ବିଶାଖାପାଟଣା-ରାୟଗଡ଼ା ଟ୍ରେନ ଲାଇନ୍‌ଚ୍ୟୁତ: ପଛପଟୁ ଧକ୍କା ଦେଲା ଆଉ ଏକ ଟ୍ରେନ୍‌, ୩ ମୃତ, ୧୦ ଆହତ

ରାୟଗଡ଼ା,୨୯।୧୦(ଆଶିଷ ରଞ୍ଜନ ପଣ୍ଡା): ବିଶାଖାପାଟଣା-ରାୟଗଡ଼ା ପାସେଞ୍ଜର ଟ୍ରେନ୍‌ ରାୟଗଡ଼ା ଅଭିମୁଖେ ଆସୁଥିବା ବେଳେ ଆନ୍ଧ୍ରପ୍ରଦେଶର ଆଲମଣ୍ଡା ଷ୍ଟେଶନ ନିକଟସ୍ଥ କାଂଟକାପଲ୍ଲୀଠାରେ ରବିବାର ଲାଇନ୍‌ଚ୍ୟୁତ ହୋଇଛି । ଫଳରେ ଟ୍ରେନର ୩ଟି ବଗି ପରସ୍ପରକୁ ଧକ୍କା ଦେଇ ଓଲଟି ପଡିଥିବା ସୂଚନା ମିଳିଛି।

ମିଳିଥିବା ସୂଚନା ଅନୁଯାୟୀ, କାଂଟକାପଲ୍ଲୀଠାରେ ପାସେଞ୍ଜର ଟ୍ରେନଟି ଲାଇନ୍‌ଚ୍ୟୁତ ହୋଇଥିଲା।ଏହି ସମୟରେ ପଛରୁ ଆସୁଥିବା ବିଶାଖାପାଟଣା-ପଲାସା ଟ୍ରେନ ଲାଇନ ଚ୍ୟୁତ ହୋଇଥିବା ଟ୍ରେନ୍‌କୁ ଧକ୍କା ଦେଇଥିବା ଜଣାପଡିଛି। ବର୍ତ୍ତମାନ ସୁଦ୍ଧା ୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୦ ଆହତ ହୋଇଥିବା ସୂଚନା ମିଳିଛି। ବର୍ତ୍ତମାନ ରାୟଗଡ଼ ଓ ବିଶାଖାପାଟଣା ମଧ୍ୟରେ ଟ୍ରେନ ଚଳାଚଳ ବନ୍ଦ ରହିଛି। ଉଦ୍ଧାର କାର୍ଯ୍ୟ ଜାରି ରହିଥିବା ବେଳେ ଆଗକୁ ମୃତାହତଙ୍କ ସଂଖ୍ୟା ବଢିପାରେ ବୋଲି ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିର ପ୍ରହଲ୍ଲାଦ ନାଟକ ନୃତ୍ୟଗୁରୁ ସୀମାଞ୍ଚଳ ପାତ୍ରଙ୍କୁ ପଦ୍ମଶ୍ରୀ, ଛୁଟୁଛି ଅଭିନନ୍ଦନର ସୁଅ

ଦିଗପହଣ୍ଡି, ୨୩।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ବମୋକେଇ ଗ୍ରାମର ବିଶିଷ୍ଟ ଲୋକନାଟ୍ୟ କଳାକାର ଓ ପ୍ରହଲ୍ଲାଦ ନାଟକର ନୃତ୍ୟଗୁରୁ ସୀମାଞ୍ଚଳ ପାତ୍ରଙ୍କୁ…

ପାନୀୟ ଜଳ ପ୍ରକଳ୍ପରୁ ମିଳୁନି ପିଇବା ପାଣି: ୧୦୩ରୁ ୨୨ ଅଚଳ, ବଢ଼ୁଛି ଜନ ଅସନ୍ତୋଷ

ଦିଗପହଣ୍ଡି, ୨୩ ଜୁନ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକର ୨୫ଟି ପଞ୍ଚାୟତ ଅଧୀନ ବିଭିନ୍ନ ଗ୍ରାମରେ ସ୍ଥାପିତ ୧୦୩ଟି ପାନୀୟ ଜଳ ପ୍ରକଳ୍ପ…

ବକେୟା ଋଣ ଚାପରେ ଯୁବକଙ୍କ ଆତ୍ମହତ୍ୟା! କାଜୁ ବଗିଚାରୁ ମିଳିଲା ମୃତଦେହ

ଭଞ୍ଜନଗର, ୨୩।୬(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ତାରସିଂ ଥାନା ଅନ୍ତର୍ଗତ ଶିଶୁଣ୍ଡା ଗ୍ରାମରେ ଜଣେ ଯୁବକଙ୍କ ସନ୍ଦେହଜନକ ଆତ୍ମହତ୍ୟା ଘଟଣା ଅଞ୍ଚଳରେ ଶୋକାକୂଳ ପରିବେଶ ସୃଷ୍ଟି କରିଛି।…

ତାମିଲନାଡୁ ଗ୍ୟାସ୍‌ ଟ୍ରାଜେଡି: ଭୁବନେଶ୍ୱରରେ ପହଞ୍ଚିଲା ୫ ମୃତଦେହ, ପରିବାରକୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୬: ତାମିଲନାଡୁରେ ଘଟିଥିବା ଦୁଃଖଦ ଗ୍ୟାସ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଓଡ଼ିଆ ଶ୍ରମିକଙ୍କ ମଧ୍ୟରୁ ୫ ଜଣଙ୍କ ମୃତଦେହ ମଙ୍ଗଳବାର ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱରକୁ ଅଣାଯାଇଛି।…

କେନ୍ଦ୍ର କ୍ୟାବିନେଟ ଅଦଳବଦଳ: ରାଷ୍ଟ୍ରପତିଙ୍କୁ ଭେଟିଲେ ମୋଦି; ଆସିବ ମନ୍ତ୍ରୀମଣ୍ଡଳ ଲିଷ୍ଟ!

ନୂଆଦିଲ୍ଲୀ,୨୩।୬: କେନ୍ଦ୍ରୀୟ ମନ୍ତ୍ରୀମଣ୍ଡଳରେ ଅଦଳବଦଳ ନେଇ ଚାଲିଥିବା ଚର୍ଚ୍ଚା ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି। ପିଏମ ମୋଦୀଙ୍କ…

ବଡ଼ ଧରଣର ଚଢ଼ାଉ: ୧୯ ଦୋକାନୀ ନାଁରେ ମାମଲା ରୁଜୁ, ଜରିମାନା ଆଦାୟ

ରିଷିଡ଼ା ୨୩।୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଜିଲାରେ ତମାଖୁ ନିୟନ୍ତ୍ରଣ ଆଇନକୁ କଡ଼ାକଡ଼ି କରିବା ପାଇଁ ଏକ ସ୍ପେଶାଲ…

୩ ଓଡ଼ିଆଙ୍କୁ ପଦ୍ମଶ୍ରୀ: ସାହିତ୍ୟ ଓ କଳା କ୍ଷେତ୍ରରେ ଅବଦାନ ପାଇଁ ସମ୍ମାନ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୩।୬: ଚଳିତ ବର୍ଷର ପଦ୍ମ ପୁରସ୍କାର ପ୍ରଦାନ ସମାରୋହରେ ରାଜ୍ୟର ତିନିଜଣ ବିଶିଷ୍ଟ ବ୍ୟକ୍ତିତ୍ୱଙ୍କୁ ପଦ୍ମଶ୍ରୀ ସମ୍ମାନରେ ଭୂଷିତ କରାଯାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ଭବନରେ…

Padma Awards: ଶିବୁ ସୋରେନ, ଆର୍. ମାଧବନ ଓ ରୋହିତ ଶର୍ମାଙ୍କ ସମେତ ଦେଶର ୬୫ ବିଶିଷ୍ଟ ବ୍ୟକ୍ତିତ୍ୱ ସମ୍ମାନିତ

ନୂଆଦିଲ୍ଲୀ,୨୩।୬: ନୂଆଦିଲ୍ଲୀର ରାଷ୍ଟ୍ରପତି ଭବନରେ ଆୟୋଜିତ ‘ସିଭିଲ ଇନଭେଷ୍ଟିଚର ସେରେମୋନି-୨’ରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ୨୦୨୬ ବର୍ଷ ପାଇଁ ପଦ୍ମ ପୁରସ୍କାର ପ୍ରଦାନ କରିଛନ୍ତି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri