ସର୍ବଭାରତୀୟ JEE ମେନ୍‌ରେ ଛତ୍ରପୁରର ବିଷ୍ଣୁଙ୍କ ସଫଳତା

ଛତ୍ରପୁର,୨୦।୪(ସନ୍ତୋଷ ପାଢ଼ୀ ): ସଦ୍ୟ ପ୍ରକାଶିତ JEE ମେନ୍‌ ୨୦୨୫ ପରୀକ୍ଷାରେ ଗଞ୍ଜାମ ଜିଲା ଛତ୍ରପୁର ଏନ୍‌ଏସିର ବିଷ୍ଣୁପ୍ରସାଦ ଶତପଥୀ ୯୯.୯୩% ମାର୍କ ରଖିଛନ୍ତି । ସେ ବର୍ତ୍ତମାନ ଡିଏଭି ଚନ୍ଦ୍ରଶେଖରପୁରଠାରେ ଅଧ୍ୟୟନ କରିବା ସହ ଦ୍ବାଦଶ ଶ୍ରେଣୀ ପରୀକ୍ଷା ଦେଇଛନ୍ତି । ପୂର୍ବରୁ ଛତ୍ରପୁରଠାରେ ପଢ଼ିବା ସମୟରେ ଆଇସିଏସଇ ଦଶମ ପରୀକ୍ଷାରେ ଓଡ଼ିଶା ଟପ୍ସର ହୋଇଥିଲେ। ବିଷ୍ଣୁପ୍ରସାଦ ସ୍ଥାନୀୟ ପାତ୍ର ସାହିସ୍ଥିତ ଦୁର୍ଗା ପ୍ରସାଦ ଶତପଥୀ ଏବଂ ରଶ୍ମିତାଙ୍କ ପୁଅ ଅଟନ୍ତି। । ଏହି କୃତିତ୍ୱ ପାଇଁ ସେ ବିଦ୍ୟାଳୟର ସମସ୍ତ ଗୁରୁଜୀ ଏବଂ ପରିବାରର ସମସ୍ତ ଗୁରୁଜନଙ୍କୁତ୍‌ଙ୍କୁ ଶ୍ରେୟ ପ୍ରଦାନ କରିଛନ୍ତି । ଆଗକୁ ଜେଇ ଆଡଭାନ୍ସରେ କୃତକାର୍ଯ୍ୟ ହୋଇ ଜଣେ ଦକ୍ଷ ଆଇଟି ଇଞ୍ଜିନିୟର ହେବା ପାଇଁ ଆଶା ରଖିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଶୌଚ ପାଇଁ ନାଳକୁ ଯାଇଥିଲେ ଖଗେଶ୍ୱର, ହଠାତ୍‌ ଆକ୍ରମଣ କଲା ଦନ୍ତା ହାତୀ: ଆଉ ତା’ପରେ…

ସମ୍ବଲପୁର,୭।୧୧(ପ୍ରମୋଦ ବହିଦାର): ସମ୍ବଲପୁର ଜିଲି ଯୁଯୋମୁରା ଥାନା ଅନ୍ତର୍ଗତ କଂସର ପଞ୍ଚାୟତର ବୁଢ଼ିଆକଟା ଗ୍ରାମରେ ସକାଳୁ ସକାଳୁ ଏକ ହାତୀ ଆକ୍ରମଣରେ ଜଣେ ଯୁବକଙ୍କର ମୃତ୍ୟୁ ଘଟିଛି।…

କଳିଙ୍ଗା ଘାଟି ରାସ୍ତା ଖୋଲିଲା: ଯାନବାହନ ଚଳାଚଳ ସ୍ବାଭାବିକ

ଭଞ୍ଜନଗର,୭।୧୧(ବାବୁଲା ପ୍ରଧାନ): ଗଞ୍ଜାମ ଓ କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟିରେ ବାରମ୍ବାର ଭୂସ୍ଖଳନ ଯୋଗୁ ରାସ୍ତା ବନ୍ଦ ରହିଥିବାରୁ ଏହା କେବେ ଖୋଲିବ, ସେନେଇ…

ଦାରିଙ୍ଗବାଡ଼ି-ଗାଜଲବାଡ଼ି ରାସ୍ତାରେ ଗଡ଼ିଲା ୪ ଚକିଆ ଗାଡ଼ି: ଭାରୀଯାନ ଉପରେ କଟକଣା ଜାରି

ଦାରିଙ୍ଗବାଡ଼ି, ୭।୧୧ (ଅରୁଣ ସାହୁ): ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୂସ୍ଖଳନ ଓ ବନ୍ୟା ଯୋଗୁ କ୍ଷତିଗ୍ରସ୍ତ ହୋଇଥିବା ଦାରିଙ୍ଗବାଡ଼ି-ଗାଜଲବାଡ଼ି ରାସ୍ତାରେ ଯାତାୟାତ ପୁଣି ସୱାଭାବିକ ହେବାକୁ ଯାଉଛି।…

କୋଟିଆ ପ୍ରସଙ୍ଗ: ଏଇଠି ସରିଲା ନା ଆଗକୁ ଲଢ଼ିବେ

ପଟ୍ଟାଙ୍ଗି,୭ା୧୧(ଶରତ କୁମାର ଧଳ):କୋରାପୁଟ ଜିଲା କୋଟିଆ ପଞ୍ଚାୟତରେ ଆନ୍ଧ୍ର ନିର୍ବାଚନକୁ ନେଇ କିଛିଦିନ ଧରି ଓଡ଼ିଶା-ଆନ୍ଧ୍ରର ପ୍ରଶାସନିକ ଅଧିକାରୀ ଏବଂ ନେତା ମୁହଁାମୁହିଁ ହୋଇଥିଲେ। ସୀମାନ୍ତରେ ପ୍ରତିଦିନ…

ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜରେ ପିଜି ଷ୍ଟୁଡେଣ୍ଟ ୟୁନିଅନ୍ ଗଠିତ; ଡ଼ା ବଙ୍ଗାଳୀ ସୋରେନ୍ ସଭାପତି, ଡ଼ା ରାଜେଶ ସାହୁ…

ବଲାଙ୍ଗୀର,୬।୧୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଏବଂ ହସ୍ପିଟାଲଠାରେ ପୋଷ୍ଟ ଗ୍ରାଜୁଏଟ୍ (ପିଜି) ଛାତ୍ରଛାତ୍ରୀମାନଙ୍କ ଷ୍ଟୁଡେଣ୍ଟ ୟୁନିଅନ୍ ଗଠନ କରାଯାଇଛି। କଲେଜ ଅଧ୍ୟକ୍ଷ ତଥା…

ବଲାଙ୍ଗୀରରେ ବେଆଇନ ଗଞ୍ଜେଇ ବେପାରର ପର୍ଦ୍ଦାଫାଶ: ୨୧ କେଜି ଗଞ୍ଜେଇ ସହ ଦେଶୀ ପିସ୍ତଲ ଜବତ, ୨ କୁଖ୍ୟାତ ଅଭିଯୁକ୍ତ ଗିରଫ

ବଲାଙ୍ଗୀର, ୬।୧୧(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀର ସହରରେ ପୁଣି ଗଞ୍ଜେଇ କାରବାରର ପର୍ଦ୍ଦାଫାଶ କରିଛି ଟାଉନ୍ ଥାନା ପୋଲିସ। ସହରର ନୂଆ ବସଷ୍ଟାଣ୍ଡ ପଛପଟ ରାଜୀବ…

ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳାରେ ଯୋଗଦେଲେ ମନ୍ତ୍ରୀ: ଚାଷୀଙ୍କ ଉପସ୍ଥିତି ନଗଣ୍ୟ, ଖାଲି ପଡ଼ିଲା ଅଧିକାଂଶ ଚେୟାର

ପାଟଣା, ୬/୧୧ (ବୀର କିଶୋର ଦାଶ): କେନ୍ଦୁଝର ଜିଲ୍ଲାର ସାହାରପଡ଼ା ବ୍ଲକ୍‌ ଅନ୍ତର୍ଗତ ବଡ଼ବିଲ ପଞ୍ଚାୟତ ପଡ଼ିଆରେ ଶୁକ୍ରବାର ବ୍ଲକ୍‌ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ଅନୁଷ୍ଠିତ…

ଭୀଷ୍ମଗିରି ଗ୍ରାମରୁ ବିପୁଳ ପରିମାଣର ବାଣ ଜବତ : ଜଣେ ଅଭିଯୁକ୍ତ ଗିରଫ             

ଦିଗପହଣ୍ଡି,୬|୧୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଭୀଷ୍ମଗିରି ଗ୍ରାମ ବଡ଼ଦାଣ୍ଡ ସାହିର ଜଣେ ବ୍ୟକ୍ତିଙ୍କ ରାସନ୍ ଦୋକାନରେ ଚଢ଼ାଉ କରି ବେଆଇନ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?