Posted inଖେଳ

ଭାରତ ଟୁର୍ନାମେଣ୍ଟରୁ ବାଦ୍‌ ପଡିବା ପରେ ସେହ୍ବାଗ ଛାଡିଲେ ଏମିତି ଫଟୋ, ହସି ହସି ଗଡିଲେ ୟୁଜର୍ସ

ନୂଆଦିଲ୍ଲୀ,୮।୧୧: ଭାରତୀୟ କ୍ରିକେଟ ଦଳ ଆଇସିସି ଟି -୨୦ ବିଶ୍ୱକପରୁ ବାଦ ପଡିଛି। ରବିବାର ଆଫଗାନିସ୍ତାନ ବିପକ୍ଷରେ ନ୍ୟୁଜିଲାଣ୍ଡର ବିଜୟ ସହ ସେମିଫାଇନାଲରେ ପ୍ରବେଶ କରିବାରେ ଭାରତର ଆଶା ଶେଷ ହୋଇଛି। ନ୍ୟୁଜିଲାଣ୍ଡର ପରାଜୟ ଭାରତର ସେମିଫାଇନାଲ ଆଶାକୁ ବଞ୍ଚାଇ ରଖିଥାନ୍ତା କିନ୍ତୁ ଏହି ବିଜୟ ସହିତ ଦଳ ଆନୁଷ୍ଠାନିକ ଭାବେ ଟୁର୍ନାମେଣ୍ଟରୁ ବାଦ ପଡିଥିଲା। ଭାରତ ଟୁର୍ନାମେଣ୍ଟରୁ ବାହାରିବା ପରେ ସୋସିଆଲ ମିଡିଆରେ ଭିନ୍ନ ପ୍ରତିକ୍ରିୟା ରହିଛି। ପୂର୍ବତନ ଭାରତୀୟ ଓପନର୍‌ ବୀରେନ୍ଦ୍ର ସେହ୍ବାଗ ପୂର୍ବତନ କଂଗ୍ରେସ ସଭାପତି ରାହୁଲ ଗାନ୍ଧୀଙ୍କ ଏକ ମେମ ଶେୟାର କରିଛନ୍ତି। ଏଥିରେ ରାହୁଲ ମଞ୍ଚରେ ଭାଷଣ ଦେଉଥିବାର ନଜର ଆସିଛନ୍ତି ଏବଂ ଏହା ତଳେ ଲେଖା ହୋଇଛି, ଶେଷ, ବିଦାୟ ଟାଟା ଗୁଡ ବାଏ। ସେହ୍ବାଗଙ୍କ ଏହି ମେମ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। କିଛି ପ୍ରଶଂସକ ସେହ୍ବାଗଙ୍କୁ ତାରିଫ୍‌ କରି ଏହାକୁ ଉପଯୁକ୍ତ ମେମ ବୋଲି କହିଛନ୍ତି। ଆଉ କିଛି ପ୍ରଶଂସକ ହସିବା ଇମୋଜି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

‘ଆରମ୍ଭ ହେଲା ଟି୨୦ ବିଶ୍ୱକପ୍‌ ପ୍ରସ୍ତୁତି’

ଲଡରହିଲ,୩।୮(ପି.ଟି.)- ଆସନ୍ତା ବର୍ଷ ଅଷ୍ଟ୍ରେଲିଆରେ ହେବାକୁ ଥିବା ଟି୨୦ ବିଶ୍ୱକପ୍‌ ଲାଗି ଭାରତୀୟ ଦଳ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ୩ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ରୁ ପ୍ରସ୍ତୁତି ଆରମ୍ଭ...

କେହି ଦେଖିପାରି ନ ଥିଲେ କି ଆଉ ହେବନାହିଁ ଦେଖି କପିଳ ଦେବଙ୍କ ଶ୍ରେଷ୍ଠ ଇନିଂସ

ବିଶ୍ୱକପ୍‌ ଚାମ୍ପିୟନ ଭାରତୀୟ ଅଧିନାୟକ କପିଳ ଦେବଙ୍କ କ୍ୟାରିୟରର ସର୍ବଶ୍ରେଷ୍ଠ ଇନିଂସ ୧୭୫*, ଯାହାକି ୧୯୮୩ ବିଶ୍ୱକପ୍‌ରେ ଏକ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଖେଳିଥିଲେ। ଏହାକୁ କେବଳ...

