Posted inଖେଳ

ବୀରେନ୍ଦ୍ର ସେହ୍ବାଗଙ୍କ ଘର ଉପରେ ଆକ୍ରମଣ, ଭିଡିଓ ଶେୟାର କରି ଦେଲେ ସୂଚନା

ଭାରତୀୟ କ୍ରିକେଟ ଦଳର ପୂର୍ବତନ ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ ବୀରେନ୍ଦ୍ର ସେହ୍ବାଗ ଆଜିକାଲି ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ ରହୁଛନ୍ତି। ବେବେଳେ ମଜାଦାର ଟୁଇଟ୍‌ କରି ସେହ୍ବାଗ ଚର୍ଚ୍ଚାରେ ଥାନ୍ତି। ନିକଟରେ ସେ ଇନ୍‌ଗ୍ରାମରେ ଏକ ଭିଡିଓ ଶେୟାର କରି ତାଙ୍କ ଘର ଉପରେ ପଙ୍ଗପାଳ ଆକ୍ରମଣ ହୋଇଥିବା କହିଛନ୍ତି। ଭିଡିଓରେ ଛାତ ଉପରେ ପଙ୍ଗପାଳ ଦଳ ବୁଲୁଥିବା ଦେଖାଯାଇଛି। ସେହ୍ବାଗ ଭିଡିଓ ଶେୟାର କରି ହମଲା..ଲେଖିଛନ୍ତି। ଭିଡିଓ ଦେଖି ତାଙ୍କ ଫ୍ୟାନ୍‌ ମାନେ ପଙ୍ଗପାଳ ଦାଉରୁ ବର୍ତ୍ତିବା ପାଇଁ ଉପାୟ ମଧ୍ୟ କହିଛନ୍ତି। ଜଣେ ୟୁଜର କହିଛନ୍ତି, ସେହ୍ବାଗ ନିଜ ବ୍ୟାଟ୍‌ ବାହାରେ ରଖନ୍ତୁ ପଙ୍ଗପାଳ ଆପଣା ଛାଏଁ ପଳେଇବେ। ସୂଚନାଯୋଗ୍ୟ, ଗତ କିଛି ଦିନ ହେବ ଉତ୍ତର ଭାରତରେ ପଙ୍ଗପାଳ ଯୋଗୁ ଲୋକେ ଅସୁବିଧାର ସାମ୍ନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୀବନ-ମୃତ୍ୟୁ ସହ ସଂଘର୍ଷ କରୁଛନ୍ତି ରିଙ୍କୁ ସିଂଙ୍କ ବାପା, ଆଗକୁ ଖେଳିବେ କି ନାହିଁ ଜାଣନ୍ତୁ

ନୂଆଦିଲ୍ଲୀ,୨୫।୨: ଭାରତର ଷ୍ଟାର କ୍ରିକେଟର ରିଙ୍କୁ ସିଂହ ସମ୍ପ୍ରତି ଟିମ୍ ଇଣ୍ଡିଆ ଛାଡି ଘରକୁ ଫେରିଥିଲେ । ତାଙ୍କ ବାପାଙ୍କ ସ୍ୱାସ୍ଥ୍ୟାବସ୍ଥା ଖରାପ ହେବା ତାଙ୍କ ଫେରିବାର…

ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂଜାରି, ୨୪ ଘଣ୍ଟା ମଧ୍ୟରେ ଏହି ଜିଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ବର,୨୫।୨: ୨୩ ଜିଲାରେ ବର୍ଷା ସମ୍ଭାବନା । ବିଜୁଳି ଘଡ଼ଘଡ଼ି ସହିତ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ସୂଚନା ଦେଲେ ଆଞ୍ଚଳିକ…

କ’ଣ ଗୋଟିଏ ପୁଅ ନାଁରେ ସବୁ ସମ୍ପତ୍ତି କରିପାରିବେ ବାପା? ଜାଣନ୍ତୁ କ’ଣ ରହିଛି ନିୟମ

ପରିବାରରେ ସମ୍ପତ୍ତି ବିବାଦ କିଛି ନୂଆ ନୁହେଁ। ଗ୍ରାମାଞ୍ଚଳ ହେଉ କି ସହରାଞ୍ଚଳ, ପ୍ରାୟତଃ ଏହି ପ୍ରଶ୍ନ ଉଠେ: ଜଣେ ପିତା କ’ଣ ତାଙ୍କର ସମସ୍ତ ଜମି…

୫ ଦିନ ପରେ ମିଳିଲା ପ୍ରଧାନଶିକ୍ଷକଙ୍କ ଝୁଲନ୍ତା ମୃତଦେହ, ପାଖରୁ ମିଳିଲା…

ଝରିଗାଁ,୨୫ା୨(କିଶୋର ଚନ୍ଦ୍ର ମଣ୍ଡଳ): ନିଖୋଜ ହେବାର ୫ ଦିନ ପରେ ମିଳିଲା ଭାରପ୍ରାପ୍ତ ପ୍ରଧାନଶିକ୍ଷକଙ୍କ ମୃତଦେହ। ଯାହାକି ପରିବାର ଏବଂ ବିଦ୍ୟାଳୟରେ ଶୋକାକୁଳ ପରିବେଶ ସୃଷ୍ଟି କରିଛି।…

ସ୍ତ୍ରୀକୁ ମାରିବାକୁ ଉଦ୍ୟମ ବେଳେ ମଝିରେ ଆସିଲେ ଶ୍ବଶୁର, ପେଟ୍ରୋଲ ଢାଳି ମାରିଦେଲେ ଜ୍ବାଇଁ

ବାଲିଆପାଳ,୨୫।୨(ଗୋପାଳ ଚନ୍ଦ୍ର ସାହୁ/ରାଜଶ୍ରୀ ପାଣିଗ୍ରାହୀ) ପ୍ରେମ ବିବାହର କରୁଣ ପରିଣତି । ଜ୍ବାଇଁ ସାଜିଲେ ନରରାକ୍ଷସ। ପେଟ୍ରୋଲ ଢ଼ାଳି ଜୀବନରୁ ସ୍ତ୍ରୀଙ୍କୁ ମାରିବା ଉଦ୍ୟମ କରୁଥିବା ବେଳେ…

ମର୍ଡର ଘଟଣା ଉପରୁ ପର୍ଦ୍ଦା ହଟାଇଲେ କୋରାପୁଟ ଏସ୍‌ପି, ପ୍ରେମିକକୁ ପାଇବା ପାଇଁ ହତ୍ୟା କରିଥିଲେ ଝିଅ

ବୋରିଗୁମ୍ମା,୨୫।୨(ବିଜୟ ନାରାୟଣ ସାହୁ): ପ୍ରେମ ପାଇଁ ଜଣେ ନାବାଳିକା ତାଙ୍କ ପ୍ରେମିକ ସହ ମିଶି ମା’ ଓ ନାବାଳକ ଭାଇଙ୍କୁ ହତ୍ୟାକାଣ୍ଡ ମାମଲାରେ ପୋଲିସର ବଡ଼ ଖୁଲାସା…

୯ବର୍ଷ ମଧ୍ୟରେ ଦ୍ୱିତୀୟ ଥର ଇସ୍ରାଏଲରେ ପହଞ୍ଚିଲେ ମୋଦି, ବିମାନବନ୍ଦରରେ ନେତାନ୍ୟାହୁଙ୍କୁ ଆଲିଙ୍ଗନ…

ନୂଆଦିଲ୍ଲୀ,୨୫।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇସ୍ରାଏଲରେ ପହଞ୍ଚିଛନ୍ତି । ତାଙ୍କ ବିମାନ ତେଲ ଅଭିଭର ବେନ୍ ଗୁରିଅନ୍ ବିମାନବନ୍ଦରରେ ଅବତରଣ କରିଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ…

ଜଙ୍ଗଲରୁ ଦୁର୍ଦ୍ଦାନ୍ତ ମାଓବାଦୀ ଅନ୍ବେଷଙ୍କ ଗଳିତ ମୃତଦେହ ଜବତ, ଏସ୍‌ପି କହିଲେ ପୂରା ଘଟଣା…

ଫୁଲବାଣୀ/ଦାରିଙ୍ଗବାଡ଼ି,୨୫ା୨(ରାକେଶ କୁମାର ରାଉତ/ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା କୁଟିମାହା ଗ୍ରାମ ନିକଟ ପକାରୀ ସଂରକ୍ଷିତ ଜଙ୍ଗଲରୁ ଦୁର୍ଦ୍ଦାନ୍ତ ମାଓବାଦୀ ଅନ୍ବେଷଙ୍କ ଗଳିତ ମୃତଦେହକୁ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri