Posted inଜାତୀୟ

ବିଶ୍ୱ ଭାରତୀ ବିଶ୍ୱବିଦ୍ୟାଳୟ କୁଳପତିଙ୍କ ଉପରେ ଆକ୍ରମଣ…

କୋଲକାତା,୧୩।୧୨ : ବିଶ୍ୱ ଭାରତୀ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ବିଦ୍ୟୁତ ଚକ୍ରବର୍ତ୍ତୀଙ୍କୁ ତାଙ୍କ ସରକାରୀ ବାସଭବନର ପ୍ରବେଶ ପଥରେ କେତେକ ଅଜଣା ବ୍ୟକ୍ତି ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଅଭିଯୋଗ ହୋଇଛି ଯେ ଯେତେବେଳେ ପ୍ରଫେସରଙ୍କୁ ଆକ୍ରମଣ କରାଯାଇଥିଲା ସେତେବେଳେ ଶାନ୍ତିନିକେତନ ପୋଲିସ ଷ୍ଟେଶନର ଅଧିକାରୀ ମଧ୍ୟ ଘଟଣାସ୍ଥଳରେ ଉପସ୍ଥିତ ଥିଲେ। ଏନେଇ ତଦନ୍ତ ଆରମ୍ଭ ହୋଇଛି।

ବୁଦ୍ଧିଜୀବୀ ତଥା ରାଜନୈତିକ ଦଳଗୁଡ଼ିକ ପକ୍ଷରୁ ଏହି ଘଟଣାର ନିନ୍ଦା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାନୁୟାରୀ ଶେଷ ସୁଦ୍ଧା ସମ୍ପତ୍ତି ତାଲିକା ଦିଅ

ନୂଆଦିଲ୍ଲୀ, ୯।୧(ପି.ଟି.): ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌) ଅଫିସରମାନେ ଜାନୁୟାରୀ ୩୧ ସୁଦ୍ଧା ସେମାନଙ୍କର ସ୍ଥାବର ସମ୍ପତ୍ତି ତାଲିକା ଦାଖଲ କରିବା ଲାଗି ସରକାର ନିର୍ଦ୍ଦେଶ...

ଯୋଗୀ ଆଦିତ୍ୟନାଥ ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ: ୨୩ ମନ୍ତ୍ରୀ ନେଲେ ଶପଥ

ଲକ୍ଷ୍ନୌ,୨୧।୮: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ ବୁଧବାର ହୋଇଛି। ଏଥିରେ ୨୩ ଜଣ ମନ୍ତ୍ରୀ ଶପଥ ନେଇଛନ୍ତି। ସେମାନଙ୍କ ମଧ୍ୟରେ ୬ କ୍ୟାବିନେଟ୍‌,...

ଭାଜପାକୁ ଚାନ୍ଦ-ତାରା ମାଗି ନ ଥିଲି: ଉଦ୍ଧବ

ମୁମ୍ବାଇ,୩।୨: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଭାରତୀୟ ଜନତା ପାର୍ଟି(ଭାଜପା)କୁ ଟାର୍ଗେଟ କରିଛନ୍ତି। ସେ ଭାଜପା ହାତଛାଡି କଂଗ୍ରେସ ଓ ଏନ୍‌ସିପି ସହ ମିଶି ସରକାର...

ଅନୁସନ୍ଧାନ ପ୍ରଭାବିତ ହେବା ଆଶଙ୍କାରେ ଅଭିଯୁକ୍ତଙ୍କ ଜାମିନ୍‌ ମଞ୍ଜୁର ନ କରିବା ଠିକ୍‌ ନୁହେଁ…

ନୂଆଦିଲ୍ଲୀ,୨୭।୨ : ଅଭିଯୁକ୍ତଙ୍କ ଜାମିନ୍‌ ଦ୍ୱାରା ଅନୁସନ୍ଧାନ ପ୍ରଭାବିତ ହେବାର ଅସ୍ପଷ୍ଟ ଆଶଙ୍କା କରି ତାଙ୍କୁ ଦୀର୍ଘ ସମୟ ପର୍ଯ୍ୟନ୍ତ ଜେଲରେ ରଖିବା ଏକ ଯୁକ୍ତିଯୁକ୍ତ...

ଦୋଷୀ ସାବ୍ୟସ୍ତ ହେଲେ ଆଶାରାମ ବାପୁ

ଗାନ୍ଧୀନଗର,୩୦।୧: ଏକ ଦଶନ୍ଧି ପୁରୁଣା ବଳାତ୍କାର ମାମଲାରେ ଗୁଜରାଟର ଏକ କୋର୍ଟ ଆତ୍ମଘୋଷିତ ବାବା ଆଶାରାମ ବାପୁଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସୋମବାର ଗାନ୍ଧୀନଗର ଆଡିଶନ୍‌...

କିଛି ମିନିଟ୍‌ରେ କୋଭିଶିଲ୍ଡର ଦୁଇଟି ଡୋଜ

ମାଙ୍ଗାଲୁରୁ,୩।୯: ୧୯ ବର୍ଷୀୟ ଦିନ ମଜୁରିଆଙ୍କୁ କିଛି ମିନିଟ୍‌ ବ୍ୟବଧାନରେ କୋଭିଶିଲ୍ଡ ଟିକାର ଦୁଇଟି ଡୋଜ ଦିଆଯାଇଛି। ଏଭଳି ଘଟଣା ଘଟିଛି କର୍ନାଟକର ଦକ୍ଷିଣ କନ୍ନଡ...

୧୬ ଦିନରେ ଭାରତରେ ୧୬ କରୋନା ମୃତ୍ୟୁ: ସଂକ୍ରମିତଙ୍କ ସଂଖ୍ୟା ୬୫୦ ଟପିଲା

ନୂଆଦିଲ୍ଲୀ,୨୬।୩: କରୋନା ସଂକ୍ରମଣ ସାରା ପୃଥିବୀରେ କୋକୁଆ ଭୟ ସୃଷ୍ଟି କରିଛି। ଭାରତରେ ଅବସ୍ଥା ଧୀରେଧୀରେ ସଙ୍କଟଜନକ ହେବାରେ ଲାଗିଛି। ଗତ ୧୬ ଦିନ ମଧ୍ୟରେ...

ହିଜାବ ଆନ୍ଦୋଳନକାରୀଙ୍କ ପାଇଁ ପୁଣି ଥରେ ପରୀକ୍ଷା କରାଯିବ ନାହିଁ

ବେଙ୍ଗାଲୁରୁ,୨୧।୩: ହିଜାବ ଆନ୍ଦୋଳନ ପାଇଁ ପ୍ରାକ୍ଟିକାଲ ପରୀକ୍ଷା ଦେଇ ପାରି ନ ଥିବା ଛାତ୍ରୀଙ୍କ ପାଇଁ ସୋମବାର ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛି ପ୍ରାଥମିକ ବିଶ୍ୱବିଦ୍ୟାଳୟ ଶିକ୍ଷା...

Advertisement
Archives

Model This Week