ଭୁବନେଶ୍ୱରରେ ହେବ ଭିସା ସେଣ୍ଟର, ଆଉ ଯିବାକୁ ପଡିବ ନାହିଁ ଦିଲ୍ଲୀ, କୋଲକତା

ଭୁବନେଶ୍ୱର,୧୫।୧୨: ଭୁବନେଶ୍ୱରରେ ହେବ ଗ୍ଲୋବାଲ ଭିସା ଆପ୍ଲିକେଶନ ସେଣ୍ଟର। ଏନେଇ ରାଜ୍ୟ ସରକାର ୩ ହଜାର ବର୍ଗ ଫୁଟର ଜାଗା ଯୋଗାଇ ଦେବେ। ବରମୁଣ୍ଡା ବସ ଟର୍ମିନାଲ ବିଲ୍ଡିଂରେ କାର୍ଯ୍ୟକ୍ଷମ ହେବ ଭିସା ସେଣ୍ଟର। ଭିସା ପାଇଁ ଆଉ କୋଲକତା, ଦିଲ୍ଲୀ, ହାଇଦ୍ରାବାଦ ଯିବାକୁ ପଡ଼ିବ ନାହିଁ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

୪ ଦିନରେ ୨ ଲକ୍ଷରୁ ଉର୍ଦ୍ଧ୍ୱ କଇଁଛଙ୍କ ଅଣ୍ଡାଦାନ: ସୁରକ୍ଷା ବ୍ୟବସ୍ଥା କଡାକଡି

ଗଞ୍ଜାମ,୧୯।୩(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଋଷିକୁଲ୍ୟା ମୁହାଁଣ ବେଳାଭୂମିର ବିସ୍ତିର୍ଣ୍ଣ ବାଲୁକା ଶଯ୍ୟାରେ ଚତୁର୍ଥ ରାତ୍ର ସୁଦ୍ଧା ୨ ଲକ୍ଷରୁ ଉର୍ଦ୍ଧ୍ୱ ସାମୁଦ୍ରିକ…

ପାଖାପାଖି ମାସେ ହେବ ନିଖୋଜ ଥିଲେ ଗଗନ: ଗଛରୁ ମିଳିଲା…

ପରଜଙ୍ଗ୧୯।୩( ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କନ୍ଦରସିଂହା ଦଳିତ ବସ୍ତିର ଗଗନ ନାୟକ ଗତ ଫେବୃଆରୀ ମାସ ୨୨ଠାରୁ ନିଖୋଜ ଥିବା ପରିବାର ଲୋକ…

ଘନେଇଲା ୩ୟ ବିଶ୍ୱଯୁଦ୍ଧର ଭୟ: ଯୁଦ୍ଧକୁ ଡେଇଁବେ ଭାରତ-ପାକିସ୍ତାନ?

ନୂଆଦିଲ୍ଲୀ,୧୯।୩: “ତୃତୀୟ ବିଶ୍ୱ” ବା ଥାର୍ଡ ଓ଼୍ବାଲର୍‌ଡ ଏହା ପ୍ରାୟତଃ ପଛୁଆତା କିମ୍ୱା ଦାରିଦ୍ର୍ୟ ସହିତ ଜଡିତ ଏକ ଶବ୍ଦ; ତଥାପି, ଆପଣ କ’ଣ ଜାଣନ୍ତି ଯେ…

ଶୋଇଥିଲେ ଚକ୍ରଧର: ଘରେ ପଶିଲେ ଦୁବୃର୍ତ୍ତ, ଆଉ ତା’ପରେ…

ସିମୁଳିଆ,୧୯।୩(ସନ୍ତୋଷ କୁମାର ନାୟକ) ବାଲେଶ୍ୱର ଜିଲା ଖଇରା ବ୍ଲକ ସିମୁଳିଆ ଥାନା ଅଧୀନ ଭୁଗୁପୁର ଶାସନରେ କୃଷ୍ଣ ଚନ୍ଦ୍ର ଉପାଧ୍ୟାୟ ଓ ଚକ୍ରଧର ଉପାଧ୍ୟାୟଙ୍କ ପରିବାର ଶୋଇଥିବାବେଳେ…

ଆଳୁ ବୋଝେଇ ଟ୍ରକକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ୨ ଜୀବନ

ସୋର,୧୯।୩(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ୧୬ନଂ ଜାତୀୟ ରାଜପଥ ତଳନଗରଠାରେ ଗୁରବାର ଭୋର ଏକ ଟ୍ରକ ଓ ଅନ୍ୟ ଏକ ଆଳୁ ବୋଝେଇ ଟ୍ରକ…

ଦଣ୍ଡନାଚରେ ଦୁଲୁକୁଛି ଗାଁ ଦାଣ୍ଡ: ଭକ୍ତ ଭାବବିହ୍ବଳ

ବଲାଙ୍ଗୀର,୧୯।୩ (ସୁନିଲ କୁମାର ମହାନ୍ତି): ଚୈତ୍ର ମାସରେ ଏବେ ଗାଁ ଗାଁରେ ଦେଖିବାକୁ ମିଳୁଛି ଦଣ୍ଡଯାତ୍ରା। ଦଣ୍ଡନାଚରେ ଦୁଲୁକୁଛି ଗାଁ ଦାଣ୍ଡ। ଧାର୍ମିକ ଆସ୍ଥା ଓ ମନୋରଞ୍ଜନର…

ଜଙ୍ଗଲ ନିଆଁ ରୋକିବା ପାଇଁ ସାଇକେଲ ରାଲି: କଣ୍ଟେଇପଲ୍ଲୀ ଭିଏସଏସ ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛି

ଭଞ୍ଜନଗର,୧୯।୩(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ପକ୍ଷରୁ ଜଙ୍ଗଲ ନିଆଁ ରୋକିବା ପାଇଁ ଏକ ସାଇକେଲ ରାଲି କଣ୍ଟେଇପଲ୍ଲୀରୁ ବାହାରିଥିଲା। ଏହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri