ସିଲ୍‌ ହେଲା ବିଶାଳ ମେଗାମାର୍ଟ

ବରଗଡ଼,୭।୩(ପ୍ରେମାନନ୍ଦ ଖମାରୀ) – ବରଗଡ଼ ସହରରେ ପାର୍କିଂ ଅବ୍ୟବସ୍ଥା ନେଇ ଆକ୍ସନ ମୋଡରେ ବରଗଡ଼ ପୌର ପ୍ରଶାସନ। ଶୁକ୍ରବାର ସାରେ ବରଗଡ ସହର ଭଟଲି ଛକସ୍ଥିତ ବିଶାଳ ମେଗାମାର୍ଟ ନାମକ ଏକ ଶପିଂ ମଲକୁ ପୌର ପ୍ରଶାସନ ସିଲ କରିଛି। ପୌର ପ୍ରଶାସନର ନିର୍ଦ୍ଦେଶକୁ ବେଖାତିର କରିବାରୁ ଏଭଳି କାର୍ଯ୍ୟାନୁଷ୍ଠାନ ନିଆଯାଇଛି ବୋଲି ସୂଚନା ମିଳିଛି। ତେବେ ସହରରେ ରହିଥିବା ଅନ୍ୟ କିଛି ନିର୍ଦ୍ଧିଷ୍ଟ ମଲ୍‌ ଏଭଳି ପାର୍କିଂ ଅବ୍ୟବସ୍ଥା କରୁଥିବା ଅଭିଯୋଗ ହୋଇଛି। ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ନା ପୌର ପ୍ରଶାସନ ଚୁପ୍‌ ରହିବ ତାହାକୁ ସହରବାସୀ ଅପେକ୍ଷା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭଷ୍ମାରେ ଭୟାବହ ସଡ଼କ ଦୁର୍ଘଟଣା: ଟ୍ରଲର ଚକା ତଳେ ଚାଲିଗଲା ମହିଳାଙ୍କ ସମେତ ୨ ଶିଶୁଙ୍କ ଜୀବନ

ସୁନ୍ଦରଗଡ଼,୨୦।୮(ଜୟ ନାରାୟଣ ମେଣ୍ଡୁଳି): ରାଉରକେଲା-ସମ୍ବଲପୁର ବିଜୁ ଏକ୍ସପ୍ରେସ୍‌ୱେ’ର ସୁନ୍ଦରଗଡ଼ ଜିଲା ଭଷ୍ମା ପେଟ୍ରୋଲ ପମ୍ପ ନିକଟରେ ଗୁରୁବାର ସନ୍ଧ୍ୟା ପ୍ରାୟ ୭ଟା ସମୟରେ ଏକ ମର୍ମନ୍ତୁଦ ସଡ଼କ…

ଲଡର୍‌ସରେ ଗାଙ୍ଗୁଲିଙ୍କ ସେଲିବ୍ରେଶନକୁ ପୁଣି ଦୋହରାଇଲେ ଭାରତୀୟ ଖେଳାଳି

ଲଣ୍ଡନ,୨୦ା୮: ଲଡର୍‌ସ କ୍ରିକେଟ ଗ୍ରାଉଣ୍ଡରେ ଗୁରୁବାର ଖେଳାଯାଇଥିବା ସପ୍ତମ ତଥା ଅନ୍ତିମ ମିକ୍ସଡ୍‌ ଭିନ୍ନକ୍ଷମ ଟି୨୦ ଅନ୍ତର୍ଜାତୀୟ ମ୍ୟାଚ୍‌ରେ ଇଂଲଣ୍ଡକୁ ୧୧୮ ରନରେ ହରାଇ ଭାରତ ବିଜୟ…

ମମତାରାଣୀ ତ୍ରିପାଠୀ ବରଗଡ଼ର ନୂତନ CDAO

ବରଗଡ଼,୨୦।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ନୂତନ ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ଭାବେ ଗୁରୁବାର ମମତାରାଣୀ ତ୍ରିପାଠୀ ଆନୁଷ୍ଠାନିକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବତନ…

ଭାତ ଖାଇବା ବେଳେ ଗଡ଼ିଲା ମୁଣ୍ଡ: ସାମାନ୍ୟ କଳିରୁ ବଡ଼ ଭାଇଙ୍କୁ ଟାଙ୍ଗିଆରେ ହାଣିଲେ ସାନ ଭାଇ

ଭବାନୀପାଟଣା,୨୦।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ବଳରାମପୁର ଗ୍ରାମରେ ଗୁରୁବାର ଅପରାହ୍ନରେ ଏକ ଅଭାବନୀୟ ତଥା ରକ୍ତାକ୍ତ ଘଟଣା ସାମ୍ନାକୁ ଆସିଛି।…

ଗାଧୋଇବା ବେଳେ ଭାସିଗଲେ ୩ ଯୁବକ, ଆଉ ତା’ପରେ…

ସମ୍ବଲପୁର,୨୦।୮,ସମ୍ବଲପୁର ଜିଲା ମାନେଶ୍ବର ମାଳତି ଯୋରରେ ଗୁରୁବାର ଏକ ଦୁଖଃଦ ଘଟଣା ଘଟିଛି। ଗାଧୋଇବା ବେଳେ ୩ଜଣ ଯୁବକ ଭାସି ଯାଇଥିଲେ। ଖବର ପାଇ ଅଗ୍ନିଶମ ବିଭାଗର…

କେତୁଙ୍କ ଘରେ ବୁଧଙ୍କ ପ୍ରବେଶ, ୩ ରାଶିଙ୍କ ଘରେ ପଡିଯିବ ଅକାଳ! ଆଖି ପିଛୁଳାକେ ଚାଲିଯିବ ସବୁ ଟଙ୍କା…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଗ୍ରହ ଏବଂ ନକ୍ଷତ୍ରମାନଙ୍କର ଚାଲି ପରିବର୍ତ୍ତନ ଆମ ଜୀବନ ଉପରେ ଗଭୀର ପ୍ରଭାବ ପକାଇଥାଏ। ବୁଧ ଏବଂ କେତୁଙ୍କ ସ୍ଥିତି ଓ ନକ୍ଷତ୍ର…

ବ୍ରହ୍ମପୁରର ସୁନା ପୁଅ: ମହାକାଶ ବିଜ୍ଞାନରେ ଗବେଷଣା କରି ସୁନାମ ଆଣିଛନ୍ତି ବିଶ୍ୱଜିତ

ବ୍ରହ୍ମପୁର,୨୦।୮(ସୁବାସ ଚନ୍ଦ୍ର ପାଢ଼ୀ): ମହାକାଶ ବିଜ୍ଞାନ କ୍ଷେତ୍ରରେ ଅସାଧାରଣ ଗବେଷଣା କରି ବ୍ରହ୍ମପୁର ସହର ପାଇଁ ସୁନାମ ଆଣିଛନ୍ତି ହିଲପାଟଣା ନିବାସୀ ହୃଷିକେଶ ଦାଶ ଓ ସଂଯୁକ୍ତା…

ବାଂଲାଦେଶର ନୂଆ ରାଷ୍ଟ୍ରପତି ମିର୍ଜା ଫକରୁଲ୍: ଜାଣନ୍ତୁ ତାଙ୍କ ପତ୍ନୀଙ୍କ ଭାରତ କନେକ୍ସନ୍

ଢାକା,୨୦।୮: ବାଂଲାଦେଶ ନେସନାଲିଷ୍ଟ ପାର୍ଟି (BNP) ର ପ୍ରାର୍ଥୀ ମିର୍ଜା ଫକରୁଲ୍ ଇସଲାମ୍ ଆଲମଗୀର ସଂସଦୀୟ ନିର୍ବାଚନରେ ୨୫୫ଟି ଭୋଟ୍ ପାଇବା ପରେ ବାଂଲାଦେଶର ୨୩ତମ ରାଷ୍ଟ୍ରପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri