ସମ୍ଭାବ୍ୟ ବାତ୍ୟା ‘ୟାସ୍‌’ ମୁକାବିଲା ନେଇ ପଞ୍ଚାୟତିରାଜ ମନ୍ତ୍ରୀଙ୍କ ଭର୍ଚୁଆଲ ବୈଠକ

ନିଶ୍ଚିନ୍ତକୋଇଲି,୨୪ା୫(ସ୍ବ.ପ୍ର.): ସମ୍ଭାବ୍ୟ ବାତ୍ୟ ‘ୟାସ୍‌’ର ମୁକାବିଲା ପାଇଁ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା ଏକ ଭର୍ଚୁଆଲ ସମୀକ୍ଷା ବୈଠକ କରିଛନ୍ତି। ଏହି ବୈଠକରେ

ବାତ୍ୟାର ଭୟାବହତାକୁ ଦୃଷ୍ଟିରେ ରଖି ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ, ଶୂନ୍ୟ ମୃତାହତ ଉପରେ ମନ୍ତ୍ରୀ ଜେନା ଗୁରୁତ୍ୱ ଆରୋପ କରି ଆଗୁଆ ପଦକ୍ଷେପ ନେବାକୁ ସେ ପରାମର୍ଶ ଦେଇଛନ୍ତି। ବାତ୍ୟା ପୂର୍ବରୁ ଆବଶ୍ୟକସ୍ଥଳେ ଲୋକମାନଙ୍କୁ ନିରାପଦ ସ୍ଥାନକୁ ସ୍ଥାନାନ୍ତର, ଶୁଖିଲା ଖାଦ୍ୟ, ରିଲିଫ୍‌ ସାମଗ୍ରୀ, ପାନୀୟ ଜଳ ଆଦି ମହଜୁଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। କୌଣସି ପରିସ୍ଥିତିରେ ଯେପରି ପାନୀୟ ଜଳ ଯୋଗାଣରେ କୌଣସି ଅସୁବିଧା ନ ହୁଏ ସେନେଇ ମନ୍ତ୍ରୀ ସତର୍କ କରାଇ ଦେଇଛନ୍ତି। ସମସ୍ତ ସରକାରୀ ପଦାଧିକାରୀ, ଲୋକପ୍ରତିନିଧି ତଥା ଜନସାଧାରଣ ନିଜନିଜ ମଧ୍ୟରେ ସହଯୋଗ ରକ୍ଷା କରି ବାତ୍ୟାର ମୁକାବିଲା କରିବା ନିମନ୍ତେ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁକୁ ରାସ୍ତା ନାହିଁ ତ ଭୋଟ୍‌ ନାହିଁ

ମହାକାଳପଡ଼ା ,୨୫ା୧ (ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳ ପେଟଛେଲା ପଞ୍ଚାୟତ ୧୪ ନଂ. ୱାର୍ଡ ଜ୍ୱାଇଁପଡ଼ା ଗାଁକୁ ସବୁଦିନିଆ ରାସ୍ତା ନାହିଁ। ଗ୍ରାମବାସୀ...

ଲକ୍‌ଡାଉନ୍‌ରେ ଫି ମାଗୁଛନ୍ତି ଘରୋଇ ସ୍କୁଲ, କଲେଜ

ବ୍ରହ୍ମପୁର ଅଫିସ,୫ା୬- କୋଭିଡ୍‌-୧୯କୁ ନେଇ ସାରା ବିଶ୍ୱ ଆତଙ୍କିତ ଅବସ୍ଥାରେ ରହିଛି। ଏଭଳି ସ୍ଥିତିରେ କେତେକ ଘରେଇ ସ୍କୁଲ ଓ କଲେଜ ଫି ପାଇଁ ଅବିଭାବକଙ୍କ...

ମୋବାଇଲ ଫୋନକୁ ନେଇ ବଚସାରୁ ହତ୍ୟାକାଣ୍ଡ

ସମ୍ବଲପୁର,୨୧।୩(ବ୍ୟୁରୋ): ସମ୍ବଲପୁର ଜିଲା ଧନୁପାଲି ଥାନା ଅନ୍ତର୍ଗତ ସୁନାପାଲି ଅଞ୍ଚଳରେ ଶନିବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ଦୁର୍ବୃତ୍ତଙ୍କ ଆକ୍ରମଣରେ ସର୍ଲାକାନୀ ଗାନ୍ଧୀପଡାର ଗଣେଶ ଓରାମ...

୧ରୁ କାର୍ଯ୍ୟକ୍ଷମ ହେବ ବ୍ରହ୍ମପୁରର ଦ୍ୱିତୀୟ ପୋକ୍‌ସୋ କୋର୍ଟ

ବ୍ରହ୍ମପୁର ଅଫିସ,୨୫।୬: ବ୍ରହ୍ମପୁରରେ ଦ୍ୱିତୀୟ ପୋକ୍‌ସୋ କୋର୍ଟ ଆରମ୍ଭ ହେବ। ଜୁଲାଇ ୧ ତାରିଖରେ ଏହି କୋର୍ଟ ଉଦ୍‌ଘାଟିତ ହେବ। ପୂର୍ବରୁ ଗଞ୍ଜାମ ଜିଲାରେ ସ୍ବତନ୍ତ୍ର...

ବାପ ଝିଅ ବିଷ ପିଇବା ଘଟଣା: ଧରାପଡ଼ିଲେ ମୁଖ୍ୟ ଅଭିଯୁକ୍ତ

ସୋର,୨୫।୪(ଡି.ଏନ୍‌.ଏ): ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜନୈକା ନାବାଳିକାଙ୍କୁ ଏକତରଫା ପ୍ରେମ କରି ଜଣେ ଯୁବକ ତାଙ୍କ ସହଯୋଗୀଙ୍କ ସହ ଅପହରଣ ଉଦ୍ୟମ କରିଥିଲେ। ଏନେଇ ନାବଳିକାଙ୍କ...

ପୃଥକ୍‌ ୨ ନାବାଳିକାଙ୍କୁ ଅଶ୍ଳୀଳ ଇଙ୍ଗିତ ଅଭିଯୋଗ, ଜଣେ ଅଟକ

ଭଞ୍ଜନଗର,୨୧।୯(ଡି.ଏନ.ଏ.)-ଯେତେ କଠୋର ଆଇନ ପ୍ରଣୟନ କରାଗଲେ ମଧ୍ୟ ନାବାଳିକାଙ୍କ ପ୍ରତି ଅସଦାଚରଣ ଘଟଣା ବନ୍ଦ ହେଉନହିଁ। ପୃଥକ ୨ ନାବାଳିକାଙ୍କୁ ଅଶ୍ଳୀଳ ଇଙ୍ଗିତ କରାଯାଇଥିବା ନେଇ...

ଶେଷରେ ଗିରଫ ହେଲେ ଚିଲିକା ବିଧାୟକ

ଖୋର୍ଦ୍ଧା ଅଫିସ/ଭୁବନେଶ୍ୱର(ବ୍ୟୁରୋ),୨୨।୩: ଗିରଫ ହେଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ। ବାଣପୁର ବ୍ଲକ କାର୍ଯ୍ୟାଳୟ ବାହାରେ ଲୋକଙ୍କୁ ଗାଡ଼ି ମଡ଼ାଇବା ଘଟଣାରେ ତାଙ୍କୁ ଗିରଫ କରାଯାଇଛି।...

ସାମାଜିକ ଦୂରତ୍ୱ ରକ୍ଷା କରି ରକ୍ତଦାନ, ୩୫ ୟୁନିଟ୍‌ ରକ୍ତ ସଂଗ୍ରହ

ପାଟଣା,୨୨ା୪(ସ୍ବ.ପ୍ର.) : କେନ୍ଦୁଝର ଜିଲା ପାଟଣା ଥାନା ସାହାରପଡ଼ା ବ୍ଲକ ଉପାନ୍ତ ଅଞ୍ଚଳ ମାଛଗଡ଼ ପଞ୍ଚାୟତ ରାଜୀବଗାନ୍ଧୀ ସେବାକେନ୍ଦ୍ରଠାରେ ବୁଧବାର ସାହାରପଡ଼ା ବ୍ଲକ ବିଜେଡି ପକ୍ଷରୁ...

Advertisement
Archives

Model This Week