କିଙ୍ଗ୍ସ ଇଲେଭେନକୁ ହରାଇଲା ଶାହରୁଖ ଖାନଙ୍କ କେକେଆର୍‌

ଆବୁଧାବି, ୧୦।୧୦: ଆଇପିଏଲ୍‌ ତ୍ରୟୋଦଶ ସଂସ୍କରଣରେ ଶନିବାର ଅନୁଷ୍ଠିତ ୨୪ତମ ମୁକାବିଲାରେ ବଲିଉଡ୍‌ ସୁପର୍‌ଷ୍ଟାର ଶାହରୁଖ ଖାନଙ୍କ ମାଲିକାନାରେ ଥିବା କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌)...

ରିଦ୍ଧିମାନଙ୍କ ଷ୍ଟାଣ୍ଡବାଇ ଭରତ

ନୂଆଦିଲ୍ଲୀ, ୨୧।୫- ଭାରତୀୟ କ୍ରିକେଟ ଦଳର ଇଂଲଣ୍ଡ ଟୁର୍‌ ପାଇଁ ଉଇକେଟକିପର ରିଦ୍ଧିମାନ ଶାହାଙ୍କ ଷ୍ଟାଣ୍ଡବାଇ ଭାବେ ଆନ୍ଧ୍ର ପ୍ରଦେଶର କେ.ଏସ. ଭରତଙ୍କୁ ଚୟନ କରାଯାଇଛି।...

ଭାରତ-ପାକିସ୍ତାନର ସ୍ମରଣୀୟ ମ୍ୟାଚ୍‌: ସିଡନୀ ପଡ଼ିଆରେ କଙ୍ଗାରୁ ଭଳି ଡେଇଁଥିଲେ ପାକ୍‌ ଖେଳାଳି, କାରଣ ଜାଣିଲେ…

ନୂଆଦିଲ୍ଲୀ,୪।୩: ଭାରତ-ପାକିସ୍ତାନ ମଧ୍ୟରେ ଖେଳାଯାଉଥିବା ମ୍ୟାଚ୍‌ ବେଶ୍‌ ରୋମାଞ୍ଚକର ହୋଇଥାଏ। ଏଥିରେ ଅନେକ ସ୍ମରଣୀୟ ଘଟଣା ଘଟିଥାଏ। ସେଭଳି ଗୋଟିଏ ଥିଲା ୧୯୯୨ ମାର୍ଚ୍ଚ ୪ରେ...

ଭାରତର ଐତିହାସକ ବିଜୟ ପରେ ଅଜବ କଥା ଦାବି କରି ଚର୍ଚ୍ଚାରେ ବୀରେନ୍ଦ୍ର ସେହ୍ବାଗ

ବ୍ରିସବେନ୍‌,୨୦।୧: ଯୁବ ଭାରତୀୟ ଦଳ ଅଷ୍ଟ୍ରେଲିୟ ଦଳକୁ ପରାସ୍ତ କରି ଇତିହାସ ସୃଷ୍ଟି କରିଛନ୍ତି। ବ୍ରିସବେନ୍‌ର ଗାବା ଗ୍ରାଉଣ୍ଡରେ ବର୍ଡର-ଗାଭାସ୍କର ଟ୍ରଫିର ଅନ୍ତିମ ତଥା ଅନ୍ତିମ...

ଖେଳାଳି ପଜିଟିଭ ଚିହ୍ନଟ ହେଲେ ବି ଚାଲୁରହିବ ସିରିଜ୍‌

ନୂଆଦିଲ୍ଲୀ,୨୨।୧୨: ଆସନ୍ତା ସପ୍ତାହରୁ ଆରମ୍ଭ ହେବାକୁ ଯାଉଛି ଭାରତ ଓ ଘରୋଇ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟେଷ୍ଟ ଓ ଦିନିକିଆ ସିରିଜ୍‌। ଯଦି ସିରିଜ୍‌ ବେଳେ...

କ୍ରିକେଟ ଜଗତକୁ ଝଟ୍‌କା, ୫୧ଟି ଶତକ ଲଗାଇଥିବା ମହାନ ବ୍ୟାଟ୍ସମ୍ୟାନଙ୍କ ପରଲୋକ

କ୍ରିକେଟ ଜଗତର ମହାନ ଖେଳାଳି ଓ୍ବେଷ୍ଟଇଣ୍ଡିଜର ସାର୍‌ ଏଭର୍ଟନ ଓ୍ବିକ୍ସଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୫ ବର୍ଷ ହୋଇଥିଲା। ଓ୍ବେଷ୍ଟଇଣ୍ଡିଜ୍‌ କ୍ରିକେଟର ଗଡ୍‌ଫାଦର୍‌...

Advertisement
Archives

Model This Week