‘ଭିଟାମିନ୍‌-ସି’ ଅଭାବରୁ ସୃଷ୍ଟି ହୁଏ ଏସବୁ ସମସ୍ୟା

ଭିଟାମିନ୍‌-ସି’ ଶରୀର ଲାଗି ଜରୁରୀ। ଏଥିରୁ ଜରୁରୀ ପୋଷକତତ୍ତ୍ୱ ମିଳିଥାଏ। ମାତ୍ର ଅନେକ ଏହି ଭିଟାମିନ କମ୍‌ ଥିବା ସମସ୍ୟାରେ ଜଡିତ ହୋଇଥାନ୍ତି। ତେବେ ଶରୀରକୁ ଏହି ଭିଟାମିନ୍‌ ପ୍ରଚୁର ପରିମାଣରେ ଯୋଗାଇବାକୁ ହେଲେ ଏସବୁ ଖାଦ୍ୟକୁ ଡାଏଟରେ ସାମିଲ କରିବା ଉଚିତ। ଫଳରେ ବିଭିନ୍ନ ସ୍ବାସ୍ଥ୍ୟ ସମସ୍ୟାରୁ ମୁକ୍ତି ପାଇବେ।

ଫଳ ଓ ପରିବାରେ ଭିଟାମିନ୍‌ ‘ସି’ ରହିଥାଏ। ପାଳଙ୍ଗ,କଦଳୀ, ଷ୍ଟ୍ରବେରୀ, ଲେମ୍ବୁ, କମଳା,କିଓ୍ବି ଆଦି ଫଳରୁ ଏହା ମିଳିଥାଏ।

ଶରୀରର ଖଣ୍ଡିଆକୁ ଶ୍ରୀଘ୍ର ଶୁଖାଇବାରେ ଏହା ସାହାଯ୍ୟ କରିଥାଏ। ଏହାଛଡ଼ା ଚର୍ମ ସମସ୍ୟା, ଆଣ୍ଠୁଗଣ୍ଠି ସମସ୍ୟା ଆଦି ଦୂର କରିଥାଏ।

କିଡ୍‌ନୀ ରୋଗୀଙ୍କ ଲାଗି ଏହା ମଧ୍ୟ ଲାଭକାରୀ। ଏଥିସହ ରକ୍ତଚାପ ସମସ୍ୟାରୁ ମୁକ୍ତି ଦେଇଥାଏ। ଏହା ମଧୁମେହ ରୋଗୀଙ୍କ ଲାଗି ମଧ୍ୟ ଉପକାରୀ।

ଶରୀରରେ ଭିଟାମିନ୍‌ ସି କମ୍‌ ହେବା ଯୋଗୁ ଆଖି ଓ ଦାନ୍ତରୋଗ ସମସ୍ୟା ଦେଖାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବପିଢ଼ି ପାଇଁ ବଡ଼ ଘୋଷଣା କଲେ ସରକାର: ଆଗାମୀ ୬ ମାସରେ ମିଳିବ ୧ ଲକ୍ଷ ସରକାରୀ ନିଯୁକ୍ତି

ନୂଆଦିଲ୍ଲୀ,୨୫।୮: ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜ୍ୟର ଯୁବପିଢ଼ି ପାଇଁ ବଡ଼ ଘୋଷଣା କରିଛନ୍ତି। ଲକ୍ଷ୍ନୌରେ ୩,୪୪୬ ଜଣ ପ୍ରାବିଧିକ ସହାୟକ ଏବଂ ୧୨୬ ଜଣ…

ଫେସବୁକ୍‌ ଲାଇଭ୍‌ରେ ଆସି ଏମିତି କ’ଣ କହିଦେଲେ ମମତା: ଶୁଣିକି ଛାନିଆ ହେଲା ଭାଜପା!

କୋଲକାତା,୨୫।୮: ପଶ୍ଚିମବଙ୍ଗ ରାଜନୀତିରେ ଜାରି ରହିଥିବା ରାଜନୈତିକ ଟଣାଓଟରା ମଧ୍ୟରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀଙ୍କ ବଡ଼ ବୟାନ ସାମ୍ନାକୁ…

ଜିପିଏଲ୍‌ଏଫ୍‌,ସିଆର୍‌ପି ନିଯୁକ୍ତିରେ ଅନିୟମିତତା ଅଭିଯୋଗ: ଗୋଟିଏ ଏସ୍‌ଏଚ୍‌ଜିର ୨ ସଦସ୍ୟାଙ୍କୁ ନିଯୁକ୍ତି ନେଇ ଉଠିଲା ପ୍ରଶ୍ନ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ନଅଗାଁ(ଖ) ପଞ୍ଚାୟତରେ ଜିପିଏଲ୍‌ଏଫ୍‌ ଓ ସିଆର୍‌ପି ମେମ୍ବର ନିଯୁକ୍ତିରେ ଅନିୟମିତତା ହୋଇଥିବା ନେଇ ଅଭିଯୋଗ ହୋଇଛି। ଏନେଇ ନଅଗାଁ(ଖ) ଗ୍ରାମର…

ଚିନି ଦର ବଢିବା ପ୍ରଶ୍ନରେ ହସିଲେ କୃଷିମନ୍ତ୍ରୀ ଶିବରାଜ, କହିଲେ ଏମିତି…ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ଦେଶର ବିଭିନ୍ନ ସ୍ଥାନରେ ଚିନି ଦର ବଢ଼ିବାକୁ ନେଇ ଚିନ୍ତା ବଢ଼ିଛି। ବିଶେଷକରି ରକ୍ଷାବନ୍ଧନ ପର୍ବ ପୂର୍ବରୁ ଚିନିର ଦର ବୃଦ୍ଧି ଯୋଗୁ ସାଧାରଣ ଲୋକଙ୍କ…

ବଢ଼ିଲା କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ଅଡୁଆ, ହାଇକୋର୍ଟ ଦେଲେ ଏହି ନିର୍ଦ୍ଦେଶ

କଟକ,୨୫।୮(ପ୍ରଭୁକଲ୍ୟାଣ ପାଲ୍): କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ପାଇଁ ବଢ଼ିଲା ଅଡୁଆ । ନିମ୍ନ ଅଦାଲତରେ ବାରମ୍ବାର ସମୟ ନେଇ ହାଜର ନହେବାରୁ ହାଇକୋର୍ଟ ବିରକ୍ତ ପ୍ରକାଶ କରି…

LPG ଗ୍ରାହକଙ୍କ ପାଇଁ ବଡ଼ ଅପଡେଟ୍‌: ଶୀଘ୍ର କରନ୍ତୁ ଏହି କାମ, ନହେଲେ ବନ୍ଦ ହୋଇଯିବ ଗ୍ୟାସ ସପ୍ଲାଏ!

ନୂଆଦିଲ୍ଲୀ,୨୫।୮: ଘରେ LPG ଗ୍ୟାସ କନେକ୍ସନ ଥିଲେ ଆପଣଙ୍କ ପାଇଁ ରହିଛି ଦୁଇଟି ଗୁରୁତ୍ୱପୂର୍ଣ୍ଣ ଖବର। ପ୍ରଥମେ, LPG e-KYC କରିବାର ଶେଷ ତାରିଖକୁ ତେଲ କମ୍ପାନୀଗୁଡ଼ିକ…

ଆଜି ଚିତ୍ରା ନକ୍ଷତ୍ରରେ ଶୁକ୍ରଙ୍କ ପ୍ରବେଶ: ଏହି ୫ ରାଶିଙ୍କ ଉପରେ ଧନବର୍ଷା, ହେବେ ମାଲାମାଲ୍‌

ଜ୍ୟୋତିଷଶାସ୍ତ୍ର ଅନୁସାରେ, ଐଶ୍ୱର୍ଯ୍ୟ, ସୁଖ-ସୁବିଧା ଓ ଧନର କାରକ ଭାବେ ପରିଚିତ ଶୁକ୍ର ଗ୍ରହ ମଙ୍ଗଳଙ୍କ ନକ୍ଷତ୍ର ଚିତ୍ରାରେ ପ୍ରବେଶ କରିଛନ୍ତି। ଜ୍ୟୋତିଷବିଦଙ୍କ ମତରେ, ଶୁକ୍ରଙ୍କ ଏହି…

ମଣିଷ ମସ୍ତିଷ୍କ କୋଷରେ ଚାଲିବ ସୁପର କମ୍ପ୍ୟୁଟର: ତିଆରିହେଲା ବିଶ୍ୱର ପ୍ରଥମ ‘ଜୀବନ୍ତ ସୁପର କମ୍ପ୍ୟୁଟର’

ସିଙ୍ଗାପୁର,୨୫ା୮:କମ୍ପ୍ୟୁଟର ଏବଂ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) କ୍ଷେତ୍ରରେ ବିଜ୍ଞାନ ପ୍ରକୃତରେ ଏକ ଚମତ୍କାର କରି ଦେଖାଇଛି। ଏଣିକି କେବଳ ସିଲିକନ୍‌ ଚିପ୍‌ ନୁହେଁ, ବରଂ ମଣିଷ ମସ୍ତିଷ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri