ମମତାଙ୍କୁ ଟାର୍ଗେଟ କରି ମାନହାନିର ଧମକ ଦେଲେ ବିବେକ ଅଗ୍ନିହୋତ୍ରୀ

କୋଲକତା,୮।୫: ଫିଲ୍ମ କେରଲା ଷ୍ଟୋରିକୁ ନେଇ ଜାତୀୟ ରାଜନୀତି ସରଗରମ ହେବାରେ ଲାଗିଛି। ରିଲିଜ୍‌ ପରେ ତାମିଲନାଡୁରେ ଏହି ଫିଲ୍ମକୁ ବ୍ୟାନ କରାଯାଇଥିଲା। କିନ୍ତୁ ମଧ୍ୟପ୍ରଦେଶ ସରକାର ଏହାକୁ ଟିକସ ମୁକ୍ତ କରିଥିଲେ। ସୋମବାର ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଟୁଇଟ୍‌ କରି ଦି କେରଲା ଷ୍ଟୋରି ଉପରେ ପ୍ରତିବନ୍ଧକ ଲଗାଇଛନ୍ତି। ରାଜ୍ୟର ବିଭିନ୍ନ ହଲରେ ଫିଲ୍ମର ସ୍କ୍ରିନିଂ ବନ୍ଦ କରିବାକୁ ସେ ରାଜ୍ୟର ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ଏହାକୁ ନେଇ କଶ୍ମିର ଫାଇଲ୍ସର ନିର୍ଦ୍ଦେଶକ ବିବେକ ଅଗ୍ନିହୋତ୍ରୀ ମମତାଙ୍କୁ ଟାର୍ଗେଟ କରିଛନ୍ତି। ସେ ଟୁଇଟ୍‌ କରି କହିଛନ୍ତି, ଦିଦି ବୋଧେ ମୋ ବିଷୟରେ କହୁଛନ୍ତି। ଖିଲାଫତ ଦ୍ୱାରା ଆକ୍ରୋଶର ଶିକାର ହୋଇଥିବା ପୀଡିତଙ୍କୁ ସାକ୍ଷାତ କରିବାକୁ ମୁଁ ପଶ୍ଚିମବଙ୍ଗ ଆସିଥିଲି। ଆପଣ ଏତେ ଡରି ଯାଇଛନ୍ତି କାହିଁକି। ଦି କଶ୍ମିର ଫାଇଲ୍ସ ନରସଂହାର ଓ ଆତଙ୍କବାଦ ବିଷୟରେ ଥିଲା। ଆପଣଙ୍କୁ କଣ ଲାଗୁଛି କଶ୍ମିର ଫାଇଲ୍ସ କଶ୍ମିର ଲୋକଙ୍କୁ ବଦନାମ କରିବାକୁ କରାଯାଇଥିଲା। ଆପଣ କିପରି କହିପାରୁଛନ୍ତି କି, ଏହି ଫିଲ୍ମ ରାଜନୈତିକ ଏଜେଣ୍ଡା ଦ୍ୱାରା ପର୍ଯ୍ୟବେସିତ। ମୁଁ ଆପଣଙ୍କ ବିରୋଧରେ ମାନହାନି ମକଦମା ଅଭିଯୋଗ କରିବା ଉଚିତ୍‌ ହେବ କି।


Enter your email to get our daily news in your inbox.

All Right Reserved By Dharitri.Com

ନାମାଙ୍କନ ପ୍ରତ୍ୟାହାର କଲେ ମମତାଙ୍କ ପ୍ରାର୍ଥୀ: ଏବେ ଦିଦି କଲେ ଏମିତି ଘୋଷଣା, ସମସ୍ତେ ଆଶ୍ଚର୍ଯ୍ୟ

କୋଲକାତା,୧୮।୯: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଉପନିର୍ବାଚନକୁ ନେଇ ବଡ଼ ରାଜନୈତିକ ମୋଡ଼ ଆସିଛି। ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଗୋଷ୍ଠୀର ପ୍ରାର୍ଥୀ ସଞ୍ଚିତା ପ୍ରଧାନ (ଦେ) ନନ୍ଦୀଗ୍ରାମ ଆସନରୁ ନିଜ…

ନିର୍ବାଚନ ଚିହ୍ନ ହରାଇବା ପରେ ମମତା ବାନାର୍ଜୀଙ୍କ ପ୍ରଥମ ପ୍ରତିକ୍ରିୟା: କହିଲେ…

କୋଲକାତା,୧୮।୯: ନିର୍ବାଚନ ଆୟୋଗ ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ଋତୁବ୍ରତ ବାନାର୍ଜୀଙ୍କ ନେତୃତ୍ୱାଧୀନ ଗୋଷ୍ଠୀ ପାଇଁ ନୂତନ ନାମ ଘୋଷଣା କରିଛନ୍ତି। ଏହା ସହିତ, ଉଭୟ…

ପାକିସ୍ତାନରେ ନମାଜ ସମୟରେ ଆତ୍ମଘାତୀ ଆକ୍ରମଣ; ୧୬ ମୃତ, ଅନେକ ଆହତ

ଇସଲାମାବାଦ,୧୮।୯: ପାକିସ୍ତାନର ଖାଇବର ପଖତୁନଖ୍ବା ପ୍ରଦେଶ ଅନ୍ତର୍ଗତ କୋହାଟ ଜିଲାର ‘ପୋଲିସ ଲାଇନ୍ସ’ ଅଞ୍ଚଳରେ ଶୁକ୍ରବାର (୧୮ ସେପ୍ଟେମ୍ବର, ୨୦୨୬) ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ଏହା…

୨୪ ଘଣ୍ଟାରେ ମମତାଙ୍କୁ ଲାଗିଲା ଦ୍ୱିତୀୟ ଝଟକା, ଯାହାକୁ ପ୍ରାର୍ଥୀ ଘୋଷଣା କରିଥିଲେ ସିଏ ଏବେ…

କୋଲକାତା: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଉପନିର୍ବାଚନକୁ ନେଇ ରାଜନୈତିକ ଘଟଣାକ୍ରମ ଜୋର ଧରିଛି। ମମତା ବାନାର୍ଜୀଙ୍କ ଗୋଷ୍ଠୀ ପକ୍ଷରୁ ନନ୍ଦୀଗ୍ରାମ ପାଇଁ ପ୍ରାର୍ଥୀ ଘୋଷିତ ହୋଇଥିବା ସଞ୍ଚିତା ପ୍ରଧାନ…

ନିର୍ବାଚନ ପୂର୍ବରୁ ଭାଜପାର ବଡ଼ ଘୋଷଣା: ଏମାନଙ୍କୁ ଦିଆଗଲା ବଡ଼ ଦାୟିତ୍ୱ

ଲକ୍ଷ୍ନୌ,୧୮।୯: ଉତ୍ତରପ୍ରଦେଶ ନିର୍ବାଚନକୁ ନେଇ BJP ପକ୍ଷରୁ ପ୍ରସ୍ତୁତି ତୀବ୍ର କରାଯାଇଛି। ଏହି କ୍ରମରେ ଦଳ ପକ୍ଷରୁ ନୂଆ ସୋସିଆଲ ମିଡିଆ ଟିମର ଘୋଷଣା କରାଯାଇଛି। ଦଳ…

ପ୍ରଧାନମନ୍ତ୍ରୀ ମୋଦି କେବେ କରିଥିଲେ UPI ପେମେଣ୍ଟ? ଏବେ ଯାଏ କେତେ କରିଛନ୍ତି ଟ୍ରାଞ୍ଜାକ୍ସନ, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୧୮।୯: ନିକଟରେ କେନ୍ଦ୍ର ସରକାର ଘୋଷଣା କରିଛନ୍ତି ଯେ UPI ଦେୟ ଉପରେ ଶୁଳ୍କ ଲାଗିବା ଚର୍ଚ୍ଚା ପରେ ମଧ୍ୟ ପର୍ସନ ଟୁ ପର୍ସନ (P2P) UPI…

ନିର୍ବାଚନ ଆୟୋଗଙ୍କ ବଡ଼ ଘୋଷଣା: ମମତାଙ୍କୁ ମିଳିଲା ନୂଆ ପାର୍ଟି ନାଁ-ଚିହ୍ନ, ଜାଣନ୍ତୁ ଋତବ୍ରତଙ୍କୁ କ’ଣ ଦିଆଗଲା…

କୋଲକାତା,୧୮।୯: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ବିଦ୍ରୋହୀ ନେତା ଋତବ୍ରତ ବାନାର୍ଜୀଙ୍କ ଦୁଇ ଭିନ୍ନ ଗୋଷ୍ଠୀ ପାଇଁ ନିର୍ବାଚନ ଆୟୋଗ ନୂଆ ଦଳୀୟ ନାମ…

୩ ସନ୍ତାନର ମା’ଙ୍କୁ ୨୫ ବର୍ଷୀୟା ଯୁବତୀଙ୍କ ସହ ହେଲା ପ୍ରେମ! ସ୍ବାମୀ-ବାପଘର ଛାଡ଼ି କହିଲେ- ଏବେ ତାଙ୍କ ସହ…

କାନପୁର,୧୮।୯: କାନପୁରର ମହାରାଜପୁର ଅଞ୍ଚଳରୁ ଏକ ଘଟଣା ଏବେ ଚର୍ଚ୍ଚାରେ। ତିନି ସନ୍ତାନର ଜଣେ ମା’ ସୱାମୀ ଓ ବାପଘରକୁ ଫେରିବା ପରିବର୍ତ୍ତେ ପ୍ରାୟ ଏକ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?