ସମୁଦ୍ର ମଝିରେ ଫସିଲା ବିଶାଖାପାଟଣା ଟ୍ରଲର

ବ୍ରହ୍ମଗିର,୨୮।୧୦: ବ୍ରହ୍ମଗିରି ବାଲିହରଚଣ୍ଡି ସମୁଦ୍ରରେ ବିଶାଖାପାଟଣା ଟ୍ରଲର ଫସିଛି। ମୋନ୍ଥା ପ୍ରଭାବରେ ବିଶାଖାପାଟଣାର ମାଛଧରା ଟ୍ରଲର ଫସିଥିବା ଜଣାପଡ଼ିଛି । କାଲି ରାତିରୁ ମଝି ସମୁଦ୍ରରେ ଟ୍ରଲର ସହ ୧୦ ମତ୍ସ୍ୟଜୀବୀ ଫସି ରହିଥିଲେ । ଲଙ୍ଗର ଛିଡ଼ିଯିବାରୁ ଭାସି ଭାସି ସୁରକ୍ଷିତ ଭାବେ କୂଳକୁ ଲାଗିଲେଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ବିଧାୟକଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତରେ ବୁଧବାର ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବିଭିନ୍ନ ନବନିର୍ମିତ ପ୍ରକଳ୍ପର ଉଦଘାଟନ କରିବା...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ଛାତ୍ରଙ୍କୁ ମାଡ଼ ମାରି ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ, ଜିଲା ନ ଛାଡ଼ିବାକୁ ନିର୍ଦ୍ଦେଶ

ସୁନ୍ଦରଗଡ଼,୨୧।୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ବ୍ଲକରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଛାତ୍ରଙ୍କୁ ମାଡ଼ ମାରିବା ଏବଂ କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri