ଭିଟାମିନ୍‌ ‘ଡି’ ଓ ବ୍ଲାଡର କ୍ୟାନ୍‌ସର

ଆମ ଶରୀରରେ ଭିଟାମିନ୍‌ ‘ଡି’ ସନ୍ତୁଳିତ ହୋଇ ରହିବା ନିହାତି ଦରକାର। ଏହା ଅସ୍ଥିକୁ ମଜଭୁତ ରଖିବା ସହ ରୋଗ ପ୍ରତିରୋଧକ ଶକ୍ତିକୁ ଦୃଢ଼ କରିଥାଏ। ଏହାବ୍ୟତୀତ ସ୍ନାୟୁକୁ ମଧ୍ୟ ସୁସ୍ଥ ରଖିବାରେ ଅନେକାଂଶରେ ସାହାଯ୍ୟ କରେ। ହେଲେ ଏହାର ଅଭାବରେ ଏକ ଗୁରୁତର ସ୍ବାସ୍ଥ୍ୟ ସମସ୍ୟାର ସମ୍ମୁଖୀନ ହେବା ଆଶଙ୍କା ରହିଛି। ଏ ନେଇ ସତର୍କ କରାଇ ଦେଇଛନ୍ତି ଟୋକିଓ ୟୁନିଭର୍ସିଟିର କ୍ୟାନ୍‌ସର ବିଶେଷଜ୍ଞମାନେ। ଏକ ସଦ୍ୟତମ ଗବେଷଣାରୁ ସେମାନେ ଜାଣିପାରିଛନ୍ତି ଯେ, ଯଦି ଆମ ଶରୀରରେ ଭିଟାମିନ୍‌ ‘ଡି’ର ଅଭାବ ପରିଲକ୍ଷିତ ହେଲା, ତେବେ ତାହା କେତେକାଂଶରେ ବ୍ଳାଡର କ୍ୟାନ୍‌ସରର କାରଣ ସାଜିଥାଏ। ଗବେଷଣା ରିପୋର୍ଟରେ ଉଲ୍ଲେଖ କରାଯାଇଛି ଯେ, ଭିଟାମିନ୍‌ ‘ଡି’ର ଅଭାବ ହେଲେ ତାହାଦ୍ୱାରା କେତେକ କୋଷ ଦୁର୍ବଳ ହୋଇଯାଇଥାଏ। ଫଳରେ କ୍ୟାନ୍‌ସର ଜୀବାଣୁ ସେହି ଦୁର୍ବଳ କୋଷରେ ନିଜର ଆସ୍ଥାନକୁ ଦୃଢ଼ କରିଥାଆନ୍ତି। ତେଣୁ ଶରୀରରେ ଏହି ଭିଟାମିନ୍‌ ପରିମାଣ ଯେପରି ସନ୍ତୁଳିତ ରହେ, ସେ ନେଇ ସତର୍କ ରହବା ଆବଶ୍ୟକ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ କ୍ରିକେଟର ନୂଆ ଅଧ୍ୟାୟ: ଦିଲ୍ଲୀ U-19 ଦଳର ଅଧିନାୟକ ହେଲେ ବୀରେନ୍ଦ୍ର ସେହୱାଗଙ୍କ ପୁଅ ଆର୍ଯ୍ୟବୀର

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ସ୍ଫୋରକ ଓପନର ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ଏକ ବଡ଼ ଦାୟିତ୍ୱ ମିଳିଛି।…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ସୂର୍ଯ୍ୟ-ଶୁକ୍ରଙ୍କ ଯୁତିରେ ଗଠନ ହେବ ଶୁକ୍ରାଦିତ୍ୟ ରାଜଯୋଗ; ଚମକିବ ଏହି ୩ ରାଶିର ଭାଗ୍ୟ, ଧନ ବର୍ଷା….

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ଚଳନ ଏବଂ ସେମାନଙ୍କ ଯୁତିକୁ ବିଶେଷ ଗୁରୁତ୍ୱ ଦିଆଯାଏ । ଦୁଇଟି ଗ୍ରହ ଗୋଟିଏ ରାଶିରେ ଏକାଠି ଅବସ୍ଥାନ କଲେ ତାହାକୁ ଗ୍ରହ…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?