ ଆଜି ୪୨ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୭୮ ଅକ୍ଟୋବର ୨୦ରେ ଦିଲ୍ଲୀରେ ଜନ୍ମଗ୍ରହଣ କରିଥିଲେ। କ୍ରିକେଟ୍‌ରେ ସେ ଯେମିତି ଚର୍ଚ୍ଚିତ ପ୍ରେମରେ ବି ସେ ବେଶ୍‌ ମାହିର୍‌। ତାଙ୍କ ପ୍ରେମ କାହାଣୀ କୌଣସି ବଲିଉଡ ଚଳଚ୍ଚିିତ୍ରଠାରୁ କମ ନୁହେଁ। ସେହ୍ବାଗ କୌଣସି ଅଭିନେତ୍ରୀ କିମ୍ବା ସହପାଠୀ ନୁହେଁ ସମ୍ପର୍କୀୟ ଭଉଣୀ ଆରତୀ ଅଗ୍ରଓ୍ବାଲଙ୍କ ପ୍ରେମରେ ପଡିଥିଲେ। ଆରତୀଙ୍କ ବଡ ଭଉଣୀ ଏକ ସାକ୍ଷାତକାରରେ କହିଥିଲେ, ସେହ୍ବାଗ ଓ ଆରତିଙ୍କ ଦେଖା ସାକ୍ଷାତ ଏକ ବିବାହ ଭୋଜିରେ ହୋଇଥିଲା। ଆରତୀଙ୍କ ପିଉସୀ ସେହ୍ବାଗଙ୍କ ଜଣେ ସମ୍ପର୍କୀୟଙ୍କୁ ବିବାହ କରିଥିଲେ। ସେହି କାରଣରୁ ଦୁହଁିଙ୍କ ମଧ୍ୟରେ ଦେଖା ସାକ୍ଷାତ ହୋଇଥିଲା ଓ ପରେ ଏହା ପ୍ରେମରେ ପରିଣତ ହୋଇଥିଲା। ଉଭୟ ସମ୍ପର୍କରେ ଭାଇ, ଭଉଣୀ ଥିଲେ। ଏହା ଜାଣିଥିଲେ ସୁଦ୍ଧା ଦୁହେଁ ଦୁହିଁଙ୍କୁ ୩ବର୍ଷ ପର୍ଯ୍ୟନ୍ତ ଡେଟ୍‌ କରିଥିଲେ। ଥରେ ସେହ୍ବାଗ ମଜାକରେ ଆରତୀଙ୍କୁ ବିବାହ ପ୍ରସ୍ତାବ ଦେଇଥିଲେ ସେ ମଧ୍ୟ ଏଥିରେ ରାଜି ହୋଇ ଯାଇଥିଲେ। ୨୦୦୪ରେ ଦୁହେଁ ବିବାହ କରିଥିଲେ।

ତାଙ୍କ ଚମତ୍କାର କ୍ୟାରିୟରରେ ବୀରୁ ୧୦୪ଟି ଟେଷ୍ଟ ଏବଂ ୨୫୧ଟି ଏକଦିବସୀୟ ଖେଳି ଯଥାକ୍ରମେ ୮୫୮୬ ଏବଂ ୮୨୭୩ ରନ ସ୍କୋର କରିଛନ୍ତି। ସେ ୧୯ ଟି -୨୦ରେ ୩୯୪ ରନ ସ୍କୋର କରିଥିଲେ। ସେହ୍ବାଗ ତାଙ୍କ ଅନ୍ତର୍ଜାତୀୟ କ୍ୟାରିୟରରେ ମୋଟ ୩୮ ଶତକ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଗାପୂଜା ପାଇଁ ଶୁଭ ଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଗଣେଶ ଚତୁର୍ଥୀ ଅବସରରେ ଆସନ୍ତା ଦଶହରା ପୂଜା ପାଇଁ…

ନୂଆଁଖାଇ ଲାଗି ପାଟଣେଶ୍ୱରୀ ମନ୍ଦିରରେ ପହଞ୍ଚିଲା ନୂଆ ଧାନ

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ବଲାଙ୍ଗୀର ସହର ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ପାଟଣା ରାଜ୍ୟର ଇଷ୍ଟଦେବୀ…

ଚାମ୍ପିୟନ ପୁରୁଷ, ମହିଳା ଦଳକୁ ରାଷ୍ଟ୍ରପତିଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ,୧୪ା୯: ଜବରଦସ୍ତ ପ୍ରଦର୍ଶନ ସହ ଉଭୟ ଜୁନିୟର ପୁରୁଷ ଓ ମହିଳା ହକି ଏସିଆ କପ୍‌ ଜିତିଥିବା ଭାରତୀୟ ଦଳକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଅଭିନନ୍ଦନ…

ଗଣେଶ ଚତୁର୍ଥୀରେ ଚଳଚଞ୍ଚଳ ଛତ୍ରପୁର ସହର: ଝଲସୁଛି ବିଭିନ୍ନ ପୂଜାମଣ୍ଡପ

ଛତ୍ରପୁର, ୧୪।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆଜି ପବିତ୍ର ଶ୍ରୀଗଣେଶ ଚତୁର୍ଥୀ। ଅଗ୍ରପୂଜ୍ୟ ପ୍ରଭୁ ଶ୍ରୀଗଣେଶଙ୍କ ଆବାହନରେ ଚଳଚଞ୍ଚଳ ହୋଇଉଠିଛି ଛତ୍ରପୁର ସହର। ଶ୍ରଦ୍ଧା, ଭକ୍ତି ଓ…

ଗଞ୍ଜାମ ସହରରେ ଧୂମଧାମରେ ଗଣେଶ ପୂଜା: ପୁଇଁତୋଳା ପୂଜା କମିଟି ପକ୍ଷରୁ….

ଗଞ୍ଜାମ, ୧୪/୯ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବିଭିନ୍ନ ସ୍ଥାନରେ ମହାବିନାୟକ, ଅଗ୍ରପୂଜ୍ୟ ଶ୍ରୀଗଣେଶଙ୍କ ଚତୁର୍ଥୀ ପୂଜା ମହାଆଡ଼ମ୍ବରରେ ପାଳିତ ହେଉଛି। ଏଥିପାଇଁ ଗାଁଠାରୁ ସହର ପର୍ଯ୍ୟନ୍ତ…

ପୁଣି ମହାବୀର ପର୍ବତକୁ ଫେରିଆସିଛି ମାଈ ହାତୀ

ବଡ଼ଗାଁ,୧୩ା୯(ଅଶୋକ ଷଡ଼ଙ୍ଗୀ): ଝାଡ଼ଖଣ୍ଡ ରାଜ୍ୟ ଜଙ୍ଗଲରୁ କିଛି ମାସ ତଳେ ଆସିଥିବା ୨୬ ଟିକିଆ ହାତୀପଲ ସୁନ୍ଦରଗଡ଼ ଜିଲା ବଡ଼ଗାଁ ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ମହାବୀର ପର୍ବତରେ…

ଟ୍ରକ୍‌-କାର୍‌ ମୁହାଁମୁହିଁ ଧକ୍କା: ତିରିଂ ହାଇସ୍କୁଲ ପ୍ରଧାନଶିକ୍ଷକ ଗୁରୁତର

ରାଇରଙ୍ଗପୁର, ୧୪।୯ (ମାନସ ରଞ୍ଜନ ମହାନ୍ତି): ବହଳଦା ଥାନା ଅନ୍ତର୍ଗତ ରାଇରଙ୍ଗପୁର-ଟାଟା ଜାତୀୟ ରାଜପଥ ୨୨୦ ନମ୍ବର କାଦୁଆଣି-ବାସିଙ୍ଗୀ ମଧ୍ୟରାସ୍ତା ତିତିଲି ଢାବା ନିକଟରେ ସୋମବାର ଏକ…

ମଦ ଦୋକାନକୁ ନେଇ ବଢୁଛି ଅସନ୍ତୋଷ, ଅନ୍ୟତ୍ର ସ୍ଥାନାନ୍ତର ଦାବି

କେନ୍ଦୁଝର,୧୪ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାପାଳ, ଆରକ୍ଷୀ ଅଧୀକ୍ଷକ, ଡିଏଫ୍‌ଓଙ୍କ କାର୍ଯ୍ୟାଳୟ ସମ୍ମୁଖ ଗୁରୁତ୍ୱପୂର୍ଣ୍ଣ ଟ୍ରାଫିକ ଛକରେ ଏକ ଠିପିବନ୍ଦ ମଦ ଦୋକାନ ପୁଣିଥରେ ଖୋଲିବାକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?