ଭର୍ଚୁଆଲ କରେନ୍ସି ବିଟ୍‌କଏନ ଏବେ ଏଲ୍‌ ସାଲଭେଡରରେ ହେବ ଲାଗୁ…

ସାନ୍‌ ସାଲଭେଡର, ୯।୬: ସେଣ୍ଟ୍ରାଲ ଆମେରିକାର ଦେଶ ଏଲ ସାଲଭେଡର ଭର୍ଚୁଆଲ କରେନ୍ସି ବିଟ୍‌କଏନ ବୈଧ କରିବାକୁ ଯୋଜନା ହୋଇଛି। ପୂର୍ବରୁ ରାଷ୍ଟ୍ରପତି ନାଏବ ବୁକେଲେ ଏ ନେଇ କଂଗ୍ରେସରେ ବିଲ ଆଣିବେ ବୋଲି ମିଆମିରେ ଅନୁଷ୍ଠିତ ବିଟ୍‌କଏନ-୨୦୨୧ କନଫରେନ୍ସରେ ଏକ ଭିଡିଓ ବାର୍ତ୍ତାରେ କହିଥିଲେ। ଏପରି ହେଲେ ବିଟ୍‌ କଏନକୁ ବୈଧ କରିବାରେ ଏଲ ସାଲଭେଡର ବିଶ୍ୱର ପ୍ରଥମ ଦେଶ ହେବ। ବିଟ୍‌କଏନ ଟେକ୍ନୋଲୋଜି ବ୍ୟବହାର କରି ଆଧୁନିକ ଆର୍ଥିକ ଭିତ୍ତିଭୂମି ର୍ନିମାଣ ପାଇଁ ଦେଶ ଡିଜିଟାଲ ୱାଲେଟ କମ୍ପାନୀ ଷ୍ଟ୍ରାଇକ ସହ ସହଭାଗିତା କରୁଥିବା ସେ କହିଛନ୍ତି। ଏଲ ସାଲଭେଡରରେ ଅଧିକାଂଶ ନଗଦ ଟଙ୍କା କାରବାର ହୋଇଥାଏ। ସେଠାରେ ପ୍ରାୟ ୭୦ ପ୍ରତିଶତ ଲୋକଙ୍କ ବ୍ୟାଙ୍କ ଆକାଉଣ୍ଟ ମଧ୍ୟ ନାହିଁ। ଭର୍ଚୁଆଲ କରେନ୍ସି ବିଟ୍‌କଏନ ଦ୍ୱାରା ଏଲ ସାଲଭେଡରର ବାର୍ଷିକ ୬ ବିଲିୟନ୍‌ ଡଲାର ରିମିଟାନ୍ସ୍‌ ସହଜରେ ହୋଇପାରିବ। ଏହାଦ୍ୱାରା ଦୋରେ ନୂତନ ନିଯୁକ୍ତି ସୁଯୋଗ ସୃଷ୍ଟି ହେବା ସହିତ ଆର୍ଥିକ ଅନ୍ତର୍ଭୁକ୍ତିକରଣ ବୃଦ୍ଧି ପାଇବ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

କେସିଙ୍ଗା ମହାବିଦ୍ୟାଳୟରେ ସଭାପତି ପଦ ପାଇଁ ୩ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

କେସିଙ୍ଗା, ୯/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ମହାବିଦ୍ୟାଳୟରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ନେଇ ବିଜ୍ଞପ୍ତି…

ପ୍ରଥମ ଥର ପାଇଁ ଋଷିମାଳ ସ୍ନାତକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ

ବ୍ରାହ୍ମଣୀଗାଁ, ୯।୧୦(ମନୋରଞ୍ଜନ ରଣା): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଓଡ଼ିଶାର କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପୁଣିଥରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେଉଛି। ଏହି କ୍ରମରେ…

ଆମେରିକା କାର୍ଯ୍ୟାନୁଷ୍ଠାନ ଉପରେ ସ୍ପଷ୍ଟୀକରଣ ରଖିଲା ଭାରତ, H-1B ଭିସା ଉପରେ …

ନୂଆଦିଲ୍ଲୀ,୯।୧୦: ଆମେରିକା ସରକାରଙ୍କ ଦ୍ୱାରା କେତେକ ପ୍ରମୁଖ ଟେକ୍ କମ୍ପାନୀକୁ ନିଯୁକ୍ତି-ଭିତ୍ତିକ ଗ୍ରୀନ୍ କାର୍ଡ କାର୍ଯ୍ୟକ୍ରମରୁ ନିଲମ୍ବିତ କରାଯିବା ନିଷ୍ପତ୍ତି ଉପରେ ଭାରତର ବୈଦେଶିକ ମନ୍ତ୍ରାଳୟ (MEA)…

ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନ: ମଇଦାନରେ ୨୩ ପ୍ରାର୍ଥୀ, ଜଣଙ୍କ ପ୍ରାର୍ଥିପତ୍ର ନାକଚ

ପୁରୁଷୋତ୍ତମପୁର, ୯/୧୦ (ସବିତା ମିଶ୍ର): ଗଞ୍ଜାମ ଜିଲାର ପୁରୁଷୋତ୍ତମପୁରସ୍ଥିତ ତାରାତାରିଣୀ କଲେଜରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଯାଞ୍ଚ ପରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା…

ରାଷ୍ଟ୍ରପତିଙ୍କୁ ଭେଟିଲେ ବିରୋଧୀ MPଙ୍କ ପ୍ରତିନିଧିମଣ୍ଡଳୀ, ରାହୁଲ କହିଲେ- ଆମ କଥା ଶୁଣାଗଲା, ହୃଦୟରୁ ଧନ୍ୟବାଦ

ନୂଆଦିଲ୍ଲୀ,୯।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ବିରୋଧୀ ଦଳ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ଜାରି ରହିଛି। ଏହି କ୍ରମରେ ‘ଇଣ୍ଡିଆ’ (INDIA)…

୨୨ ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର କାଏମ: କ୍ୟାମ୍ପସ୍‌ରେ ରାଜନୈତିକ ଉଷ୍ମତା

ପାଟଣା, ୯/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ସ୍ୱାମପାଟଣାସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଯାଞ୍ଚ ଶେଷ ହୋଇଛି। ନାମାଙ୍କନ…

ସୁପରଷ୍ଟାର ସଲମାନଙ୍କ ନୂଆ ଇନିଂସ, କିଛି ଏଭଳି ଘୋଷଣା କରି ଚମକାଇଲେ

ମୁମ୍ବାଇ: ବଲିଉଡ୍‌ ସୁପରଷ୍ଟାର ସଲମାନ ଖାନଙ୍କ ନୂଆ ଇନିଂସ। ଆପଣ ଯଦି ଭାବୁଛନ୍ତି ସେ ବୋଧହୁଏ ବିବାହ କରିବାକୁ ଯାଉଛନ୍ତି, ତେବେ ନା। କେତେବେଳେ ସିନେମା ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?