ସର୍ବଭାରତୀୟ JEE ମେନ୍‌ରେ ଛତ୍ରପୁରର ବିଷ୍ଣୁଙ୍କ ସଫଳତା

ଛତ୍ରପୁର,୨୦।୪(ସନ୍ତୋଷ ପାଢ଼ୀ ): ସଦ୍ୟ ପ୍ରକାଶିତ JEE ମେନ୍‌ ୨୦୨୫ ପରୀକ୍ଷାରେ ଗଞ୍ଜାମ ଜିଲା ଛତ୍ରପୁର ଏନ୍‌ଏସିର ବିଷ୍ଣୁପ୍ରସାଦ ଶତପଥୀ ୯୯.୯୩% ମାର୍କ ରଖିଛନ୍ତି । ସେ ବର୍ତ୍ତମାନ ଡିଏଭି ଚନ୍ଦ୍ରଶେଖରପୁରଠାରେ ଅଧ୍ୟୟନ କରିବା ସହ ଦ୍ବାଦଶ ଶ୍ରେଣୀ ପରୀକ୍ଷା ଦେଇଛନ୍ତି । ପୂର୍ବରୁ ଛତ୍ରପୁରଠାରେ ପଢ଼ିବା ସମୟରେ ଆଇସିଏସଇ ଦଶମ ପରୀକ୍ଷାରେ ଓଡ଼ିଶା ଟପ୍ସର ହୋଇଥିଲେ। ବିଷ୍ଣୁପ୍ରସାଦ ସ୍ଥାନୀୟ ପାତ୍ର ସାହିସ୍ଥିତ ଦୁର୍ଗା ପ୍ରସାଦ ଶତପଥୀ ଏବଂ ରଶ୍ମିତାଙ୍କ ପୁଅ ଅଟନ୍ତି। । ଏହି କୃତିତ୍ୱ ପାଇଁ ସେ ବିଦ୍ୟାଳୟର ସମସ୍ତ ଗୁରୁଜୀ ଏବଂ ପରିବାରର ସମସ୍ତ ଗୁରୁଜନଙ୍କୁତ୍‌ଙ୍କୁ ଶ୍ରେୟ ପ୍ରଦାନ କରିଛନ୍ତି । ଆଗକୁ ଜେଇ ଆଡଭାନ୍ସରେ କୃତକାର୍ଯ୍ୟ ହୋଇ ଜଣେ ଦକ୍ଷ ଆଇଟି ଇଞ୍ଜିନିୟର ହେବା ପାଇଁ ଆଶା ରଖିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରେ ବଡ଼ ହଲଚଲ: ୪୦ ପରେ ୩ ନେତାଙ୍କୁ ନେଇ ଚର୍ଚ୍ଚା

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ବିଜେଡିର ପ୍ରାୟ ୪୦ ଜଣ ପୂର୍ୱତନ ବିଧାୟକ ଏବଂ ୨୦୨୪ରେ ବିଧାୟକ ପ୍ରାର୍ଥୀ ହୋଇଥିବା ନେତା ଭୁବନେଶ୍ୱର ଉପକଣ୍ଠରେ ଶୁକ୍ରବାର ଏକ ଭୋଜି...

ପିୟୁସିସି ନ ଥିଲେ ପେଟ୍ରୋଲ ପମ୍ପରେ ତେଲ ମିଳିବନି

ଭୁବନେଶ୍ୱର/କଟକ,୨୧ା୧୨ (ତ୍ରିନାଥ ମହାନ୍ତି/କାର୍ତ୍ତିକ ସାହୁ): ଦିଲ୍ଲୀ ଭଳି ଭୁବନେଶ୍ୱର ଏବଂ ରାଜ୍ୟର ବିଭିନ୍ନ ସହରରେ ବାୟୁ ପ୍ରଦୂଷଣ ମାତ୍ର ଦିନକୁ ଦିନ ବଢ଼ିବାରେ ଲାଗିଛି। ପ୍ରତିଦିନ...

୧୮ ମାଓବାଦୀଙ୍କ ନଁାରେ ୮.୪ କୋଟି ପୁରସ୍କାର

ବୌଦ୍ଧ,୨୧ା୧୨(ଅଜିତ କୁମାର ବାରିକ): ୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ଦେଶରୁ ମାଓବାଦୀ ମୂଳୋତ୍ପାଟନ କରିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ଏହି କ୍ରମରେ ବୌଦ୍ଧ...

ଏବେ ବଢ଼ିବନି ରାତି ତାପମାତ୍ରା, ୩ ଜିଲାକୁ କୁହୁଡ଼ି ଓ୍ୱାର୍ନିଂ

ଭୁବନେଶ୍ୱର,୨୧ା୧୨(ବନ୍ଦନା ସେଠୀ): ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ ମିଳୁଛି। ବିଶେଷକରି...

ଆହୁଜା ନା ନୂଆ: କିଏ ହେବେ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ?

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ରାଜ୍ୟର ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ କିଏ ହେବେ ତାକୁ ନେଇ କିଛିଦିନ ହେଲା ଚର୍ଚ୍ଚା ଜୋର୍‌ ଧରିବାରେ ଲାଗିଛି। ଓଡ଼ିଶା ମୁଖ୍ୟ...

ସେବାଶ୍ରମର ପ୍ରଥମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ବାହୁନି ବାହୁନି କାନ୍ଦୁଛି…

ନୂଆପଡ଼ା/କୋମନା,୨୧ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ସୋସେଙ୍ଗ ସେବାଶ୍ରମରେ ଶନିବାର ଜଣେ ପ୍ରଥମଶ୍ରେଣୀ ଛାତ୍ରଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ସେ ହେଲେ ଅଡାର...

ଅଡୁଆରେ ବବି, ହେବ ବଡ଼ କାର୍ଯ୍ୟାନୁଷ୍ଠାନ!

କାଏମା,୨୧ା୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ପଞ୍ଚାୟତସ୍ଥିତ ପନ୍ତୁରୀଠାରେ ସରକାରୀ ଜମି ଜବରଦଖଲ କରାଯାଇ ପୂର୍ୱତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଫାର୍ମ...

୧୦ ଟଙ୍କାରେ ଧାନ ବିକିଲେ ଚାଷୀ

ବିନିକା, ୨୧ା୧୨(ରାମ ଗୋପାଳ ବାଘ ): ସୁବର୍ଣ୍ଣପୁର ଜିଲାରେ ଗତ ୯ ତାରିଖରୁ ମଣ୍ଡି ଖୋଲିଛି। ହେଲେ ଟୋକନ ମିଳି ନ ଥିବାରୁ ଚାଷୀମାନେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri