ବଲାଙ୍ଗୀର ବସ ଟର୍ମିନାଲଠାରେ ଘରୋଇ ବସ ମାଲିକ ସଙ୍ଘ ପକ୍ଷରୁ ବିଶ୍ୱକର୍ମା ପୂଜା

ବଲାଙ୍ଗୀର,୧୭।୯(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସହରର ବିଭିନ୍ନ ସ୍ଥାନରେ ବୁଧବାର ବିଶ୍ୱକର୍ମା ପୂଜା ଉତ୍ସାହ ଓ ଉଦ୍ଦୀପନାର ସହ ଅନୁଷ୍ଠିତ ହୋଇଛି। ନୂତନ ବସ ଟର୍ମିନାଲଠାରେ ଘରୋଇ ବସ ମାଲିକ ସଂଘ ପକ୍ଷରୁ ଆୟୋଜିତ ଏହି ପୂଜାରେ ସଂଘର ସଭାପତି ଦୁର୍ଗା ବେହେରା, ସମ୍ପାଦକ ଚଗଲା ପରିଚ୍ଛା, ଉପସଭାପତି ଲିକୁନ ଆଚାର୍ଯ୍ୟ, କୋଷାଧ୍ୟକ୍ଷ ଶିବଶଙ୍କର ପଟେଲ, ସହ ସମ୍ପାଦକ ଶଙ୍କର ପଟ୍ଟନାୟକ ଓ ଅନ୍ୟାନ୍ୟ ବସ ମାଲିକମାନେ ଉପସ୍ଥିତ ଥିଲେ। ପୂଜାରେ ପଣ୍ଡିତ ନବୀନ ହୋତା ପୂଜକ ଭାବେ ଏବଂ ଚଗଲା ପରିଚ୍ଛା ଓ ଲିକୁନ୍ ଆଚାର୍ଯ୍ୟ କର୍ତ୍ତା ଭାବେ ଦାୟିତ୍ୱ ତୁଲାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉଚ୍ଛେଦ କରିବାକୁ ଆସିଥିଲେ ତହସିଲ କର୍ମଚାରୀ, ଦେହରେ ପେଟ୍ରୋଲ ଢାଳି ପ୍ରତିବାଦ କଲେ ବ୍ୟବସାୟୀ, ଆଉ ତା’ ପରେ…

ତିହିଡ଼ି,୧୩ା୫(ସଞ୍ଜିତ ବଳ): ଆମର ଯଦି ଦୋକାନ ଭାଙ୍ଗିବ ସମସ୍ତଙ୍କର ଭାଙ୍ଗ, ନ ହେଲେ ଫେରିଯାଅ। ଭଦ୍ରକ ଜିଲା ତିହିଡ଼ି ତହସିଲ ପୀରହାଟ ଥାନା ଅଧୀନ ଗଦି ବଜାରର…

ସ୍ବାସ୍ଥ୍ୟ ପାଇଁ ହିତକର ମାଣ୍ଡିଆ: ଲଘୁ ବନଜାତ ଦ୍ରବ୍ୟ ପ୍ରଚାରପ୍ରସାର ପାଇଁ ବଡ଼ ପଦକ୍ଷେପ ନେଲେ ବିଧାୟକ

ଭଞ୍ଜନଗର,୧୩।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ପକ୍ଷରୁ ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ, ବନ ସୁରକ୍ଷା ସମିତି ଗୁଡ଼ିକର ବିକାଶ ପାଇଁ ଅନେକ ଯୋଜନା…

ନଳକୂପ,ସୌରଚାଳିତ ପ୍ରକଳ୍ପ ଅଚଳ: ଚୁଆପାଣି ଭରସାରେ ଗ୍ରାମବାସୀ

ନନ୍ଦପୁର/ପାଡୁଆ,୧୩ା୫(ତୁଷାରକାନ୍ତ ମହାନ୍ତି/ଶଙ୍କର ପୂଜାରୀ): ଗ୍ରାମରେ ବସବାସ କରୁଥିବା ୪୮ ପରିବାର ପାଇଁ ଥିବା ୨ଟି ନଳକୂପ ମଧ୍ୟରୁ ଗୋଟିଏ ଅଚଳ ରହିଛି। ଅନ୍ୟଟିରୁ ଗୋଳିଆ ପାଣି ବାହାରୁଛି।…

ଓଡ଼ଗାଁ ହତ୍ୟା: ସିନ୍‌ ରିକ୍ରିଏଶନରେ ପୂରା ଘଟଣା ଦେଖାଇଲେ ଅଭିଯୁକ୍ତ, ଭିଡିଓ ଦେଖିଲେ…

ନୟାଗଡ଼,୧୩ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନାଠାରୁ ପ୍ରାୟ ୨କିମି ଦୂର କଦଳୀବନ୍ଧଠାରେ ଗତ ରବିବାର ରାତିରେ ଘଟିଥିବା ଓଡ଼ଗାଁ ଖେଳପଡ଼ିଆ ସାହିର ଅଜିତ କୁମାର…

ଖାଲି ବସ୍ତା ଯୋଗାଣରେ ବ୍ୟାପକ ଦୁର୍ନୀତି: ଅଭିଯୋଗ ଆଣିଲା ରାଜ୍ୟ ମିଲ ମାଲିକ ସଂଘ

କେସିଙ୍ଗା,୧୩।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ରେ ଥିବା ରାଇସ ମିଲ ଗୁଡିକୁ ରାଜ୍ୟ ଯୋଗାଣ ବିଭାଗ ପକ୍ଷରୁ ଯୋଗାଉଥିବା ନୂଆ ଖାଲି ବସ୍ତା ନିମ୍ନମାନର ବୋଲି…

ଭିଣୋଇଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଗିରଫ ହେଲେ ଶଳା

ମହାକାଳପଡ଼ା, ୧୩ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ଖରିନାସି ଗ୍ରାମର ମନୋରଞ୍ଜନ ଗିରିଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରିବା…

ଠାକୁରାଣୀ ଯାତ୍ରାରେ ଅଘଟଣ:ବିଦ୍ୟୁତ ଆଘାତରେ ଚାଲିଗଲା ଜଣଙ୍କ ଜୀବନ

ଦିଗପହଣ୍ଡି,୧୩।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ଗ୍ରାମରେ ମା’ ସୁବର୍ଣ୍ଣରେଖା ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ମହୋତ୍ସବ ଉଦଯାପନୀ ଦିବସ ମଙ୍ଗଳବାର ବିଳମ୍ବିତ ରାତି…

ଛତିଶଗଡ଼ରୁ ଓଡିଶାକୁ ଧାନ ଚାଲାଣ: ୨ ଧାନ ବୋଝେଇ ଟ୍ରକ ଅଟକ ରଖିଲେ ଉପଜିଲାପାଳ

ପଦ୍ମପୁର,୧୩।୫(ପ୍ରଦୀପ୍ତ ଦାଶ):ବର୍ତ୍ତମାନ ପଦ୍ମପୁର ଉପଖଣ୍ଡରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେଲାଣି। ଏହାକୁ ଦୃଷ୍ଟିରେ ରଖି କିଛି ଅସାଧୁ ବ୍ୟବସାୟୀ ଛତିଶଗଡ଼ରୁ ପଦ୍ମପୁର ଅଞ୍ଚଳକୁ ଚୋର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri