ଆଜି ସୃଷ୍ଟି ହେବ ବିରଳ ବିଷ ଯୋଗ, ୩ ରାଶି ଉପରେ ପଡ଼ିପାରେ ନକାରାତ୍ମକ ପ୍ରଭାବ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଶନି ଓ ଚନ୍ଦ୍ରମାଙ୍କ ପରସ୍ପର ଦୃଷ୍ଟି ଯୋଗୁଁ ବିଷ ଯୋଗ ସୃଷ୍ଟି ହେଉଛି । ଏହି ଯୋଗର ପ୍ରଭାବରେ କେତେକ ରାଶିର ବ୍ୟକ୍ତିଙ୍କୁ ମାନସିକ ଚାପ, ଆର୍ଥିକ ସମସ୍ୟା ଓ ଜୀବନର ବିଭିନ୍ନ କ୍ଷେତ୍ରରେ ଅସୁବିଧା ହୋଇପାରେ ବୋଲି ଜ୍ୟୋତିଷୀୟ ଆକଳନ କରାଯାଉଛି । ଜ୍ୟୋତିଷୀୟ ତଥ୍ୟ ଅନୁସାରେ, ୨୦୨୬ ଅକ୍ଟୋବର ୯ ତାରିଖ ଶୁକ୍ରବାର ଭୋର ୩ଟା ୧୭ ମିନିଟ୍‌ରେ ଚନ୍ଦ୍ରମା ସିଂହ ରାଶିରୁ କନ୍ୟା ରାଶିକୁ ଗୋଚର କରିଛନ୍ତି । ଶନି ଓ ଚନ୍ଦ୍ରମାଙ୍କ ସ୍ଥିତି ଯୋଗୁଁ ଏହି ବିଷ ଯୋଗ ସୃଷ୍ଟି ହେଉଥିବା କୁହାଯାଉଛି । ଏହାର ପ୍ରଭାବ ମେଷ, ତୁଳା ଓ କୁମ୍ଭ ରାଶି ଉପରେ ପଡ଼ିପାରେ ବୋଲି ଜ୍ୟୋତିଷୀୟ ମତ ରହିଛି।

ମେଷ- ମେଷ ରାଶିର ବ୍ୟକ୍ତିଙ୍କ ମାନସିକ ଚାପ ବଢ଼ିପାରେ। ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ବଢ଼ିବା ସହ ଅଯଥା ବିବାଦରେ ଫସିବାର ଆଶଙ୍କା ରହିପାରେ । ଆର୍ଥିକ କ୍ଷେତ୍ରରେ ମଧ୍ୟ ସମସ୍ୟା ଦେଖାଦେଇପାରେ। ତେଣୁ ଯେକୌଣସି ବିବାଦରୁ ଦୂରେଇ ରହିବାକୁ ପରାମର୍ଶ ଦିଆଯାଇଛି ।

ତୁଳା- ଏହି ରାଶିର ବ୍ୟକ୍ତିଙ୍କ ଖର୍ଚ୍ଚ ବଢ଼ିପାରେ ଏବଂ ଏହା ଆର୍ଥିକ ଚାପର କାରଣ ହୋଇପାରେ ବୋଲି ଜ୍ୟୋତିଷୀୟ ମତ ରହିଛି । କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ମତଭେଦ କିମ୍ବା ତିକ୍ତତା ସୃଷ୍ଟି ହେବାର ଆଶଙ୍କା ରହିପାରେ । ତେଣୁ କଥାବାର୍ତ୍ତା ଓ ଆର୍ଥିକ କାରବାରରେ ସତର୍କ ରହିବାକୁ କୁହାଯାଇଛି ।

କୁମ୍ଭ- କୁମ୍ଭ ରାଶିର ବ୍ୟକ୍ତିଙ୍କ ସମ୍ପର୍କରେ ମତଭେଦ ବଢ଼ିପାରେ ବୋଲି ଜ୍ୟୋତିଷୀୟ ଆକଳନ କରାଯାଉଛି। ବିଶେଷକରି ବ୍ୟବସାୟୀମାନେ ଟଙ୍କା ନେଣଦେଣ କ୍ଷେତ୍ରରେ ସତର୍କ ରହିବା ଉଚିତ ବୋଲି କୁହାଯାଇଛି। ଆର୍ଥିକ ନିଷ୍ପତ୍ତି ନେବା ପୂର୍ବରୁ ଭଲ ଭାବେ ବିଚାର କରିବାକୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୌଚ ଯିବା ହେଲା କାଳ, ହାତୀ ହାବୁଡ଼ରେ ପଡ଼ି ଚାଲିଗଲା ଜୀବନ

କୁଚିଣ୍ଡା,୯।୧୦(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ବନ୍ୟପ୍ରାଣୀ ବନଖଣ୍ଡ କୁଚିଣ୍ଡା ରେଞ୍ଜ ଅଧୀନ କୁଚିଣ୍ଡା ଏନ୍‌ଏସି ୧୦ ନମ୍ବର ୱାର୍ଡ ସଇଡାରେ ଶୁକ୍ରବାର ଏକ ହାତୀ ଆକ୍ରମଣରେ…

ସପ୍ତାହେ ମଧ୍ୟରେ କୋହଲିଙ୍କ ୫ ରେକର୍ଡକୁ ଧୂଳିସାତ୍‌ କରିଦେଲେ ଏହି ୫ ବ୍ୟାଟର୍‌

ନୂଆଦିଲ୍ଲୀ,୯।୧୦: ବିରାଟ କୋହଲିଙ୍କ ନାଁରେ ଅନେକ କ୍ରିକେଟ ରେକର୍ଡ ରହିଛି। ଏହାକୁ ଭାଙ୍ଗିବା ଯେକୌଣସି ଖେଳାଳିଙ୍କ ପାଇଁ ଏକ ବଡ଼ ସଫଳତା ହେବ। ଗତ ସପ୍ତାହ ମଧ୍ୟରେ…

ଜେଲ୍‌ ଭିତରେ ସଂଘର୍ଷ: ଗଡ଼ିଲା ୧୦ ମୁଣ୍ଡ, ୧୬ ଆହତ

ମେକ୍ସିକୋ,୯ା୧୦: ମେକ୍ସିକୋର ଉତ୍ତର-ପଶ୍ଚିମ ରାଜ୍ୟ ସିନାଲୋଆର ମାଜାଟାନ ସହରରେ ଥିବା ‘ଏଲ କାଷ୍ଟିଲୋ’ ଜେଲ୍‌ରେ ଘଟିଥିବା ଏକ ସଂଘର୍ଷରେ ୧୦ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୧୬ ଜଣ…

ପ୍ରଥମେ କବାଟ ବାଡ଼େଇଲେ, ଖୋଲିବାରୁ ଦମ୍ପତିଙ୍କୁ ଅତର୍କିତ ଆକ୍ରମଣ କଲେ ଦୁଇ ଦୁର୍ବୃତ୍ତ, ଗୁରୁତର ହୋଇ…

ମଜାକାଳପଡ଼ା,୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଅପାଳ ସାମୁଦ୍ରିକ ଥାନା ଅଧୀନ ବଳିଗଣ୍ଡ ଗାଁର ଜଣେ ବ୍ୟକ୍ତିଙ୍କ ଘରେ ବୁଧବାର ବିଳମ୍ବିତ ରାତିରେ ପଶି…

ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ବପ୍ନ ଆଜି ହେବ ସାକାର! ନିଷ୍ପତ୍ତି ନେବେ ଆୟର

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ୍‌ର ଦ୍ୱିତୀୟ ମୁକାବିଲା ଆଜି ରାଞ୍ଚିରେ ଖେଳାଯିବ। ପ୍ରଥମ ମ୍ୟାଚ୍‌ରେ ବିଜୟ ହାସଲ…

ବିକ୍ଷୋଭ ବେଳେ ଦୁଇ କଂଗ୍ରେସ ନେତ୍ରୀଙ୍କ ମଧ୍ୟରେ ମାରପିଟ, ପରସ୍ପରକୁ ମାରିଲେ ଚାପୁଡ଼ା

ନୂଆଦିଲ୍ଲୀ,୯ା୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (SIR)ରେ ଅନିୟମିତତା ଅଭିଯୋଗକୁ ନେଇ ହରିୟାଣାର ଫରିଦାବାଦରେ ବିରୋଧୀ…

ଭଦ୍ରକର ଏହି ଦୁଇ କଲେଜର ନିର୍ବାଚନ ବାତିଲ

ଭଦ୍ରକ,୯ା୧୦(ସନାତନ ରାଉତ): ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଦାଖଲ କରିବା ପାଇଁ ଦିନ ଧାର୍ଯ୍ୟ ହୋଇଥିଲା। କିନ୍ତୁ ଶୁକ୍ରବାର ଭଦ୍ରକ ଜିଲାର ଦୁଇଟି କଲେଜରେ…

କୋହଲିଙ୍କ ଏହି ସ୍କିଲ୍‌ ଚୋରାଇବାକୁ ଚାହୁଁଛନ୍ତି ଅଭିଷେକ: କହୁ କହୁ କହିଦେଲେ ମନର କଥା

ନୂଆଦିଲ୍ଲୀ,୯।୧୦: ଭାରତୀୟ କ୍ରିକେଟ୍‌ର ଯୁବ ତାରକା ଅଭିଷେକ ଶର୍ମା ନିଜ ବିସ୍ଫୋରକ ବ୍ୟାଟିଂ ପାଇଁ ବେଶ ପରିଚିତ। ଛକା ଓ ଚୌକା ବର୍ଷା କରିବାରେ ମାହିର ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?