୫-ଟି ସଚିବଙ୍କ ଦେଓମାଳି ଗସ୍ତ: ବାଟରେ ଅଟକିଲେ ପର୍ଯ୍ୟଟକ

ପଟ୍ଟାଙ୍ଗି,୪।୨(ଡି.ଏନ୍‌.ଏ.): କୋରାପୁଟ ଜିଲାକୁ ଦିନିକିଆ ଗସ୍ତରେ ମୁଖ୍ୟମନ୍ତ୍ରୀ ଆସି ଫେରିଯାଇଥିବା ବେଳେ ତାଙ୍କ ସହ ଆସିଥିବା ୫-ଟି ସଚିବ ଜିଲାରେ ରହି ବିଭିନ୍ନ ଅଞ୍ଚଳ ଗସ୍ତ କରି ରାଜ୍ୟ ସରକାରଙ୍କ ଉନ୍ନୟନମୂଳକ କାର୍ଯ୍ୟର ତଦାରଖ କରୁଛନ୍ତି। ଏହି ଅବସରରେ ଶନିବାର ୫-ଟି ସଚିବ ଭି.କେ. ପାଣ୍ଡିଆନ୍‌ ଜିଲାର ପଟ୍ଟାଙ୍ଗି ବ୍ଲକ ଅଧୀନ ପର୍ଯ୍ୟଟନ କ୍ଷେତ୍ର ଭାବେ ମାନ୍ୟତା ପାଇଥିବା ଦେଓମାଳି ଗସ୍ତ କରି ପର୍ଯ୍ୟଟକଙ୍କୁ କିପରି ଉକ୍ତ ସ୍ଥାନ ଆହୁରି ଆକୃଷ୍ଟ କରିବ ସେନେଇ ଜିଲା ପ୍ରଶାସନ ସହ ସଚିବ ଆଲୋଚନା କରିଛନ୍ତି।

୫-ଟି ସଚିବଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଦେଓମାଳି ପର୍ଯ୍ୟଟନ ସ୍ଥଳୀକୁ ସ୍ଥାନୀୟ ଏବଂ ଦେଶ ବିଦେଶରୁ ଆସିଥିବା ପର୍ଯ୍ୟଟକମାନଙ୍କୁ ପ୍ରବେଶ ନିୟମରେ କଟକଣା କରାଯାଇଛି। ଏନେଇ ପର୍ଯ୍ୟଟକଙ୍କ ମଧରେ ଅସନ୍ତୋଷ ପ୍ରକାଶ ପାଇଛି। ଅନ୍ୟପକ୍ଷେ ଖବର ସଂଗ୍ରହ ଉଦ୍ଦେଶ୍ୟରେ ଯାଇଥିବା ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ମଧ୍ୟ ପ୍ରବେଶ କରିବାକୁ ପଟ୍ଟାଙ୍ଗି ପୋଲିସ ଏବଂ ବ୍ଲକ ପ୍ରଶାସନ ପକ୍ଷରୁ ବାରଣ କରାଯାଇଥିଲା। ଏପରିକି ଜିଲା ପରିଷଦ ସଭ୍ୟା ଟିକାଇ ଗେମେଲ୍‌ଙ୍କୁ ମଧ୍ୟ ଭିତରକୁ ଛଡାଯାଇ ନ ଥିଲା। ପ୍ରଶାସନର ଏପରି ପଦକ୍ଷେପକୁ ଉପସ୍ଥିତ ପର୍ଯ୍ୟଟକ ଏବଂ ସ୍ଥାନୀୟ ଅଞ୍ଚଳବାସୀ ନିନ୍ଦା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri