ଆପତ୍ତିଜନକ ଟୁଇଟ୍‌ ମାମଲା: କୋର୍ଟରେ ବିନା ସର୍ତ୍ତରେ କ୍ଷମା ମାଗିଲେ ନିର୍ମାତା

ମୁମ୍ବାଇ: ‘ଦ କଶ୍ମୀର ଫାଇଲ୍ସ’ ନିର୍ଦ୍ଦେଶକ ବିବେକ ଅଗ୍ନିହୋତ୍ରୀ ତାଙ୍କ ଆପତ୍ତିଜନକ ଟୁଇଟ୍‌ ପାଇଁ ଦିଲ୍ଲୀ ହାଇକୋର୍ଟରେ ସୋମବାର ବିନା ସର୍ତ୍ତରେ କ୍ଷମା ମାଗିଛନ୍ତି। ଏହା ପରେ ଦିଲ୍ଲୀ ହାଇକୋର୍ଟ ଚଳଚ୍ଚିତ୍ର ନିର୍ମାତାଙ୍କୁ ଅପରାଧିକ ଅବମାନନା ମାମଲାରେ ନିର୍ଦ୍ଦେଷରେ ଖଲାସ କରିଥିବା ଜଣାପଡିଛି।

୨୦୧୮ ମାମଲାରେ କୋର୍ଟ ତାଙ୍କ ଆବେଦନ ଉପରେ ଶୁଣାଣି କରୁଥିଲେ। ଆପଣଙ୍କୁ କହିରଖୁଛୁ ଯେ, ଗତ ମାସରେ କୋର୍ଟ ଅଗ୍ନିହୋତ୍ରୀଙ୍କୁ ଏପ୍ରିଲ ୧୦ରେ ହାଜର ହେବାକୁ ନିର୍ଦ୍ଦେଶ ଦେଇଥିଲେ। ତେବେ ଆଜି ମାମଲାର ଶୁଣାଣି ପରେ ବିବେକ ଅଗ୍ନିହୋତ୍ରୀଙ୍କୁ ସମସ୍ତ ଅଭିଯୋଗରୁ ମୁକ୍ତ କରାଯାଇଛି।

ସୂଚନାଯୋଗ୍ୟ, ୨୦୧୮ରେ ବିବେକ ଅଗ୍ନିହୋତ୍ରୀ ଓଡ଼ିଶା ହାଇକୋର୍ଟର ଜଷ୍ଟିସ ଏସ୍‌ ମୁରଲିଧରଙ୍କ ବିଷୟରେ ଏକ ଆପତ୍ତିଜନକ ଟୁଇଟ୍‌ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଧ୍ୱଂସ କରିଦେବୁ: ୟୁଏନ୍‌ଜିଏରେ ଧମକ ଦେଲେ ଟ୍ରମ୍ପ୍‌

ଜାତିସଂଘ,୨୩ା୯:ଇରାନ ଯଦି ଓ୍ବାଶିଂଟନ ସହ ଚୁକ୍ତି ସ୍ବାକ୍ଷର ନ କରେ ତେବେ ଏହାକୁ ସମ୍ପୂର୍ଣ୍ଣ ଧ୍ୱଂସ କରିଦିଆଯିବ ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ମଙ୍ଗଳବାର ଜାତିସଂଘ…

ଶିଶୁର ଆମେରିକା ନାଗରିକତ୍ୱ ପାଇଁ ସରୋଗେସି ଆପଣାଉଛନ୍ତି ଚାଇନା ଦମ୍ପତି

ନ୍ୟୁୟର୍କ,୨୩ା୯:ଆମେରିକାରେ ଶିଶୁ ଜନ୍ମ କରିବାକୁ ଚାଇନାର ଅନେକ ଧନୀ ପରିବାର ଆକାଂକ୍ଷା ରଖୁଛନ୍ତି। କାଲିଫର୍ନିଆରେ ବଢ଼ିଚାଲିଥିବା ସରୋଗେସି ଶିଳ୍ପ ଏଭଳି ଧନୀ ଚାଇନିଜ୍‌ ପରିବାରଗୁଡ଼ିକୁ ଆକର୍ଷିତ କରୁଛି,…

କାର୍‌କୁ ଧକ୍କା ପରେ ରାସ୍ତାରେ ଓଲଟିଲା କଦଳୀ ବୋଝେଇ ଟ୍ରକ୍‌

ଭୁବନେଶ୍ୱର,୨୩।୯: ରାଜଧାନୀ ଭୁବନେଶ୍ୱରର ଜୟଦେବ ବିହାର ଜାତୀୟ ରାଜପଥରେ ଏକ କାର୍‌କୁ ଧକ୍କା ଦେଇ କଦଳୀ ବୋଝେଇ ଟ୍ରକ୍‌ ଓଲଟିପଡ଼ିଛି। ଏହି ଦୁର୍ଘଟଣାରେ ଟ୍ରକ୍‌ ଡ୍ରାଇଭର ଗୁରୁତର…

କପିଳେନ୍ଦ୍ରଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି: ଦଳକୁ ମଜଭୁତ କରିବା ଲକ୍ଷ୍ୟ

ରାଜକନିକା, ୨୩।୯ (ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକର ନୂତନ ବିଜେଡି ସଭାପତି ଭାବେ ପ୍ରାକ୍ତନ ରାଜକନିକା ପଞ୍ଚାୟତ ସମିତି ଅଧ୍ୟକ୍ଷ କପିଳେନ୍ଦ୍ର ମଲ୍ଲିକଙ୍କୁ…

ମାତ୍ର ୩୨ ରନ୍‌ କରି ଐତିହାସିକ ବିଜୟ ହାସଲ କଲା ଭାରତ, ଚମତ୍କାର କଲେ ଅକ୍ଷର ପଟେଲ

ନୂଆଦିଲ୍ଲୀ,୨୩।୯: ସାନୋ ଷ୍ଟାଡିୟମରେ ଖେଳାଯାଇଥିବା ଏକମାତ୍ର ଟି-୨୦ ମ୍ୟାଚ୍‌ରେ ଜାପାନକୁ ୨ ରନ୍‌ରେ ହରାଇଛି ଭାରତ। ବର୍ଷା ଯୋଗୁ ମ୍ୟାଚ୍‌କୁ ୫-୫ ଓଭରକୁ କମାଇ ଦିଆଯାଇଥିଲା। ଭାରତ…

ଭୁଲ ଇଞ୍ଜେକ୍ସନ ଯୋଗୁ କିନ୍ନରଙ୍କ ମୃତ୍ୟୁ ଅଭିଯୋଗ: ହସ୍ପିଟାଲ ଘେରିଲେ କିନ୍ନର ସମାଜ

ଦେବଗଡ଼, ୨୩।୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ କିନ୍ନରଙ୍କ ମୃତ୍ୟୁକୁ ନେଇ ମଙ୍ଗଳବାର ରାତିରେ ଉତ୍ତେଜନା ପ୍ରକାଶ ପାଇଛି। ଭୁଲ…

ମାତ୍ର ୧୬ ରନ୍‌ କରି ପ୍ଲେୟର ଅଫ ଦି ମ୍ୟାଚ୍‌ ପୁରସ୍କାର ଜିତିଲେ ଶ୍ରେୟସ ଆୟର: ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୨୩।୯: ଭାରତ ଓ ଜାପାନ ମଧ୍ୟରେ ଐତିହାସିକ ଟି-୨୦ ମ୍ୟାଚ ଶେଷରେ ଖେଳାଯାଇଛି। ଏହି ମୁକାବିଲାକୁ ନେଇ ଆରମ୍ଭରୁ ଉତ୍ସାହ ରହିଥିଲା। ହେଲେ ବର୍ଷା ଯୋଗୁ ମ୍ୟାଚ୍‌କୁ…

ଥମୁନି ହାତୀ ମୃତ୍ୟୁ, ୩ ବର୍ଷରେ ମଲେଣି ୨୫୬: ପ୍ରାଣୀ ବିଶେଷଜ୍ଞଙ୍କ ଉଦ୍‌ବେଗ

ଭୁବନେଶ୍ୱର,୨୩ା୯(ରବିନାରାୟଣ ଜେନା):ରାଜ୍ୟରେ ହାତୀ-ମଣିଷ ଲଢ଼େଇ ଥମୁନାହିଁ। କେତେବେଳେ ହାତୀ ଖାଦ୍ୟ ଅନ୍ବେଷଣରେ ଜନବସତି ଆଡ଼କୁ ମୁହଁାଇବା ଯୋଗୁ ଲୋକଙ୍କ ରୋଶର ଶିକାର ହେଉଛନ୍ତି ତ’ ଆଉ କେତେବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?