Posted inଜାତୀୟ

ଡିସେମ୍ବର ୧୩ରେ ଶପଥ ନେବେ ଛତିଶଗଡର ନୂଆ ମୁଖ୍ୟମନ୍ତ୍ରୀ

ରାୟପୁର,୧୧।୧୨: ଛତିଶଗଡର ଆଦିବାସୀ ନେତା ବିଷ୍ଣୁ ଦେଓ ସାଏ ନୂଆ ମୁଖ୍ୟମନ୍ତ୍ରୀ ଭାବରେ ଡିସେମ୍ବର ୧୩ ଅର୍ଥାତ୍‌ ବୁଧବାର ଶପଥ ଗ୍ରହଣ କରିବେ। ଅପରାହ୍ନ ୨ଟାରେ ରାୟପୁରରେ ଏହି ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ। ସୋମବାର ଭାଜପା ଏହି ଘୋଷଣା କରିଛି। ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉପସ୍ଥିତ ରହିବେ। ଏହା ସହିତ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭିଆଙ୍କ ସମେତ ବହୁ ବରିଷ୍ଠ ଭାଜପା ନେତା ମଧ୍ୟ ଯୋଗ ଦେବେ ବୋଲି ସୂଚନା ରହିଛି।

ବିଷ୍ଣୁଦେବ ସାଏ ଚାରିଥର ଏମ୍‌ପି ହୋଇଛନ୍ତି। ସେ ୨୦୨୦ରୁ ୨୦୨୨ ପର୍ଯ୍ୟନ୍ତ ଛତିଶଗଡ ୟୁନିଟର ସଭାପତି ଥିଲେ। ସାଏ ତାଙ୍କର ସାଂଗଠନିକ ଦକ୍ଷତା ପାଇଁ ଜଣାଶୁଣା । ସେ ହେଉଛନ୍ତି ରାଜ୍ୟର ପ୍ରଥମ ଆଦିବାସୀ ମୁଖ୍ୟମନ୍ତ୍ରୀ। ପୂର୍ବତନ ମୁଖ୍ୟମନ୍ତ୍ରୀ ଅଜିତ ଯୋଗୀ ଜଣେ ଆଦିବାସୀ ବୋଲି ଦଳ ସର୍ବଦା ଅସ୍ବୀକାର କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ତଣ୍ଟି କାଟି ଯୁବକଙ୍କୁ ନିର୍ମମ ହତ୍ୟା, ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ରାସ୍ତା ଉପରେ ଯୁବକ…

ବାଲେଶ୍ଵର, ୨୪/୩( ବାଞ୍ଛାନିଧି ଦେ): ବାଲେଶ୍ଵର ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ରେଲୱେ ଷ୍ଟେସନ ନିକଟ ସାଇ ମନ୍ଦିର ଗଳି ନିକଟରେ ଜଣେ ଯୁବକକୁ ତଣ୍ଟି କାଟି ନିର୍ମମ…

ଟ୍ରମ୍ପଙ୍କ ଓ୍ବାର ବ୍ରେକ ଘୋଷଣା ପରେ ଆସିଲା ଇରାନର ବୟାନ, ଜାଣନ୍ତୁ ଯୁଦ୍ଧ ବନ୍ଦ ହେଲା କି ନାହିଁ

ତେହରାନ,୨୪।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ଏକ ପ୍ରମୁଖ ବିବୃତ୍ତି ଜାରି କରି ଘୋଷଣା କରିଛନ୍ତି ଯେ ଆମେରିକା ଆଗାମୀ ପାଞ୍ଚ ଦିନ ପାଇଁ…

ଡବଲ ମର୍ଡର : ସ୍ତ୍ରୀ ସହ ପ୍ରେମିକଙ୍କୁ ଗୁଳି କରିଦେଲେ ସ୍ବାମୀ, ସମ୍ପୂର୍ଣ୍ଣ ଘଟଣା ଜାଣିଲେ ଥରିଉଠିବ ଛାତି

ଗାଜିଆବାଦ,୨୪।୩: ଗାଜିଆବାଦର ଟ୍ରୋନିକା ସିଟି ପୋଲିସ ଷ୍ଟେଶନ ଅଞ୍ଚଳରେ ଏକ ଡବଲ ମର୍ଡର ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ଜଣେ ବ୍ୟକ୍ତି ତାଙ୍କ ସ୍ତ୍ରୀ ଏବଂ ପ୍ରେମିକଙ୍କୁ…

ସାଙ୍ଗକୁ ହସ୍ପିଟାଲରେ ଭର୍ତ୍ତି କରି ଫେରୁଥିବା ବେଳେ ସଡ଼କ ଦୁର୍ଘଟଣା, ଅଧାବାଟରେ ଚାଲିଗଲା ଜୀବନ

ଗଜପତି,୨୪।୩(ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଅନ୍ତର୍ଗତ ୩୨୬-ଏ ଜାତୀୟ ରାଜପଥର ଆର୍.ସୀତାପୁର ଗ୍ରାମ ନିକଟସ୍ଥ ଏକ ବୁଲାଣିଆ ରାସ୍ତାରେ ସଡ଼କ ଦୁର୍ଘଟଣା । ସୋମବାର…

ଲୁଗା ଶୁଖାଇବା ବେଳେ ଲାଗିଗଲା କରେଣ୍ଟ, ତାପରେ…

ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ) : ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ନବଗୋଛା ଗ୍ରାମରେ ଅଘଟଣ । ବିଦ୍ୟୁତ ଆଘାତରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ମୃତ…

ତାରାତାରିଣୀଙ୍କ ତୃତୀୟ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା, ସରସ୍ବତୀ ବେଶରେ ଦୁଇ ଭଉଣୀ

ପୁରୁଷୋତ୍ତମପୁର,୨୪।୩(ସବିତା ମିଶ୍ର ): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ତୃତୀୟ ଚୈତ୍ର ମଙ୍ଗଳବାର ଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି । ଭକ୍ତଙ୍କ ଗହଳିରେ…

ଖାମେନେଇଙ୍କ ମୃତ୍ୟୁର ୪୮ ଘଣ୍ଟା ପୂର୍ବରୁ ଟ୍ରମ୍ପଙ୍କୁ ଫୋନ କରିଥିଲେ ନେତାନ୍ୟାହୁ, କହିଥିଲେ ବଡ଼ ଗୁମର କଥା, ଜାଣନ୍ତୁ…

ଓ୍ବାଶିଂଟନ,୨୪।୩: ଇରାନ ଉପରେ ଆମେରିକା-ଇସ୍ରାଏଲ ଆକ୍ରମଣ ଆରମ୍ଭ ହେବାର ୪୮ ଘଣ୍ଟା ପୂର୍ବରୁ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଫୋନ…

ଜୀବନର ନୈତିକ ମୂଲ୍ୟବୋଧ

କଥାରେ ଅଛି-‘ଥିଲେ ଥାଉ ପଛେ ଗୁଣ ହଜାର, ଚରିତ୍ର ନଥିଲେ ସବୁ ଅସାର।’ ସୁତରାଂ ଆମ ଜୀବନରେ ନୈତିକ ମୂଲ୍ୟବୋଧର ଏକ ମୁଖ୍ୟ ଆଧାର ହେଉଛି –…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri