୫-ଟି ସଚିବଙ୍କ ଦେଓମାଳି ଗସ୍ତ: ବାଟରେ ଅଟକିଲେ ପର୍ଯ୍ୟଟକ

ପଟ୍ଟାଙ୍ଗି,୪।୨(ଡି.ଏନ୍‌.ଏ.): କୋରାପୁଟ ଜିଲାକୁ ଦିନିକିଆ ଗସ୍ତରେ ମୁଖ୍ୟମନ୍ତ୍ରୀ ଆସି ଫେରିଯାଇଥିବା ବେଳେ ତାଙ୍କ ସହ ଆସିଥିବା ୫-ଟି ସଚିବ ଜିଲାରେ ରହି ବିଭିନ୍ନ ଅଞ୍ଚଳ ଗସ୍ତ କରି ରାଜ୍ୟ ସରକାରଙ୍କ ଉନ୍ନୟନମୂଳକ କାର୍ଯ୍ୟର ତଦାରଖ କରୁଛନ୍ତି। ଏହି ଅବସରରେ ଶନିବାର ୫-ଟି ସଚିବ ଭି.କେ. ପାଣ୍ଡିଆନ୍‌ ଜିଲାର ପଟ୍ଟାଙ୍ଗି ବ୍ଲକ ଅଧୀନ ପର୍ଯ୍ୟଟନ କ୍ଷେତ୍ର ଭାବେ ମାନ୍ୟତା ପାଇଥିବା ଦେଓମାଳି ଗସ୍ତ କରି ପର୍ଯ୍ୟଟକଙ୍କୁ କିପରି ଉକ୍ତ ସ୍ଥାନ ଆହୁରି ଆକୃଷ୍ଟ କରିବ ସେନେଇ ଜିଲା ପ୍ରଶାସନ ସହ ସଚିବ ଆଲୋଚନା କରିଛନ୍ତି।

୫-ଟି ସଚିବଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଦେଓମାଳି ପର୍ଯ୍ୟଟନ ସ୍ଥଳୀକୁ ସ୍ଥାନୀୟ ଏବଂ ଦେଶ ବିଦେଶରୁ ଆସିଥିବା ପର୍ଯ୍ୟଟକମାନଙ୍କୁ ପ୍ରବେଶ ନିୟମରେ କଟକଣା କରାଯାଇଛି। ଏନେଇ ପର୍ଯ୍ୟଟକଙ୍କ ମଧରେ ଅସନ୍ତୋଷ ପ୍ରକାଶ ପାଇଛି। ଅନ୍ୟପକ୍ଷେ ଖବର ସଂଗ୍ରହ ଉଦ୍ଦେଶ୍ୟରେ ଯାଇଥିବା ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ମଧ୍ୟ ପ୍ରବେଶ କରିବାକୁ ପଟ୍ଟାଙ୍ଗି ପୋଲିସ ଏବଂ ବ୍ଲକ ପ୍ରଶାସନ ପକ୍ଷରୁ ବାରଣ କରାଯାଇଥିଲା। ଏପରିକି ଜିଲା ପରିଷଦ ସଭ୍ୟା ଟିକାଇ ଗେମେଲ୍‌ଙ୍କୁ ମଧ୍ୟ ଭିତରକୁ ଛଡାଯାଇ ନ ଥିଲା। ପ୍ରଶାସନର ଏପରି ପଦକ୍ଷେପକୁ ଉପସ୍ଥିତ ପର୍ଯ୍ୟଟକ ଏବଂ ସ୍ଥାନୀୟ ଅଞ୍ଚଳବାସୀ ନିନ୍ଦା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୁଧ-ମଙ୍ଗଳଙ୍କ ଯୋଗରେ ୪ ରାଶିଙ୍କ ଖୋଲିବ ଭାଗ୍ୟ, ୨ଗୁଣା କରିବେ ଇନକମ୍‌! ମାସେ ଯାଏ ଧନଯୋଗ…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳବାର ୧ ସେପ୍ଟେମ୍ୱର, ୨୦୨୬ ସଂଧ୍ୟା ୬ଟା ୪୮ ମିନିଟରୁ ବୁଧ ଏବଂ ମଙ୍ଗଳ ଗ୍ରହ ପରସ୍ପରଠାରୁ ୬୦ଓ ଦୂରତାରେ ଅବସ୍ଥାନ କରିବେ,…

ଇସ୍ତଫା ଦେଲେ ମିଶ୍‌ବା-ଉଲ-ହକ୍‌, କାହିକି ଜାଣନ୍ତୁ…

କରାଚି,୧ା୯: ଇଂଲଣ୍ଡ ଟୁର୍‌ରେ ପ୍ରଥମ ଦୁଇ ଟେଷ୍ଟରେ ଶୋଚନୀୟ ପରାଜୟ ପରେ ପାକିସ୍ତାନ କ୍ରିକେଟ୍‌ରେ ଆମୂଳଚୂଳ ପରିବର୍ତ୍ତନ ଜାରି ରହିଛି। ଦଳର ୭ ଖେଳାଳିଙ୍କୁ ସ୍ବଦେଶ ପଠାଇ…

ୟୁକ୍ରେନ୍‌ରେ ରୁଷିଆର ଡ୍ରୋନ୍‌ ଆକ୍ରମଣ: ଭାରତୀୟଙ୍କ ସମେତ ୧୨ ମୃତ

କିଭ୍‌,୧ା୯: ୟୁକ୍ରେନ୍‌ରେ ରୁଷିଆର ଆକ୍ରମଣରେ ଜଣେ ଭାରତୀୟଙ୍କ ସମେତ ୧୨ ଜଣଙ୍କ ମୃତ୍ୟୁ ଘଟିଥିବା ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ମଙ୍ଗଳବାର କହିଛନ୍ତି। ୟୁକ୍ରେନ୍‌ର ବିଭିନ୍ନ ସହର…

କାହିଁକି ବାରମ୍ୱାର ୨୬ ତାରିଖରେ ଘଟୁଛି ପ୍ରଳୟ? ଭେଙ୍ଗାବାବା ଖୋଲିଲେ ରହସ୍ୟ…

ନୂଆଦିଲ୍ଲୀ,୧।୯: ନେପାଳ-ତିବ୍ଦତ ସୀମାରେ ହିମାଳୟର ହିମବାହ (ଗ୍ଲେସିୟର) ଭାଙ୍ଗି ହୋଇଥିବା ପ୍ରଳୟଙ୍କାରୀ ବନ୍ୟା ଓ ଭୂସ୍ଖଳନ ପରେ ଏବେ ସାରା ବିଶ୍ୱରେ ଚାଞ୍ଚଲ୍ୟ ଖେଳିଯାଇଛି। ଶହ ଶହ…

ଜେଲରୁ ମୁକୁଳିଲେ ଗଞ୍ଜାମ ଜିଲା ବିଜେଡି ସଭାପତି ବିକ୍ରମ ପଣ୍ଡା: ଶତାଧିକ ସମର୍ଥକଙ୍କ ଗହଣରେ ବିଶାଳ ଶୋଭାଯାତ୍ରା

ବ୍ରହ୍ମପୁର,୧।୯(ସୁବାସ ଚନ୍ଦ୍ର ପାଢ଼ୀ): ବହୁ ଚର୍ଚ୍ଚିତ ଆଇନଜୀବୀ ତଥା ଭାଜପା ନେତା ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲାରେ ଗିରଫ ହୋଇଥିବା ଗଞ୍ଜାମ ଜିଲା ବିଜେଡି ସଭାପତି ତଥା…

କନ୍ୟାସନ୍ତାନ ଜନ୍ମଦେବା ପରେ ଆଖି ବୁଜିଲେ ମା’

ପାଟଣା, ୧ା୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବଡ଼ପଶି ଗ୍ରାମର କମଳ କିଶୋର ଜେରାଇଙ୍କ ସ୍ତ୍ରୀ ତିଲୋତ୍ତମା ତିରିଆ (୨୫)ଙ୍କର ଚିକିତ୍ସାଧୀନ…

ସାହାଣୀ କପ୍‌ ଫୁଟ୍‌ବଲ୍‌: ୩ରେ ହେବ ଖେଳାଳି ଚୟନ, କେମିତି କରିବେ ଆବେଦନ ଜାଣନ୍ତୁ…

କେନ୍ଦୁଝର,୧।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା କ୍ରୀଡ଼ା ସଂସ୍ଥା ଆନୁକୂଲ୍ୟରେ ସାହାଣୀ କପ୍‌ ସିନିଅର ପୁରୁଷ ଆନ୍ତଃ ଜିଲା ଫୁଟ୍‌ବଲ୍‌ ଟୁର୍ନାମେଣ୍ଟ ପାଇଁ ଆସନ୍ତା ଗୁରୁବାର ଷ୍ଟାଡିୟମ୍‌…

ମହିଳାଙ୍କୁ ଫସାଇ ଏକାଧିକ ଥର ବଳାତ୍କାର, ଅନ୍ତରଙ୍ଗ ମୁହୁର୍ତ୍ତ ଫଟୋ ଭିଡିଓ ଭାଇରାଲ: ଅବସରପ୍ରାପ୍ତ ସାମରିକ କର୍ମଚାରୀ ଗିରଫ

ଦିଗପହଣ୍ଡି,୧|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁର ଜଣେ ବିବାହିତା ମହିଳାଙ୍କୁ ପ୍ରେମଜାଲରେ ଫସାଇ ଏକାଧିକ ଥର ବଳାତ୍କାର କରିବା ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri