ଆଜିଠୁ ୩ ଦିନ ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ

ପୁରୀ ଅଫିସ, ୧୦ା୯: ନୂତନ ଏସ୍‌ଓପି ଅନୁସାରେ ଏଣିକି ଶନିବାର ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ହେବ। ସାନିଟାଇଜ ପାଇଁ କେବଳ ରବିବାର ଦର୍ଶନ ବନ୍ଦ ରହିବ। ଏହି ନୂଆ ଏସ୍‌ଓପି ଆସନ୍ତା ୧୩ ତାରିଖଠାରୁ ଲାଗୁ ହେବ। ତେବେ ପୁରୁଣା ଏସ୍‌ଓପି ଅନୁଯାୟୀ ଶୁକ୍ରବାର ୧୦ ତାରିଖରେ ଗଣେଶ ପୂଜା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ସେହିପରି ୧୧ ତାରିଖ ଶନିବାର ଓ ୧୨ ତାରିଖ ରବିବାର ଶ୍ରୀମନ୍ଦିର ପରିସର ବିଶୋଧନ ନିମନ୍ତେ ମଧ୍ୟ ଦର୍ଶନ ବନ୍ଦ ରହିବ। ନୂଆ ଏସ୍‌ଓପି ଅନୁଯାୟୀ ୧୩ ତାରିଖ ସୋମବାରଠାରୁ ପ୍ରତ୍ୟହ ସକାଳ ୭ରୁ ରାତି ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ କରିହେବ। ମାତ୍ର ସ୍ବତନ୍ତ୍ର ପର୍ବପର୍ବାଣିରେ ଅତ୍ୟଧିକ ଗହଳି ସମ୍ଭାବନା ଏବଂ କୋଭିଡ୍‌ ସଂକ୍ରମଣ ଆଶଙ୍କାରେ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ସଞ୍ଜୁ ସାମସନଙ୍କୁ ନେଇ ବଡ଼ କଥା କହିଲେ ସୂର୍ଯ୍ୟକୁମାର, ଟିମ୍‌ରୁ ବାଦ ପଡ଼ିବା ପରେ…

ନୂଆଦିଲ୍ଲୀ,୩୦ା୮: ଭାରତୀୟ ଟି-୨୦ ଦଳର ପୂର୍ବତନ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ସଞ୍ଜୁ ସାମସନଙ୍କୁ ନେଇ ଏକ ବଡ଼ କଥା କହିଛନ୍ତି । ଦଳରୁ ବାଦ ପଡ଼ିବା ପରେ…

ହାତୀପଲକୁ ଘଉଡ଼ାଇବା ପାଇଁ ଯାଇ ଆଉ ଫେରିଲେନି , ଚାଲିଗଲା ଜୀବନ

ପାଟଣା, ୩।୮ (ବୀର କିଶୋର ଦାଶ): ହାତୀ ଘଉଡ଼ାଇବାକୁ ଯାଇ ହାତୀ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। କେନ୍ଦୁଝର ଜିଲା ପାଟଣା ରେଞ୍ଜ ଖିରେଇଟାଙ୍ଗିରୀ ସେକ୍ସନ…

ନେପାଳରେ କେମିତି ତାଣ୍ଡବ କଲା ଜଳ ପ୍ରଳୟ? ଭାଇରାଲ ହେଉଛି ଗ୍ଲେସିୟର ଭାଙ୍ଗିବାର ଭୟଙ୍କର ଦୃଶ୍ୟ, ଦେଖନ୍ତୁ…

ନୂଆଦିଲ୍‌ଲୀ,୩୦।୮: ନେପାଳରେ ଗ୍ଲେସିୟର ଭାଙ୍ଗିବା ଏବଂ ଗ୍ଲେସିଆଲ ହ୍ରଦ (Glacial Lake) ଫାଟିବା ଯୋଗୁଁ ଏକ ଭୟଙ୍କର ବନ୍ୟା ଆସିଛି, ଯାହା ତିବ୍ଦତ-ଚୀନ ସୀମାରେ ଥିବା ନେପାଳର…

ନଅଙ୍କ ଦୁର୍ଭିକ୍ଷର ମୂକସାକ୍ଷୀ ଫରାସୀ ଭେଲଦା ପଣ୍ୟବାହୀ ଜାହାଜ

ମହାକାଳପଡ଼ା, ୩୦୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ଓଡ଼ିଶାର ପୂର୍ବ ଉପକୂଳ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସାମୁଦ୍ରିକ ତଟଦେଶରେ ବତିଘର, ହୁକିଟୋଲା, ଜମ୍ବୁଲାଲ କୋଠା, କଟକ-ଜମ୍ବୁ ପର୍ଯ୍ୟନ୍ତ ବିଶାଳ…

ବାରମ୍ବାର ଇଣ୍ଟରନାଲ ପରୀକ୍ଷା ଦେବେନି ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ର

ଭୁବନେଶ୍ୱର,୩୦।୮(ସୁଚିସ୍ମିତା ସାହୁ): ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ରଙ୍କ ଇଣ୍ଟରନାଲ ପରୀକ୍ଷାକୁ ନେଇ ରହିଥିବା ଦ୍ୱନ୍ଦ୍ୱ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ଦୂର କରାଯାଇଛି। ଯୁକ୍ତ୨ରେ ଅସଫଳ…

୨ କୋଠରିରେ ପଢ଼ୁଛନ୍ତି ୧୦୪ ଛାତ୍ରୀଛାତ୍ର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣି ବ୍ଲକ ଲାବାଣ୍ୟଗଡ଼ ପଞ୍ଚାୟତ ଅନ୍ତର୍ଗତ ମାରିଙ୍ଗିସ୍ଥିତ ସରକାରୀ ପ୍ରାଥମିକ ଆବାସିକ ବିଦ୍ୟାଳୟ ବହୁ ଅବ୍ୟବସ୍ଥାରେ ଚାଲିଛି। ୧୯୯୯ ମସିହାରେ ପ୍ରତିଷ୍ଠା…

ଉଧାରରେ ମିଳିଥିବା କ୍ଷମତାରୁ ହଟାଇବା ଜାଣିଛୁ: ନେହା

ଭୁବନେଶ୍ୱର,୩୦ା୮(ସୁନିତ୍‌ ମିଶ୍ର): ଆମେ ଛାତ୍ର, ଯାହା ହାତରେ ଅସ୍ତ୍ରଶସ୍ତ୍ର, ଦିଲ୍ଲୀ ପୋଲିସର ଲାଠି, ପେଲେଟ ଗନ୍‌ କି ଟିଅର ଗ୍ୟାସ୍‌ ନାହିଁ। ତଥାପି ଆମର ସେହି ସାଧାରଣ…

ଭାରତରେ ମୁସଲମାନଙ୍କୁ ଚାହୁଁ ନ ଥିବା ଲୋକେ ହିନ୍ଦୁତ୍ୱ ବୁଝନ୍ତିନି, ଭାଗବତଙ୍କ ବଡ଼ ବୟାନ

ନ୍ୟୁୟର୍କ,୩୦ା୮: ହିନ୍ଦୁ ରାଷ୍ଟ୍ର ବିଚାରଧାରାରେ ମୁସଲମାନଙ୍କୁ ବାଦ୍‌ ଦିଆଯାଇ ନାହିଁ। ଭାରତରେ ମୁସଲମାନଙ୍କର ସ୍ଥାନ ନାହିଁ ବୋଲି ଯଦି କେହି ବିଶ୍ୱାସ କରୁଥାନ୍ତି, ତେବେ ସେ ହିନ୍ଦୁତ୍ୱକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri