ସମୁଦ୍ର ମଝିରେ ଫସିଲା ବିଶାଖାପାଟଣା ଟ୍ରଲର

ବ୍ରହ୍ମଗିର,୨୮।୧୦: ବ୍ରହ୍ମଗିରି ବାଲିହରଚଣ୍ଡି ସମୁଦ୍ରରେ ବିଶାଖାପାଟଣା ଟ୍ରଲର ଫସିଛି। ମୋନ୍ଥା ପ୍ରଭାବରେ ବିଶାଖାପାଟଣାର ମାଛଧରା ଟ୍ରଲର ଫସିଥିବା ଜଣାପଡ଼ିଛି । କାଲି ରାତିରୁ ମଝି ସମୁଦ୍ରରେ ଟ୍ରଲର ସହ ୧୦ ମତ୍ସ୍ୟଜୀବୀ ଫସି ରହିଥିଲେ । ଲଙ୍ଗର ଛିଡ଼ିଯିବାରୁ ଭାସି ଭାସି ସୁରକ୍ଷିତ ଭାବେ କୂଳକୁ ଲାଗିଲେଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗାଁକୁ ଯାଇପାରିଲାନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲା ୨ ଭାଇଙ୍କ ମୃତଦେହ

ପରଜଙ୍ଗ,୧୫।୯(ନିଗମାନନ୍ଦ ଦଳବେହେରା): ଦୁର୍ଘଟଣାରେ ୨ ଭାଇଙ୍କ ଜୀବନ ଚାଲିଗଲା। ହେଲେ ମୃତଦେହ ଘରକୁ ନେବାବେଳେ ଯେଉଁ ଦୃଶ୍ୟ ସାମ୍ନାକୁ ଆସିଲା, ତାହା ସମସ୍ତଙ୍କୁ ବିଚଳିତ କରିଛି। ରାସ୍ତା…

ବିଶ୍ୱକର୍ମା ରାଜମିସ୍ତ୍ରୀ, କାରିଗର ସଂଘର ବାର୍ଷିକୋତ୍ସବ, ସାଙ୍ଗଠନିକ ଅଭିବୃଦ୍ଧି ପାଇଁ ନିଷ୍ପତ୍ତି

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଗୁପ୍ତେଶ୍ୱର ଶୈବପୀଠ ପ୍ରାଙ୍ଗଣରେ ମଙ୍ଗଳବାର ଖେମୁଣ୍ଡି ଆଞ୍ଚଳିକ ବଶ୍ୱକର୍ମା ରାଜମିସ୍ତ୍ରୀ ଓ କାରିଗର ସଂଘର ୧୭ତମ ବାର୍ଷିକୋତ୍ସବ ଅନୁଷ୍ଠିତ…

ଅମାନିଆ ବାଇକ ଚାଳକଙ୍କୁ ସାବଡ଼ କଲା ଦାରିଙ୍ଗବାଡି ପୋଲିସ, ୮ ବାଇକ ଜବତ

ଦାରିଙ୍ଗବାଡି,୧୫।୯(ଅରୁଣ ସାହୁ): ପାର୍ବଣ ଋତୁ ପାଇଁ ବଜାର ଚଳ ଚଞ୍ଚଳ ରହିଛି । ବଜାର ଛକରେ ଏକାଧିକ ଗଣେଶ ମେଢ଼ ରହିଥିବା ବେଳେ ଭିଡ଼ ଲାଗି ରହିଛି…

ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ

ଭୁବନେଶ୍ୱର,୧୫।୯: ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଭକ୍ତ ଚରଣ ଦାସ ମଙ୍ଗଳବାର ଏକ ବଡ଼ ସୂଚନା ଦେଇଛନ୍ତି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ଅକ୍ଟୋବରରେ ଓଡ଼ିଶା ଆସିବେ…

କଂଗ୍ରେସରେ ବଡ଼ ସାଙ୍ଗଠନିକ ଅଦଳବଦଳ; ଏମାନଙ୍କୁ ବଡ଼ ସୁଯୋଗ ଦେବେ ରାହୁଲ-ପ୍ରିୟଙ୍କା

ନୂଆଦିଲ୍ଲୀ,୧୫।୯: କଂଗ୍ରେସରେ ସାଙ୍ଗଠନିକ ପୁନର୍ଗଠନ ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି । ପୁରୁଣା ନେତାଙ୍କ କାର୍ଯ୍ୟଦକ୍ଷତାର ସମୀକ୍ଷା ସହ ଯୁବ ଓ ସକ୍ରିୟ ନେତାଙ୍କୁ ସଂଗଠନରେ ଗୁରୁତ୍ୱପୂର୍ଣ୍ଣ…

କଣ୍ଟେନରରେ ଚାଲାଣ ହେଉଥିଲା ୩୭ ମଇଁଷି, ମାଡ଼ି ବସିଲା ପୋଲିସ

ଛତ୍ରପୁର, ୧୫/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଚମାଖଣ୍ଡି ଥାନା ଅଞ୍ଚଳ ଦେଇ ବେଆଇନ ଭାବେ ମଇଁଷି ଚାଲାଣ ହେଉଥିବା ବେଳେ ଚମାଖଣ୍ଡି ପୋଲିସ ଏକ କଣ୍ଟେନରକୁ ପିଛା…

ଶୈଳଶ୍ରୀ ପ୍ୟାଲେସ୍‌ରେ ନୂଆଁଖାଇ ପାଳିଲେ ରାଜ ପରିବାର

ବଲାଙ୍ଗୀର, ୧୫/୯ (ସୁନିଲ କୁମାର ମହାନ୍ତି): ଗଣପର୍ବ ନୂଆଁଖାଇ ଅବସରରେ ମଙ୍ଗଳବାର ବଲାଙ୍ଗୀର ଶୈଳଶ୍ରୀ ପ୍ୟାଲେସ୍‌ରେ ରାଜପରିବାରର ସଦସ୍ୟମାନେ ନୂଆଁଖାଇ ପାଳନ କରିଥିଲେ। ପ୍ୟାଲେସ୍‌ ପରିସରରେ ଥିବା…

ବଲାଙ୍ଗୀରରେ ନୂଆଁଖାଇ ଉତ୍ସାହ: ମା’ ପାଟଣେଶ୍ୱରୀ, ମା’ ସମଲେଶ୍ୱରୀଙ୍କଠାରେ ନବାନ୍ନ ଅର୍ପଣ

ବଲାଙ୍ଗୀର, ୧୫।୯ (ସୁନିଲ କୁମାର ମହାନ୍ତି): ଗଣପର୍ବ ନୂଆଁଖାଇ ପାଇଁ ମଙ୍ଗଳବାର ବଲାଙ୍ଗୀର ଜିଲାର ପୁରପଲ୍ଲୀ ଉତ୍ସବମୁଖର ହୋଇଉଠିଛି। ଜିଲାର ବିଭିନ୍ନ ଗାଁ ଓ ସହରରେ ଉତ୍ସାହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?