ମାଂସପେଶୀକୁ ମଜଭୁତ ରଖେ ଭିଟାମିନ୍‌-ଡି’

ହର୍‌ମୋନ୍‌ର ପ୍ରାକୃତିକ ଉପାଦାନ ହେଉଛି ଭିଟାମିନ ‘ଡି’। ଏହା ଶରୀରରେ ଅସ୍ଥି ଓ ମାଂସପେଶୀକୁ ମଜଭୁତ ରଖିବାରେ ସାହାଯ୍ୟ କରେ। ହେଲେ, ଶରୀରରେ ଯେତେବେଳେ ଏହି ଭିଟାମିନ୍‌ର ଅଭାବ ଘଟେ, ସେତେବେଳେ କେତେକ ସ୍ବାସ୍ଥ୍ୟଜନିତ ସମସ୍ୟା ସୃଷ୍ଟି ହୋଇଥାଏ। ୟୁନିଭରସିଟି ଅଫ୍‌ ସାଉଥ୍‌ ଅଷ୍ଟ୍ରେଲିଆ ପକ୍ଷରୁ ହୋଇଥିବା ଏକ ସର୍ଭେରୁ ଜଣାପଡିଛି ଯେ, ଏହା ଅସନ୍ତୁଳିତ ରହିଲେ ତାହାର ପ୍ରଭାବ ମାଂସପେଶୀ ଉପରେ ପଡ଼େ, ତା’ ସହ ଏଥିଯୋଗୁ ହୃତ୍‌ପିଣ୍ଡର କାର୍ଯ୍ୟ ପ୍ରଭାବିତ ହେବାର ଯଥେଷ୍ଟ ଆଶଙ୍କା ରହିଛି। ଶରୀରରେ ଭିଟାମିନ୍‌ ‘ଡି’ର ଅଭାବ ପରିଲକ୍ଷିତ ହେଲେ ସ୍ନାୟୁଗୁଡ଼ିକ ଦୁର୍ବଳ ହୋଇପଡ଼େ। ତେଣୁ ଏଥିରୁ ରକ୍ଷା ପାଇବା ପାଇଁ ଭିଟାମିନ୍‌-ଡି ଯୁକ୍ତ ଖାଦ୍ୟ ଯଥା-କଦଳୀ, କମଳା, ଆଲ୍‌ମଣ୍ଡ, ଛତୁ, ଅଣ୍ଡା କେଶର, କ୍ଷୀର, ଜୁସ୍‌ ଆଦିକୁ ଖାଇବା ନିହାତି ଆବଶ୍ୟକ। ଏହାସହ ପ୍ରତିଦିନ ସକାଳେ କିଛି ସମୟ ସୂର୍ଯ୍ୟକିରଣ ସଂସ୍ପର୍ଶରେ ଆସନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା କଡରେ ପଡିଛି ଲକ୍ଷ ଲକ୍ଷ ଟଙ୍କାର ଔଷଧ

ମୋହନା,୨୦।୧୨( ମନ୍ମଥ ମିଶ୍ର ): ସରକାର ନିରାମୟ ଯୋଜନାରେ ସାଧାରଣ ଗରିବ ଲୋକଙ୍କ ପାଇଁ ପ୍ରତି ସ୍ବାସ୍ଥ୍ୟ କେନ୍ଦ୍ର ଓ ଉପ ସ୍ବାସ୍ଥ୍ୟ କେନ୍ଦ୍ରଗୁଡିକୁ କୋଟିକୋଟି...

ରାଶି ଚକ୍ରରେ ଶୁକ୍ର ଚଳନ: ଆସନ୍ତା ୨୪ ଦିନ ଏହି ୫ ରାଶିର ବଢ଼ିବ ଧନ ଓ ଐଶ୍ୱର୍ଯ୍ୟ

ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ସୁଖ-ସୁବିଧା, ପ୍ରେମ ଏବଂ ଅପାର ଧନର କାରକ ଗ୍ରହ ‘ଶୁକ୍ର’ ଶନିବାର ଅର୍ଥାତ୍ ୨୦ ଡିସେମ୍ବର ସକାଳ ୭ଟା ୩୧ ମିନିଟରେ...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଷ୍ଟାଣ୍ଡବାଏ କିମ୍ବା ରିଜର୍ଭ ଖେଳାଳିଙ୍କୁ କାହିଁକି ଚୟନ କରାଯାଇ ନ ଥିଲା? କାରଣ କହିଲେ ବିସିସିଆଇ ସଚିବ

ନୂଆଦିଲ୍ଲୀ,୨୦।୧୨: BCCI 2026 ଟି-20 ବିଶ୍ୱକପ ପାଇଁ ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରିଛି। ଶୁବମନ ଗିଲ ଏବଂ ରିଷଭ ପନ୍ତଙ୍କ ସମେତ ଅନେକ...

ଶାଢି ନଥିବାବେଳେ କ’ଣ ପିନ୍ଧୁଥିଲେ ମହିଳା? ୯୯% ଜାଣି ନ ଥିବେ ସତ

ପ୍ରତିବର୍ଷ ଡିସେମ୍ୱର 21 ତାରିଖରେ ବିଶ୍ୱ ଶାଢ଼ି ଦିବସ ପାଳନ କରାଯାଏ। ଶାଢ଼ି ହେଉଛି ଏକ ପାରମ୍ପରିକ ଭାରତୀୟ ମହିଳା ପୋଷାକ, ଯାହା ଶରୀରରେ ପୋଷାକ...

୨୦୨୬ ଏହି ୬ଟି ରାଶିର ବ୍ୟକ୍ତିଙ୍କ ପାଇଁ ଶୁଭ ସମୟ, ଫିଟିବ ବିବାହର ଯୋଗ!

ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ବିବାହ କେବଳ ବୟସ କିମ୍ବା ଇଚ୍ଛା ଉପରେ ନୁହେଁ, ବରଂ ଗ୍ରହମାନଙ୍କର ଗୋଚର, ଶୁକ୍ର-ଗୁରୁଙ୍କ ସ୍ଥିତି ଏବଂ ଶନିଙ୍କ ପ୍ରଭାବ ଉପରେ...

ଦୁଇ ପୁଅଙ୍କ ପାଇଁ ଏତିକି ଟଙ୍କାର ସମ୍ପତ୍ତି ରଖିଛନ୍ତି ଭାରତୀ ସିଂ, ସ୍ବାମୀଙ୍କ ହର୍ଷଙ୍କ ପାଖରେ ଅଛି…

ମୁମ୍ବାଇ,୨୦ା୧୨: କମେଡି କୁଇନ୍‌ ଭାରତୀ ସିଂଙ୍କ ଘରେ ପୁଣି ଥରେ ହସ ଫୁଟିଛି। ଏହି କମେଡି କୁଇନ୍‌ ଜଣେ ଛୋଟ ରାଜକୁମାରଙ୍କ ମା’ ହୋଇଛନ୍ତି। ଭାରତୀ...

୭୫୩ ଦିନ ପରେ ସରିଲା ବନବାସ, ଟିମ୍‌ ଇଣ୍ଡିଆ ପାଇଁ କେମିତି ଚୟନ ହେଲେ ଇଶାନ କିଶନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୦।୧୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ୱିକେଟକିପର-ବ୍ୟାଟ୍ସମ୍ୟାନ ଇଶାନ କିଶାନ ଦୁଇ ବର୍ଷ ପରେ ଦଳକୁ ଫେରିଛନ୍ତି। ଇଶାନ...

୧୮ ମାଓବାଦୀଙ୍କ ମୁଣ୍ଡ ପାଇଁ ୮ କୋଟି ୪୦ ଲକ୍ଷ ପୁରସ୍କାର

ଭୁବନେଶ୍ୱର,୨୦।୧୦: ମାଓବାଦୀଙ୍କୁ ଧରାଇ ଦେବା ପାଇଁ ପୋଲିସ ପକ୍ଷରୁ ଏକ ବଡ଼ ଘୋଷଣା କରାଯାଇଛି। ବୌଦ୍ଧ ପୋଲିସ ୧୮ ମାଓବାଦୀଙ୍କ ମୁଣ୍ଡ ଉପରେ ୮ କୋଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri