ଆପାର୍ଟମେଣ୍ଟ କିଣିଲେ ନିର୍ଦ୍ଦେଶକ ବିବେକ ଅଗ୍ନିହୋତ୍ରୀ,ଦାମ ରହିଛି…

ମୁମ୍ବାଇ: ଫିଲ୍ମ ନିର୍ଦ୍ଦେଶକ ବିବେକ ଅଗ୍ନିହୋତ୍ରୀ ଏବଂ ଅଭିନେତ୍ରୀ ପଲ୍ଲବୀ ଯୋଶୀ ମୁମ୍ବାଇର ଭର୍ସୋଭାରେ ଏକ ଆପାର୍ଟମେଣ୍ଟ କିଣିଛନ୍ତି। ଯାହାର ମୂଲ୍ୟ ପାଖାପାଖି ୧୭.୯୨ କୋଟି ହେବ । ରିପୋର୍ଟ ଅନୁଯାୟୀ, ପାର୍ଥେନନ ନାମକ ଏକ ବିଲ୍ଡିଂରେ ପଲ୍ଲବୀ ଏବଂ ବିବେକଙ୍କ ଆଉ ନୂତନ ଆପାର୍ଟମେଣ୍ଟ ୩୦ ମହଲାରେ ଅଛି। ଯାହା ୩,୨୫୮ ବର୍ଗଫୁଟ। ନିକଟରେ ବିବେକ ଅଗ୍ନିହୋତ୍ରୀ ଫିଲ୍ମ ‘କାଶ୍ମୀର ଫାଇଲ’ଚଳିତ ବର୍ଷର ସର୍ବାଧିକ ଆୟ କରିଥିବା ଫିଲ୍ମ। ଫିଲ୍ମଟି ମାର୍ଚ୍ଚ ୧୧ରେ ପ୍ରେକ୍ଷାଳୟରେ ମୁକ୍ତିଲାଭ କରିଥିଲା। ଏଥିରେ କାଶ୍ମୀର ଉପତ୍ୟକାରୁ କାଶ୍ମୀର ପଣ୍ଡିତଙ୍କ କାହାଣୀ ଚିତ୍ରିତ ହୋଇଛି। ବିବେକଙ୍କ ଦ୍ୱାରା ଲିଖିତ ଏହି ଚଳଚ୍ଚିତ୍ରରେ ଅନୁପମ ଖେର, ମିଥୁନ ଚକ୍ରବର୍ତ୍ତୀ, ଦର୍ଶନ କୁମାର, ପଲ୍ଲାବୀ ଯୋଶୀ ଏବଂ ଚିନ୍ମୟ ମାଣ୍ଡଲେକର ପ୍ରମୁଖ ଅଭିନୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri