ଭାରତ-ପାକିସ୍ତାନ ସୀମାରେ ଯବାନଙ୍କ ଭାଙ୍ଗଡ଼ା ନୃତ୍ୟ: ସାହସକୁ ସମ୍ନାନ ଜଣାଇଲେ ସେହଓ୍ବାଗ୍‌

ନୂଆଦିଲ୍ଲୀ, ୧୮।୭: ଭାରତ-ପାକିସ୍ତାନ ସୀମାରେ ଥିବା ଭାରତୀୟ ଯବାନଙ୍କ ନୃତ୍ୟ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ୪/୫ ଜଣ ଯବାନ ବିନ୍ଦାସ୍‌ ହୋଇ ପଞ୍ଜାବୀ ସୁପରହିଟ୍‌ ଗୀତ ‘ଦାରୁ ବଦନାମ କର ଦି’ ରେ ଭାଙ୍ଗଡା ନୃତ୍ୟ କରୁଛନ୍ତି। ଏହି ଭିଡିଓକୁ ଭାରତୀୟ କ୍ରିକେଟର ବୀରେନ୍ଦ୍ର ସେହଓ୍ବାଗ୍‌ ନିଜ ଟ୍ବିଟର ହ୍ୟାଣ୍ଡେଲରେ ଶେୟାର କରିଛନ୍ତି। ସେ ଲେଖିଛନ୍ତି, ଭାରତ-ପାକ୍‌ ସୀମା ନିକଟରେ ଯବାନମାନଙ୍କ ଭାଙ୍ଗଡ଼ା ନୃତ୍ୟ ଅତ୍ୟନ୍ତ ଚମତ୍କାର। ଏପରି ଚ୍ୟାଲେଞ୍ଜିଂ ପରିସ୍ଥିତିରେ ସେମାନେ ଏତେ ଖୁସି ଅଛନ୍ତି। ମୁଁ ତାଙ୍କ ସାହସକୁ ସମ୍ନାନ କରୁଛି ବୋଲି ସେହଓ୍ବାଗ୍‌ ଲେଖିଛନ୍ତି। ଏହି ଭିଡିଓ ଭାଇରାଲ ହେବାର ମାତ୍ର ୧ ଘଣ୍ଟା ମଧ୍ୟରେ ୧ ଲକ୍ଷ ୩୫ ହଜାର ଲୋକ ଦେଖିସାରିଲେଣି।


Enter your email to get our daily news in your inbox.

All Right Reserved By Dharitri.Com

କାନାଡା ଓପନ ବ୍ୟାଡ୍‌ମିଣ୍ଟନ: କାଶ୍ୟପ ରନର୍ସ ଅପ୍‌

କାଲଗାରି,୮।୭- ପୂର୍ବତନ ରାଜ୍ୟଗୋଷ୍ଠୀ ଚାମ୍ପିୟନ ପାରୁପଲ୍ଲୀ କାଶ୍ୟପ ଚଳିତ କାନାଡା ଓପନ ୧୦୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟରେ ଉପବିଜେତା ଭାବେ ଅଭିଯାନ ଶେଷ କରିଛନ୍ତି। ୩ ଗେମ୍‌...

ପରାଜୟ ସହ ଭାରତର ବିଶ୍ୱକପ ଅଭିଯାନ ଶେଷ

ଭୁବନେଶ୍ୱର, ୧୮।୧୦ (କ୍ରୀଡ଼ା ପ୍ରତିନିଧି): ଭାରତର ୧୭ ବର୍ଷରୁ କମ୍‌ ମହିଳା ଫିଫା ବିଶ୍ୱକପ ପଦାର୍ପଣ ଅଲୋଡ଼ା ରେକର୍ଡ ସହ ଶେଷ ହୋଇଛ। ନିଜର ପ୍ରଥମ...

ଗୋବର ଯୁଦ୍ଧ

କର୍ନାଟକ ଓ ତାମିଲନାଡୁ ସୀମାର ଏକ ଛୋଟିଆ ଗାଁ ହେଉଛି ଗୁମାତାପୁର। କିନ୍ତୁ ଏବେ ଏହି ଛୋଟ ଗାଁ ସାରା ପୃଥିବୀରେ ପରିଚିତି ଲାଭ କରିଛି।...

ଶେଫ୍‌ ପ୍ରସ୍ତୁତ କଲେ କରୋନା ବର୍ଗର: କହିଲେ ‘ଯିଏ ଡରଉଛି ତାକୁ ଖାଅ’

ହନୋଇ: ସମଗ୍ର ବିଶ୍ୱରେ କରୋନା ଭାଇରସ୍‌ ଆତଙ୍କ ସୃଷ୍ଟି କରିଚାଲିଛି। ଏହି ପରିସ୍ଥିତିରେ ଜଣେ ବ୍ୟକ୍ତି ଏହି ଭାଇରସ୍‌କୁ ଖାଇବା ପାଇଁ ପରାମର୍ଶ ଦେଇଛନ୍ତି। ଶୁଣି...

ସେମିଫାଇନାଲ ଲାଇନ୍‌ଅପ୍‌ ଚୂଡ଼ାନ୍ତ

ଭୁବନେଶ୍ୱର, ୨୬।୧ (କ୍ରୀଡ଼ା ପ୍ରତିନିଧି): ତିନିଥର ଚାମ୍ପିୟନ ନେଦରଲାଣ୍ଡ୍ସ ଚଳିତ ହକି ବିଶ୍ୱକପ୍‌ର ସେମିଫାଇନାଲରେ ପ୍ରବେଶ କରିଛି। କଳିଙ୍ଗ ଷ୍ଟାଡିୟମରେ ବୁଧବାର ଅନୁଷ୍ଠିତ କ୍ୱାର୍ଟର ଫାଇନାଲରେ...

ସତ ହେଲା ଆକାଶ ଚୋପ୍ରାଙ୍କ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୧୧।୨: ଅଷ୍ଟ୍ରେଲିଆ ବିପକ୍ଷ ନାଗପୁର ଟେଷ୍ଟକୁ ୧୩୨ରନ୍‌ ବ୍ୟବଧାନରେ ଜିତି ନେଇଛି ଟିମ୍‌ ଇଣ୍ଡିଆ। ମାତ୍ର ୩ ଦିନରେ ସମାପ୍ତ ହୋଇଛି ପ୍ରଥମ ଟେଷ୍ଟ। ତେବେ...

ଗାଁର ସୁନା ଝିଅ

ଏମାନେ ନିଜ ଗାଁକୁ ଯେମିତି ଭଲ ପାଆନ୍ତି ଗାଁ ଲୋକଙ୍କ ସମସ୍ୟା ଦେଖିଲେ ସେମିତି ବ୍ୟଥିତ ହୋଇପଡନ୍ତି। ଗାଁ ଲୋକଙ୍କୁ କେମିତି ସଚେତନ କରିବେ, ସମସ୍ୟାରୁ...

ଆଫ୍ରିଦି ମୋ କ୍ୟାରିୟର ନଷ୍ଟ କରିଛନ୍ତି: କାନେରିଆ

ନୂଆଦିଲ୍ଲୀ,୧୬।୫(ପି.ଟି.): ପାକିସ୍ତାନର ହିନ୍ଦୁ କ୍ରିକେଟର ଡାନିସ କାନେରିଆ ଶେଷରେ ମୁହଁ ଖୋଲିଛନ୍ତି। ପୂର୍ବତନ ଅଲରାଉଣ୍ଡର ତଥା ଅଧିନାୟକ ସହିଦ ଆଫ୍ରିଦିଙ୍କ ବିରୋଧରେ ସେ ମହା ଅଭିଯୋଗ...

Advertisement
Archives

Model This Week