ମିଳିଲା ଭିଜା, ସନ୍ଧ୍ୟାରେ ପହଞ୍ଚିବେ

ମୁମ୍ବାଇ,୨୪।୩: ଇଂଲଣ୍ଡ ଅଲରାଉଣ୍ଡର ମୋଇନ ଅଲିଙ୍କ ଅପେକ୍ଷାର ଅନ୍ତ ଘଟିଛି। ତାଙ୍କୁ ଭାରତ ଗସ୍ତ କରିବା ପାଇଁ ବୁଧବାର ରାତିରେ ଭିଜା ଏବଂ ଅନ୍ୟ ଆବଶ୍ୟକୀୟ ଡକ୍ୟୁମେଣ୍ଟ ମିଳିଛି। ଏହାକୁ ସ୍ପଷ୍ଟ କରିଛି ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)।

ସେ ଭିଜା ନେଇ ସାରିଛନ୍ତି ଏବଂ ଭାରତ ଆସିବା ପାଇଁ ପ୍ରସ୍ତୁତ। ସେ ଗୁରୁବାର ସନ୍ଧ୍ୟାରେ ମୁମ୍ବାଇରେ ପହଞ୍ଚିବେ। ତାଙ୍କୁ ତୁରନ୍ତ ଆଇସୋଲେଶନରେ ରଖାଯିବ। ସେ କୋଲକାତା ନାଇଟ୍‌ ରାଇଡର୍ସ ବିପକ୍ଷ ପ୍ରଥମ ମ୍ୟାଚ୍‌ ଲାଗି ଉପଲବ୍ଧ ହେବେ ନାହିଁ। କିନ୍ତୁ ସମସ୍ତ ଅନିଶ୍ଚିତତାର ଅନ୍ତ ଘଟିଥିବାରୁ ଆମେ ଖୁସି ବୋଲି ଫ୍ରାଞ୍ଚାଇଜ ସିଇଓ କାସି ବିଶ୍ୱନାଥନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମେଗା ଜଳସେଚନ ଯୋଜନାରୁ ବାଦ୍‌ପଡ଼ିଛି କାଣ୍ଡସର, ଜଳସେଚନ କାର୍ଯ୍ୟାଳୟ ସମ୍ମୁଖରେ ଚାଷୀଙ୍କ ବିକ୍ଷୋଭ

ଦିଗପହଣ୍ଡି,୧୪ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗାଁକୁ ପାର୍ବତୀଗିରି ମେଗା ଉଠା ଜଳସେଚନ ପ୍ରକଳ୍ପ ଯୋଜନାରୁ ବାଦ୍‌ ଦିଆଯାଇଥିବା…

ବାରଣ୍ଡାରେ ଶୋଇଥିବା ବେଳେ କାମୁଡିଦେଲା ସାପ, ଚାଲିଗଲା ବୃଦ୍ଧଙ୍କ ଜୀବନ

ଗଜପତି,୧୪ା୫(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅନ୍ତର୍ଗତ କୁଜାସିଂ ପଞ୍ଚାୟତର ଲଣ୍ଡାହାତୀ ଗ୍ରାମରେ ସାପ କାମୁଡ଼ାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମୃତକ…

ବିଦ୍ୟୁତ ଆଘାତରେ ବ୍ୟକ୍ତି ଗୁରୁତର, ବିଦେଇପୁର ବିଦ୍ୟୁତ କାର୍ଯ୍ୟାଳୟ ଆଗରେ ଗ୍ରାମବାସୀଙ୍କ ଧାରଣା

ବାସୁଦେବପୁର,୧୪।୫(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ବିଦେଇପୁର ୩୩ କେଭି ଷ୍ଟ୍ରକ୍ଚର ଠାରେ ବିଦ୍ୟୁତ ଆଘାତରେ ସହଦେଵ ତରେଇ ଆହତ ହୋଇଥିଲେ । ତାଙ୍କୁ କ୍ଷତିପୂରଣ ଦେବା…

ଜିତୁ ମୁଣ୍ଡାଙ୍କ କାହାଣୀକୁ ନେଇ ହେବ ଚଳଚ୍ଚିତ୍ର, ଚୁକ୍ତିକଲେ ନିର୍ଦ୍ଦେଶକ ଅଶୋକ ପତି

ପାଟଣା,୧୪।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ଡିଆନାଳି ଗ୍ରାମ ଚତୁରୀ ସାହିର ଜିତୁ ମୁଣ୍ଡା ମୃତ ଭଉଣୀ କାଲାରାଙ୍କ ନାମରେ ଥିବା ଟଙ୍କା ଉଠାଇବା…

ଏତିକି ଟଙ୍କାର ଡ୍ରେସ୍‌ ପିନ୍ଧି ରେଡ କାର୍ପେଟରେ ଚାଲି ଚର୍ଚ୍ଚାରେ ଉର୍ବଶୀ

ଅଭିନେତ୍ରୀ ଉର୍ବଶୀ ରାଉତେଲା ନିକଟରେ କାନ୍ସ ଫିଲ୍ମ ଫେଷ୍ଟିଭାଲରେ ରେଡ କାର୍ପେଟରେ ଚାଲି ଖୁବ୍‌ ପ୍ରଶଂସା ସାଉଁଟିଛନ୍ତି। ସେ ତାଙ୍କର ଲୁକ ଏବଂ ପୋଷାକ ସହିତ ପ୍ରଶଂସକମାନଙ୍କୁ…

ବାଲିଅନ୍ତା ମର୍ଡର କେସ୍‌: ଗିରଫ ହେଲେ ମୁଖ୍ୟ ଅଭିଯୁକ୍ତ

ବାଲିଅନ୍ତା,୧୪ା୫: ବାଲିଅନ୍ତା ମର୍ଡର ଘଟଣାରେ ମୁଖ୍ୟ ଅଭିଯୁକ୍ତ ଚିନୁ ଓରଫ ରଞ୍ଜିତ ପାତ୍ର ଗିରଫ ହୋଇଛନ୍ତି। କଟକସଦର ଥାନା ଗଙ୍ଗେଶ୍ବରପଡ଼ାର ମୁଖ୍ୟ ଅଭିଯୁକ୍ତ ଗିରଫ ହୋଇଛନ୍ତି। ହାତଗୋଡ଼…

ପ୍ରବଳ ଝଡ଼ରେ ଟିଣ ସହ ଆକାଶକୁ ଉଡ଼ିଗଲେ ଯୁବକ, ସୁପରମ୍ୟାନଙ୍କ ଭିଡିଓ ଭାଇରାଲ ପରେ…

ଲକ୍ଷ୍ନୌ,୧୪ା୫: ଉତ୍ତରପ୍ରଦେଶର ବରେଲିରେ ଏକ ଭୟଙ୍କର ଝଡ଼ ଲୋକଙ୍କ ନିଃଶ୍ୱାସ ହରାଇ ଦେଇଛି। ପ୍ରବଳ ଝଡ଼ବର୍ଷା ମଧ୍ୟରେ ଜଣେ ଯୁବକ ଟିଣ ସେଡ ସହିତ ଆକାଶରେ ଉଡ଼ି…

ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ, ରାସ୍ତା ଉପରେ ଛିଟିକି ପଡ଼ିଲା ଖଣ୍ଡ ବିଖଣ୍ଡିତ ଶରୀର

ଇନ୍ଦୋର,୧୪।୫: ମଧ୍ୟପ୍ରଦେଶ ଦେବାସର ଏବି ରୋଡ ପାର୍ଶ୍ୱରେ ଥିବା ଟଙ୍କକାଲାରେ ଚାଲିଥିବା ଏକ ବାଣ କାରଖାନାରେ ଏକ ବଡ଼ ବିସ୍ଫୋରଣ ସମଗ୍ର ଅଞ୍ଚଳକୁ ଥରାଇ ଦେଇଛି। ବିସ୍ଫୋରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri