Posted inଜାତୀୟ

ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀଙ୍କ ସହ ମୋଦିଙ୍କ ଦ୍ୱିତୀୟ ଶିଖର ବୈଠକ

ନୂଆଦିଲ୍ଲୀ,୨୧ ।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ସ୍କଟ ମରିସନଙ୍କ ସହ ଦିନ ୧୨ଟାରେ ଦ୍ୱିତୀୟ ଭାରତ-ଅଷ୍ଟ୍ରେଲିଆ ଭର୍ଚୁଆଲ ଶିଖର ବୈଠକରେ ଯୋଗଦେବେ । ପ୍ରଧାନମନ୍ତ୍ରୀ ମରିସନଙ୍କ ପକ୍ଷରୁ ମଧ୍ୟ ଏହି ବୈଠକ ସମ୍ପର୍କରେ ସୂଚନା ଦିଆଯାଇଛି । ଏହି ବୈଠକରେ ଦୁଇ ପ୍ରଧାନମନ୍ତ୍ରୀ ୟୁକ୍ରେନରେ ବର୍ତ୍ତମାନର ପରିସ୍ଥିତି ଓ ପରସ୍ପର ସହ ବ୍ୟବସାୟ ବା ପୁଞ୍ଜି ନିବେଶ ସମ୍ପର୍କରେ ଆଲୋଚନା କରିବେ ।
ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀଙ୍କ ସୂଚନା ଅନୁଯାୟୀ, ଦୁଇ ଦେଶ ମଧ୍ୟରେ ସମ୍ପର୍କ ପାରସ୍ପରିକ ବୁଝାମଣା ଓ ବିଶ୍ୱାସ ଉପରେ ଆଧାରିତ । ହିନ୍ଦ-ପ୍ରଶାନ୍ତ କ୍ଷେତ୍ରରେ ଦୁଇ ଦେଶର ସମାନ ଦୃଷ୍ଟିକୋଣ ରହିଛି । ଦୁଇ ଦେଶ ଚଳିତ ମାସ ଶେଷ ସୁଦ୍ଧା ପୁଞ୍ଜି ବିନିଯୋଗକୁ ନେଇ ସ୍ୱାକ୍ଷର କରିବାକୁ ପ୍ରସ୍ତୁତ ରହିଛନ୍ତି । ମିଳିଥିବା ସୂଚନା ଅନୁଯାୟୀ, ସୋମବାର ପ୍ରଧାନମନ୍ତ୍ରୀଙ୍କ ସହ ଡିଜିଟାଲ ଶିଖର ବୈଠକରେ ମରିସନ ୧,୫୦୦ କୋଟି ଟଙ୍କାର ନିବେଶ ପ୍ୟାକେଜ ଘୋଷଣା କରିପାରନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ବାଲି ଟ୍ରାକ୍ଟର ଧକ୍କାରେ ଶ୍ରମିକଙ୍କ ମୃତ୍ୟୁ, ପରିବାରକୁ ମିଳିଲା ସରକାରୀ ସହାୟତା

ଦିଗପହଣ୍ଡି, ୩୦|୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଅଞ୍ଚଳରେ ଏକ ଦୁଃଖଦ ସଡ଼କ ଦୁର୍ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ହସ୍ପିଟାଲ ଛକ ନିକଟ ମୁଖ୍ୟ…

ଫରେଷ୍ଟ ଗାଡ଼ି-ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଧାମନଗର ରେଞ୍ଜର

ଧାମନଗର, ୩୦।୬ (ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଯାଇଛି। ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ…

ବଡ଼ ଅଘଟଣ:  ସ୍କୁଲ ବସ୍‌ ଉପରେ ଭାଙ୍ଗି ପଡ଼ିଲା ବିଶାଳ ଗଛ, ଜଣେ ଛାତ୍ର ମୃତ, ୪ ଗୁରୁତର…

ମୁମ୍ବାଇ,୩୦।୬: ମୁମ୍ବାଇରେ କ୍ରମାଗତ ଭାବେ ହେଉଥିବା ପ୍ରବଳ ବର୍ଷା ମଧ୍ୟରେ ମଙ୍ଗଳବାର ମଧ୍ୟାହ୍ନରେ ଚେମ୍ବୁର ଅଞ୍ଚଳରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଚେମ୍ବୁରର ରୋଡ ନମ୍ବର…

ପରୋଲ୍‌ରେ ଆସି ଫେରାର ଦୋଷୀ ୯ ବର୍ଷ ପରେ ଗିରଫ: ନାଁ ବଦଳାଇ ଅମୃତସରରୁ କରୁଥିଲେ…

ଭୁବନେଶ୍ୱର, ୩୦।୬: ପରୋଲ୍‌ରେ ଜେଲରୁ ମୁକ୍ତି ପାଇବା ପରେ ଫେରାର ହୋଇଯାଇଥିବା ଜଣେ ଆଜୀବନ କାରାଦଣ୍ଡପ୍ରାପ୍ତ ଦୋଷୀଙ୍କୁ ଦୀର୍ଘ ୯ ବର୍ଷ ପରେ କମିଶନରେଟ୍‌ ପୋଲିସ ଗିରଫ…

ବନ୍ଦ ହୋଇଯିବ ଏହି ୨ଟି ବଡ଼ ବ୍ୟାଙ୍କ୍‌! ଆକାଉଣ୍ଟ ଥିଲେ ଜାଣି ନିଅନ୍ତୁ ଖବର ପଛର ସତକଥା…

ନୂଆଦିଲ୍ଲୀ,୩୦।୬: ସୋସିଆଲ ମିଡିଆରେ କିଛି ଏଭଳି ଖବର ସାମ୍ନାକୁ ଆସୁଛି, ଯେଉଁଥିରେ କୁହାଯାଉଛି ଯେ ଭାରତର ତିନୋଟି ବଡ଼ ବ୍ୟାଙ୍କର ମିଶ୍ରଣ ହେବାକୁ ଯାଉଛି। ଯଦି ଏହି…

ଆଇଏମଡିର ପୂର୍ବାନୁମାନ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୩ଦିନ ଏସବୁ ଜିଲାରେ…

ଭୁବନେଶ୍ବର,୩୦।୬: ଆସନ୍ତା ଜୁଲାଇ ୩ ତାରିଖ ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

ଭଉଣୀ, ଭାଣିଜୀଙ୍କୁ ନେଇ ଯାଉଥିଲେ ମାମୁ: ରାସ୍ତାରେ ଘଟିଲା ଭୟଙ୍କର ଦୁର୍ଘଟଣା

ବାଲେଶ୍ୱର, ୩୦।୬ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ୧୬ ନମ୍ବର ଜାତୀୟ ରାଜପଥର ବସ୍ତା ବାଇପାସ୍ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ହତ୍ୟା ଘଟଣା: ପୂର୍ବ ପ୍ରେମିକାଙ୍କୁ ଘରେ ପଶି ମାରିଥିଲେ, ଆସିଲା ବଡ଼ ରାୟ

ଭୁବନେଶ୍ବର,୩୦।୬: ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ପ୍ରିୟଙ୍କା ସାହୁ ହତ୍ୟା ଘଟଣାର ମଙ୍ଗଳବାର ରାୟ ପ୍ରକାଶ ପାଇଛି। କୋର୍ଟ ଅଭିଯୁକ୍ତ ଯାଜପୁରର ଜଗନ୍ନାଥ ପ୍ରଧାନଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri