ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ୪ ଏନ୍‌ଏସ୍‌ଏସ୍‌ ଛାତ୍ରୀଛାତ୍ରଙ୍କ ଆସାମ ଗସ୍ତ

ଭବାନୀପାଟଣା,୬।୧୧(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ଏନ୍‌ଏସ୍‌ଏସ୍‌ ବ୍ୟୁରୋ ପକ୍ଷରୁ ୪ ଜଣ ଏନ୍‌ଏସ୍‌ଏସ୍‌ ସ୍ବେଚ୍ଛାସେବୀ ପୂର୍ବାଞ୍ଚଳ ପ୍ରି ଆର୍‌ ଡି ପରେଡ ଚୟନ ଶିବିରରେ ଅଂଶ ଗ୍ରହଣ କରିବା ପାଇଁ ମଙ୍ଗଳବାର ଆସାମ ଗସ୍ତ କରିଛନ୍ତି। ଏଥିରେ ବିଶ୍ୱବିଦ୍ୟାଳୟର ବିଶ୍ୱଜିତ ବିଶି, କେସିଙ୍ଗା ମହାବିଦ୍ୟାଳୟରୁ ଖୁସ କୁମାର ମହାନନ୍ଦ, କୋକସରା ପଞ୍ଚାୟତ ସମିତି କଲେଜର ରିଶ୍ମା ବାରିକ ଓ ଭବାନୀପାଟଣା ସରକାରୀ ମହିଳା ମହାବିଦ୍ୟାଳୟର ଶିବାନୀ ବାଗ ପ୍ରମୁଖ ରହିଛନ୍ତି। ଆସନ୍ତା ୭ରୁ ୧୬ ତାରିଖ ପର୍ଯ୍ୟନ୍ତ ଆସାମର ଗୌହାଟୀ ବିଶ୍ୱବିଦ୍ୟାଳୟଠାରେ ଉତ୍ତର ପୂର୍ବାଞ୍ଚଳର ମୋଟ ଦଶଗୋଟି ରାଜ୍ୟର ୨ଶହ ସ୍ବେଚ୍ଛାସେବୀଙ୍କୁ ନେଇ ଏହି ଆନ୍ତଃରାଜ୍ୟ ସ୍ତରୀୟ ଶିବିର ଅନୁଷ୍ଠିତ ହେବ। ଏହି ଅବସରରେ ବିଶ୍ୱବିଦ୍ୟାଳୟର ଭାରପ୍ରାପ୍ତ କୁଳପତି ଡ. ନିବେଦିତା ନାଥ, କୁଳସଚିବ ପିତାମ୍ବର ଭୋଇ, ଉପକୁଳ ସଚିବ ମେଜର ଡ. ଜୟଦେବ ସାହୁ, ଏନ୍‌ଏସ୍‌ଏସ୍‌ ବ୍ୟୁରୋ କାର୍ଯ୍ୟକ୍ରମ ସଂଯୋଜକ ଡ. ଚିତ୍ତରଞ୍ଜନ ଖୁଣ୍ଟିଆ ପ୍ରମୁଖ ସେମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଅନ୍ୟପକ୍ଷରେ, ଏହା ପୂର୍ବରୁ ରାଜ୍ୟସ୍ତରୀୟ ପ୍ରି ଆର୍‌ ଡି ପରେଡ ଚୟନ ଶିବିର ରାଉରକେଲାର ମ୍ୟୁନିସିପାଲ କଲେଜରେ ହୋଇଥିଲା। ଏଥିରେ ମୋଟ ୨ ଶହ ଛାତ୍ରୀଛାତ୍ର ଯୋଗଦାନ କରିଥିବା ବେଳେ ସେଥିମଧ୍ୟରୁ ୫୨ ଜଣ ଆସାମଠାରେ ଅନୁଷ୍ଠିତ ହେବାକୁ ଥିବା ଆନ୍ତଃ ରାଜ୍ୟ ସ୍ତରୀୟ ଶିବିର ପାଇଁ ଚୟନ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?