ଭିସାଜ୍‌ର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌

ଭୁବନେଶ୍ୱର,୪।୧୧: ରାଜ୍ୟର ପ୍ରମୁଖ ଘରୋଇ ଷ୍ଟାର୍ଟଅପ୍‌ ୟୁନିଟ୍‌ ତଥା ଭିସାଜ୍‌ ବିଉଟି ସାଲୁନ୍‌ ଆଣ୍ଡ ଏକାଡେମୀର ଏକ୍ସକ୍ଲୁସିଭ ଆଉଟଲେଟ (ନୂତନ ଶାଖା) ‘ଭିସାଜ୍‌ ବେଷ୍ଟ ଇନ୍‌ ବିଉଟି ୟୁନିସେକ୍ସ ସେଲୁନ୍‌’ ଶୁକ୍ରବାର ଜୟଦେବ ବିହାରସ୍ଥିତ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ଶାଖା ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଜଣାଶୁଣା ସାମାଜିକ କର୍ମୀ ମୀରା ପରିଡ଼ା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଭିସାଜ୍‌ ବିଉଟି ସାଲୁନ ଆଣ୍ଡ ଏକାଡେମୀର ପରିଚାଳନା ମୁଖ୍ୟ ପ୍ରିୟଦର୍ଶିନୀଙ୍କ ସମେତ ଜୟଦେବ ବିହାର ଶାଖା ମୁଖ୍ୟ ଏବଂ ସାଲୁନର ଅନ୍ୟ ସମସ୍ତ ଅଧିକାରୀ ଏବଂ କର୍ମଚାରୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ। ଉଲ୍ଲେଖ୍ୟଯୋଗ୍ୟ, ଓଡ଼ିଶାରେ ଭିସାଜ୍‌ ବିଉଟି ସାଲୁନ୍‌ ଆଣ୍ଡ ଏକାଡେମୀର ମୋଟ ୧୪ଟି ବୃହତ୍‌ ସାଲୁନ୍‌ ରହିଥିବାବେଳେ ଭୁବନେଶ୍ୱରରେ ଏହା ସଂସ୍ଥାର ୭ ନଂ. ୟୁନିସେକ୍ସ ସାଲୁନ୍‌ ବୋଲି ଭିସାଜ ବିଉଟି ସାଲୁନ ଆଣ୍ଡ ଏକାଡେମୀର ପରିଚାଳନା ମୁଖ୍ୟ ପ୍ରିୟଦର୍ଶିନୀ ବିସ୍ତୃତ ଭାବେ ଆଲୋକପାତ କରିଛନ୍ତି। ଅପରପକ୍ଷରେ ରୂପଚର୍ଯ୍ୟା ତଥା ସୌନ୍ଦଯର୍‌ୟ ବର୍ତ୍ତମାନ ସମୟରେ ଏକ ପ୍ରମୁଖ ଆବଶ୍ୟକତା ହୋଇଥିବାବେଳେ ପ୍ରତ୍ୟେକ ମଣିଷଙ୍କ ଜୀବନରେ ଏହା ଏକ ଅବିଚ୍ଛେଦ୍ୟ ଅଙ୍ଗ ଭାବେ ପରିଣତ ହୋଇଛି। ସେହିଭଳି ଭିସାଜ୍‌ ଗ୍ରାହକଙ୍କୁ ଉନ୍ନତ ସେବା ପ୍ରଦାନ କରିବା ସହ ନିଜର ଏକ ସ୍ବତନ୍ତ୍ର ପରିଚୟ ହାସଲ କରିଛି। ସେହିପରି ଗ୍ରାହକଙ୍କ ଆବଶ୍ୟକତାକୁ ଦୃଷ୍ଟିରେ ରଖି ଦୀପାବଳି ପର୍ଯ୍ୟନ୍ତ ସାଲୁନରେ ଫ୍ଲାଟ୍‌ ୩୦% ରିହାତି ପ୍ରଦାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ଯୁଦ୍ଧବିରତି ଭିତରେ ଇରାନ କଲା ବଡ଼ ଘୋଷଣା, ହର୍ମୁଜରେ ଜାହାଜ ଗଲେ ଉଡାଇ ଦେବୁ…

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି କାର୍ଯ୍ୟକାରୀ ହେବାର ପ୍ରାୟ 12 ଘଣ୍ଟା ବିତିଗଲା, ଯେତେବେଳେ ଇରାନ ନୌସେନା ହରମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼…

ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ?

ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri