Posted inଖେଳ

ଆଫଗାନିସ୍ତାନୀ କ୍ରିକେଟର ଗୁରବାଜଙ୍କ ମହାନତା, ରାତି ୩ଟାରେ ରାସ୍ତାକଡ଼ରେ ଗରିବଙ୍କୁ କଲେ ସାହାଯ୍ୟ

ଅହମଦାବାଦ, ୧୨।୧୧: ଆଫଗାନିସ୍ଥାନ କ୍ରିକେଟ ଟିମ୍ ସେମିଫାଇନାଲରେ ପହଞ୍ଚିପାରି ନ ଥିଲେ ମଧ୍ୟ ଇଂଲଣ୍ଡ ଏବଂ ପାକିସ୍ତାନ ଭଳି ବଡ଼ ଟିମ୍ କୁ ହରାଇ ସମସ୍ତଙ୍କ ମନ ଜିଣିଥିଲା। ବିଶ୍ୱକପରୁ ବାହାରିବା ପରେ ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେଉଛି। ଏହି ଭିଡିଓରେ ଆଫଗାନିସ୍ତାନର ୱିକେଟ୍ କିପର ବ୍ୟାଟ୍ସମ୍ୟାନ୍ ରହମାନୁଲ୍ଲା ଗୁରୁବାଜ ଦୀପାବଳିର ବିଶେଷ ଉତ୍ସବରେ ରାସ୍ତାରେ ଶୋଇଥିବା ଗରିବ ଲୋକଙ୍କୁ ସାହାଯ୍ୟ କରୁଥିବା ନଜର ଆସିଛନ୍ତି। ଗୁରୁବାଜଙ୍କ ଏହି ଭିଡିଓ ସୋସିଆଲ ମିଡିଆରେ ଦିନକୁ ଦିନ ଭାଇରାଲ ହେବାରେ ଲାଗିଛି ଏବଂ ପ୍ରଶଂସକମାନେ ଆଫଗାନିସ୍ତାନ କ୍ରିକେଟରଙ୍କୁ ପ୍ରଶଂସା କରୁଛନ୍ତି।

ଭାଇରାଲ ଭିଡିଓରେ ଗୁରୁବାଜ ରାତିରେ ରାସ୍ତା କଡ଼ରେ ଶୋଇଥିବା ଗରିବଙ୍କ ପାଖରେ ଟଙ୍କା ରଖୁଥିବାର ନଜର ଆସିଛନ୍ତି। ଭିଡିଓର ପୃଷ୍ଠଭୂମିରେ ଅହମ୍ମଦାବାଦରୁ ଆସିଥିବା ରେଡିଓ ଜକି’ଙ୍କର ସ୍ୱର ମଧ୍ୟ ଶୁଣିବାକୁ ମିଳେ ଯେଉଁଥିରେ ସେ ଗୁରୁବାଜଙ୍କ ଏହି ମହାନ କାର୍ଯ୍ୟକୁ ପ୍ରଶଂସା କରୁଛନ୍ତି।

ଉଲ୍ଲେଖଯୋଗ୍ୟ ୨୦୨୩ ଦିନିକିଆ ବିଶ୍ୱକପରେ ଆଫଗାନିସ୍ତାନର ଯାତ୍ରା ଚମତ୍କାର ଥିଲା। ହାଶମତୁଲ୍ଲା ଶାହିଦିଙ୍କ ନେତୃତ୍ୱରେ ଆଫଗାନିସ୍ତାନ ଦଳ ପୂର୍ବତନ ଚାମ୍ପିୟନ ଇଂଲଣ୍ଡ, ପାକିସ୍ଥାନ ଏବଂ ଶ୍ରୀଲଙ୍କାକୁ ପରାସ୍ତ କରି ବଡ଼ ବିପର୍ଯ୍ୟୟ ସୃଷ୍ଟି କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମାତ୍ର ୧୦୦ ଦିନରେ ଶାହରୁଖଙ୍କ ସ୍ବପ୍ନ ହେଲା ପୂରଣ: ଏବେ…

ନୂଆଦିଲ୍ଲୀ,୨।୭: ଅଭିନେତା ଶାହରୁଖ ଖାନଙ୍କ ଦୀର୍ଘ ଦିନର ସ୍ବପ୍ନ ପୂରଣ ହୋଇଛି। ତାଙ୍କ ସ୍ବପ୍ନ ପୂରଣ କରିଛନ୍ତି ଆଇସିସି ଅଧ୍ୟକ୍ଷ ଜୟ ଶାହ। ଏଥିପାଇଁ ଶାହରୁଖ ତାଙ୍କୁ…

ଗୋଲ୍ଡେନ୍‌ ବୁଟ୍‌ ରେସ୍‌ରେ ମେସିଙ୍କ ସମକକ୍ଷ ଏମ୍‌ବାପେ

ଇଷ୍ଟ ରଦରଫୋର୍ଡ,୨ା୭ (ଏପି):ଚଳିତ ଫିଫା ବିଶ୍ୱକପ୍‌ରେ ଫ୍ରାନ୍ସ ତା’ର ବିଜୟଧାରା ଜାରି ରଖି ପ୍ରି-କ୍ୱାର୍ଟରରେ ପ୍ରବେଶ କରିଛି। କିଲିଆନ ଏମ୍‌ବାପେଙ୍କ ଡବଲ ଗୋଲ୍‌ ବଳରେ ବୁଧବାର ଅନୁଷ୍ଠିତ…

ଆଜି ଭାରତ-ଇଂଲଣ୍ଡ ମ୍ୟାଚ୍‌: ବୈଭବଙ୍କ ଉପରେ ଇଂଲଣ୍ଡ ଅଧିନାୟକ ବଡ଼ ବୟାନ, ଦେଲେ

ଚେଷ୍ଟର ଲେ ଷ୍ଟ୍ରିଟ,୧।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ T20 ସିରିଜର ପ୍ରଥମ ମ୍ୟାଚ୍‌ ଜୁଲାଇ ୧ ତାରିଖ ଅର୍ଥାତ୍‌ ଆଜି ଖେଳାଯିବ। ଖେଳ ପୂର୍ବରୁ, ଇଂଲଣ୍ଡ…

ଟି୨୦ ବିଶ୍ୱକପ୍‌: ଫାଇନାଲରେ ପହଞ୍ଚିଲା ଅଷ୍ଟ୍ରେଲିଆ

ଲଣ୍ଡନ,୩୦ା୬: ଆଶ୍‌ଲେ ଗାର୍ଡନରଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ଓ ବେଥ୍‌ ମୁନିଙ୍କ ଅପରାଜିତ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଅଷ୍ଟ୍ରେଲିଆ ଚଳିତ ମହିଳା ଟି୨୦ ବିଶ୍ୱକପ୍‌ ଫାଇନାଲରେ ପ୍ରବେଶ କରିଛି।…

ଇଂଲଣ୍ଡ ପହଞ୍ଚୁ ପହଞ୍ଚୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା: ଦିନିକିଆ ସିରିଜରୁ ବାଦ୍‌ ପଡ଼ିବେ ଏହି ଷ୍ଟାର ଖେଳାଳି!

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍ ହରାଇବା ପରେ ଭାରତୀୟ ଦଳ ଏବେ ଇଂଲଣ୍ଡରେ ପହଞ୍ଚି ସାରିଛି। ଜୁଲାଇ ୧ ତାରିଖରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ପୁଣି ମିଳିବନି ସୁଯୋଗ? ଡେବ୍ୟୁକୁ ନେଇ ଏ କ’ଣ କହିଦେଲେ ଅଧିନାୟକ

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍‌ରେ ଆଶ୍ଚର୍ଯ୍ୟଜନକ ପରାଜୟ ପରେ ଭାରତୀୟ ଦଳର ବ୍ୟାଟିଂ ଲାଇନ୍-ଅପ୍‌କୁ ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବିଶେଷ କରି ଚମତ୍କାର…

ବିଶ୍ୱକପ୍‌ରୁ ବିଦାୟ ନେବା ପରେ ମୁହିଁ ଖୋଲିଲେ ଅଧିନାୟକ, କହିଲେ…

ଫକ୍ସବରୋ,୩୦ା୬: କ୍ରମାଗତ ତୃତୀୟଥର ପାଇଁ ଜର୍ମାନୀ ବିଶ୍ୱକପ୍‌ର ପ୍ରାରମ୍ଭିକ ପର୍ଯ୍ୟାୟରୁ ବିଦାୟ ନେଇଛି। ଏଥର ଦଳ ପେନାଲ୍ଟି ଶୁଟ୍‌ଆଉଟ୍‌ରେ ପାରାଗୁଏଠାରୁ ଲଜ୍ଜାଜନକ ପରାଜୟ ବରଣ କରିଛନ୍ତି। ଦକ୍ଷିଣ…

ଦେଶରେ ଛୁଟି ଘୋଷଣା କଲେ ରାଷ୍ଟ୍ରପତି, କାହିଁକି ଜାଣନ୍ତୁ…

ଆସୁନସିଅନ,୩୦ା୬: ଫିଫା ବିଶ୍ୱକପ୍‌ର ରାଉଣ୍ଡ ଅଫ୍‌-୩୨ ମ୍ୟାଚ୍‌ରେ ଜର୍ମାନୀକୁ ପରାସ୍ତ କରି ପାରାଗୁଏ ବିପର୍ଯ୍ୟୟ ଘଟାଇବା ପରେ ଦେଶରେ ଛୁଟି ଘୋଷଣା କରାଯାଇଛି। ଆଧୁନିକ ବିଶ୍ୱକପ୍‌ ଇତିହାସରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri