ଛାତ୍ରଙ୍କୁ ୧୫ ଲକ୍ଷ ଟଙ୍କା ଦେବେ ‘ଦ କଶ୍ମୀର ଫାଇଲ୍ସ’ର ନିର୍ଦ୍ଦେଶକ

ମୁମ୍ବାଇ: ବହୁ ଚର୍ଚ୍ଚିତ ବଲିଉଡ ମୁଭି ‘ଦ କଶ୍ମୀର ଫାଇଲ୍ସ’କୁ ନେଇ ଚର୍ଚ୍ଚାରେ ଥିବା ଏହାର ନିର୍ଦ୍ଦେଶକ ଏବେ ପୁଣିଥରେ ଚର୍ଚ୍ଚାକୁ ଆସିଛନ୍ତି । ଫିଲ୍ମ ଜରିଆରେ ସେ ଦର୍ଶକଙ୍କର ନିକଟତର ହୋଇଥିବା ବେଳେ ଏବେ ପୁଣିଥରେ ଏମିତି କଥା କହିଛନ୍ତି ଯାହା ତାଙ୍କ ପାଇଁ ପ୍ରଶଂସା ଆଣି ଦେଇଛି ।
ନିର୍ଦ୍ଦେଶକ ବିବେକ ଅଗ୍ନିହୋତ୍ରୀ ଓ ଅଭିନେତ୍ରୀ ତଥା ବିବେକଙ୍କ ସ୍ତ୍ରୀ ପଲ୍ଲବି ଯୋଶୀ ନିକଟରେ ମଖନଲାଲ ଚୁତୁର୍ବେଦି ନ୍ୟାଶନାଲ ୟୁନିଭର୍ସିଟି ଅଫ୍ ଜର୍ନାଲିଜିମ ଆଣ୍ଡ ମାସ କମ୍ୟୁନିକେଶନରେ ଆୟୋଜିତ ଫିଲ୍ମୋତ୍ସବରେ ଯୋଗ ଦେଇଥିଲେ । ଏହାର କିଛି ଫଟୋ ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି । ସେଠାରେ ବିବେକ ଘୋଷଣା କରିଛନ୍ତି କି ସେ ୫ ଛାତ୍ରଙ୍କୁ ଆର୍ଥିକ ସ୍ତରରେ ସହାୟତା କରିବେ । ବିବେକ କହିଛନ୍ତି ବିଶ୍ୱବିଦ୍ୟାଳରେ ଫିଲ୍ମସହ ଜଡିତ କୋର୍ସ ବା ଅଧ୍ୟୟନ କରୁଥିବା ୫ ଛାତ୍ରଙ୍କୁ ସେ ୫୦ ହଜାର ଟଙ୍କାର ସ୍କଲାରଶିପ ଦେବେ । ଏଥିପାଇଁ ସେ ୧୫ ଲକ୍ଷ ଟଙ୍କା ଖର୍ଚ୍ଚ କରିବେ ।
ଏହି ଛାତ୍ରଙ୍କ ଚୟନ କରିବା ପାଇଁ ବିଶ୍ୱବିଦ୍ୟାଳୟର କୁଳପତିଙ୍କ ନିର୍ଦ୍ଦେଶ କ୍ରମେ ଏକ ଚୟନ କମିଟି ଗଠନ କରାଯିବ । ମେଧାବି ଛାତ୍ରଙ୍କୁ ଏହି ବୃତ୍ତି ପ୍ରଦନ କରାଯିବ । ଏହାସହ ପଲ୍ଲବି ଯୋଶୀ କହିଛନ୍ତି, ସେହି ପିଲାମାନଙ୍କୁ ତାଙ୍କ ଅପକମିଂ ଫିଲ୍ମରେ କାମ କରିବାର ସୁଯୋଗ ବି ମିଳିବ ।


Enter your email to get our daily news in your inbox.

All Right Reserved By Dharitri.Com

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

କାନାଡାକୁ ବଡ଼ ଝଟ୍‌କା: ମିଳିବନାହିଁ ଆଇସିସି ପାଣ୍ଠି

ଦୁବାଇ,୧୬ା୫: ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ(ଆଇସିସି) ଆସନ୍ତା ୬ ମାସ ପାଇଁ କ୍ରିକେଟ କାନାଡା(ସିସି)କୁ ପରିଚାଳନାଗତ ତ୍ରୁଟି କାରଣରୁ ପାଣ୍ଠି ଯୋଗାଇବ ନାହିଁ। ଏହା କାନାଡା ଭଳି ଆସୋସିଏଟ୍‌…

‘ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବହିଷ୍କାର କରାଯାଉ’

ନୂଆଦିଲ୍ଲୀ,୧୬।୫: ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ନିଟ (NEET) ପେପର ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ…

ଆଲେନ-ରଘୁବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ଗୁଜରାଟ ଆଗରେ ୨୪୮ ରନର ବିଶାଳ ଟାର୍ଗେଟ

କୋଲକାତା,୧୬ା୫: ଚଳିତ ଆଇପିଏଲ୍‌ରେ ଶନିବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଓ ଗୁଜରାଟ ଟାଇଟନ୍ସ (ଜିଟି) ପରସ୍ପରକୁ ଭେଟିଛନ୍ତି। ଏହି କର ବା…

ପ୍ରଶ୍ନପତ୍ର ଲିକ୍‌, ଦରବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି

ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ଦେଶରେ ବାରମ୍ବାର ବିଭିନ୍ନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇ ପରୀକ୍ଷା ବାତିଲ ହେଉଥିବା ବେଳେ କିଛି ଦିନ ତଳେ ଏନ୍‌ଇଇଟି ପରୀକ୍ଷାର ପ୍ରଶ୍ନପତ୍ର ଲିକ…

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚତୁର୍ଥ ସନ୍ତାନ ପାଇଁ ୪୦ ହଜାର

ବିଜୟଓ୍ବାଡ଼ା,୧୬ା୫: ଆନ୍ଧ୍ରପ୍ରଦେଶରେ ତୃତୀୟ ସନ୍ତାନ ଜନ୍ମ ପାଇଁ ୩୦ ହଜାର ଟଙ୍କା ଆର୍ଥତ୍କ ପ୍ରୋତ୍ସାହନ ମିଳିବାକୁ ଥିବାବେଳେ ଚତୁର୍ଥ ସନ୍ତାନ ଜନ୍ମ ହେଲେ ୪୦ ହଜାର ଟଙ୍କା…

ସିବିଏସ୍‌ଇ କଲା ବଡ଼ ପରିବର୍ତ୍ତନ: ୩ ଭାଷା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୬ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ପକ୍ଷରୁ ନବମ ଏବଂ ଦଶମ ଶ୍ରେଣୀ ପାଇଁ ଏକ ବଡ଼ ପରିବର୍ତ୍ତନ କରାଯାଇଛି। ଜାରି ହୋଇଥିବା ସର୍କୁଲାର ଅନୁଯାୟୀ…

ବଡ଼ ଭାଇଙ୍କ ସହ ଘରକୁ ଫେରୁଥିଲେ, ହଠାତ ହେଲା ବଜ୍ରପାତ; ଚାଲିଗଲା…

ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି): ଭାଇକୁ ଖୋଜି ବଡ଼ ଭାଇଙ୍କ ସହ ଘରକୁ ଫେରିବା ସାଜିଲା କାଳ। କାଳବୈଶାଖୀ ଜନିତ ପ୍ରବଳ ପବନ ଓ ବର୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri