ଭିସୁଟ ରାଗିଂ ଘଟଣା : ୩ ଛାତ୍ର ବହିଷ୍କୃତ, ୪ ଜଣଙ୍କୁ ଜରିମାନା

ସମଲପୁର,୨୯। ୧୧(ବ୍ୟୁରୋ): ବୁର୍ଲା ଭିସୁଟ ଛାତ୍ର ରାଗିଂ ଘଟଣାରେ ୭ ଜଣ ଛାତ୍ରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ୩ ଛାତ୍ରଙ୍କୁ ବହିଷ୍କୃତ କରାଯାଇଥିବା ବେଳେ ୪ ଛାତ୍ରଙ୍କଠାରୁ ୫ ହଜାର ଟଙ୍କା ଲେଖାଏ ଜରିମାନା ନିଆଯାଇଛି। ରାଗିଂ ବିରୋଧରେ କର୍ତ୍ତୃପକ୍ଷ ଏହିଭଳି ପଦକ୍ଷେପ ନେଇଛନ୍ତି।
ସୂଚନାଯୋଗ୍ୟ, ଭିସୁଟରେ ଜଣେ ଦ୍ୱିତୀୟ ବର୍ଷର ଛାତ୍ର ହଷ୍ଟେଲ ରୁମରେ ଶୋଇଥିବା ବେଳେ ସିନିୟର ଛାତ୍ର ପଶି ଆସିଥିଲେ। ପରେ ସେମାନେ ଜୁନିୟର ଛାତ୍ରଙ୍କୁ ମାଡ଼ ମାରିବା ସହ ରାଗିଂ କରିଥିଲେ। ପ୍ରତିବାଦ କରିବାରୁ ଉକ୍ତ ଛାତ୍ରଙ୍କୁ ପରବର୍ତ୍ତୀ ସମୟରେ ଆକ୍ରମଣ କରାଯାଇଥିଲା। ଏ ନେଇ ଛାତ୍ର ଜଣଙ୍କ କର୍ତ୍ତୃପକ୍ଷଙ୍କ ନିକଟରେ ଅଭିଯୋଗ କରିଥିଲେ। ପରେ ତଦନ୍ତ ହୋଇ କାର୍ଯ୍ୟାନୁଷ୍ଠାନ ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡି ଇକୋ ରିଟ୍ରିଟରେ ରାତ୍ରିଯାପନ କଲେ ଉପମୁଖ୍ୟମନ୍ତ୍ରୀ: ପ୍ରଶଂସାରେ ପୋତିଲେ

ଦାରିଙ୍ଗବାଡି,୧୦।୨(ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ପର୍ଯ୍ୟଟନ କ୍ଷେତ୍ର ଦାରିଙ୍ଗବାଡି ଗସ୍ତରେ ରାଜ୍ୟର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ସେ ସୋମବାର ବିଳମ୍ବିତ ରାତ୍ରିରେ ଦାରିଙ୍ଗବାଡି ଇକୋ ରିଟ୍ରିଟ…

୧୨ ଘାଣ୍ଟିଆ ଉମରକୋଟ ବନ୍ଦ, କଣ ରହିଛି ପ୍ରଭାବ ଜାଣନ୍ତୁ

ଉମରକୋଟ,୧୦।୨(ସନ୍ତୋଷ ଶତପଥୀ): ଦୀର୍ଘ ଦିନର ଦାବି ପୂରଣ ନହେବାରୁ ମଙ୍ଗଳବାର ଆନ୍ଦୋଳନ ପଥକୁ ଓହ୍ଲାଇଛି ‘ଉମରକୋଟ ସଂଗ୍ରାମ ମଞ୍ଚ’ । ଆଜି ଉମରକୋଟ, ରାଇଘର, ଝରିଗାଁ ଏବଂ…

ବାଂଲାଦେଶକୁ ନେଇ ICC ନେଲା ବଡ଼ ନିଷ୍ପତ୍ତି: କ୍ରିକେଟ୍‌ ଜଗତରେ ଖେଳିଗଲା…

ନୂଆଦିଲ୍ଲୀ,୧୦।୨: ଭାରତରେ T20 ବିଶ୍ୱକପ ମ୍ୟାଚ ଖେଳିବାକୁ ମନା କରିବା ପାଇଁ ବାଂଲାଦେଶ କ୍ରିକେଟ ବୋର୍ଡ ଉପରେ କୌଣସି ଦଣ୍ଡ ଲାଗୁ କରାଯିବ ନାହିଁ। ICC ଘୋଷଣା…

ହାତୀ ପାଇଁ ବିକଳ୍ପ ଚାଷ କରାଯାଉ: ଘୋଡା ନାଚ ମାଧ୍ୟମରେ ହାତୀ ସୁରକ୍ଷା ସଚେତନତା

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ, ଟାଟା ପାୱାର ଏବଂ ସ୍ନେହା ସ୍ବେଚ୍ଛାସେବୀ ଅନୁଷ୍ଠାନର ମିଳିତ ସହଯୋଗରେ ଚାଲିଥିବା ହାତୀ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ…

କାହାକୁ ଡରୁଥିଲା ପାକିସ୍ତାନ, କେମିତି ନଇଁଲା ଆଉ କିଏ ବୁଝାଇଲା? ଜାଣନ୍ତୁ ଭାରତ-ପାକିସ୍ତାନ ମ୍ୟାଚର ଇନସାଇଡ ଷ୍ଟୋରୀ

ନୂଆଦିଲ୍ଲୀ,୧୦।୨: ପାକିସ୍ତାନ ସରକାର ମ୍ୟାଚ ବର୍ଜନ କରିବାର ନିଷ୍ପତ୍ତି ପ୍ରତ୍ୟାହାର କରିନେଇଛି। ପାକିସ୍ତାନର ଏହି ନିଷ୍ପତ୍ତି ଟୁର୍ଣ୍ଣାମେଣ୍ଟରେ ଚାଲିଥିବା ଅଚଳାବସ୍ଥାର ଅନ୍ତ ଘଟାଇଛି। ୨୦୨୬ ଟି-୨୦ ବିଶ୍ୱକପର…

କୁମ୍ଭ ରାଶିରେ ବୁଧଙ୍କ ଉଦୟ, ଚମକିବ ୩ ରାଶିର ଭାଗ୍ୟ

ଫେବୃଆରୀ ୯ ତାରିଖରେ ବୁଧ କୁମ୍ଭ ରାଶିରେ ଉଦିତ ହୋଇଛନ୍ତି। ବୁଧଙ୍କ ଏହି ଉଦିତ ଫେବୃଆରୀ ମାସରେ କିଛି ରାଶି ପାଇଁ ଅତ୍ୟନ୍ତ ଶୁଭ ଫଳ ଆଣିପାରେ।…

ଅଷ୍ଟ୍ରେଲିଆରେ ଇସ୍ରାଏଲ ରାଷ୍ଟ୍ରପତିଙ୍କୁ ବିରୋଧ, ହେଲେ କାହିଁକି ହେଲା ପ୍ରଦର୍ଶନ? ଜାଣନ୍ତୁ…

ସିଡନୀ,୧୦।୨: ଇସ୍ରାଏଲର ରାଷ୍ଟ୍ରପତି ଆଇଜାକ ହର୍ଜୋଗ ଅଷ୍ଟ୍ରେଲିଆ ଗସ୍ତରେ ଆସୁଛନ୍ତି। ସେ ସୋମବାର ଚାରି ଦିନିଆ ଗସ୍ତ ପାଇଁ ସିଡନୀରେ ପହଞ୍ଚିଥିଲେ। ଗତ ଡିସେମ୍ବରରେ ବଣ୍ଡି ବିଚ…

ICCର ବଡ଼ ଘୋଷଣା: ଏହି ଦଳରେ ସାମିଲ ହେଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୧୦।୨: ଆଇସିସି ପୁରୁଷ ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆର ଐତିହାସିକ ବିଜୟର ନାୟକ ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ଆଉ ଏକ ଗୁରୁତ୍ୱପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri