ଫିଲ୍ମରୁ ଦୂରରେ, ହେଲେ କୋଟି କୋଟି ଟଙ୍କା ସମ୍ପତ୍ତିର ମାଲିକ ଏହି ବଲିଉଡ୍‌ ଅଭିନେତା

ବମ୍ବେ: ବଲିଉଡ୍‌ ଅଭିନେତା ବିବେକ ଓବରୟଙ୍କ ଆଜି ହାପି ବର୍ଥ ଡେ। ୧୯୭୬ ସେପ୍ଟେମ୍ବର ୩ ତାରିଖରେ ଜନ୍ମଗ୍ରହଣ କରିଥିବା ବିବେକ ଆଜି ୪୪ ବର୍ଷରେ ପଦାର୍ପଣ କରିଛନ୍ତି। ଫିଲ୍ମ ‘କମ୍ପାନୀ’ରୁ ନିଜର କ୍ୟାରିୟର ଆରମ୍ଭ କରିଥିଲେ ସେ। ଏଥିପାଇଁ ତାଙ୍କୁ ଫିଲ୍ମଫେୟାରର ଶ୍ରେଷ୍ଠ ଡେବ୍ୟୁ ଆଓ୍ବାର୍ଡ ମିଳିଥିଲା। ଏବେ ସେ ଫିଲ୍ମରୁ ଦୂରେଇ ଯାଇଥିଲେ ହେଁ କୋଟି କୋଟି ଟଙ୍କା ସମ୍ପତ୍ତିର ମାଲିକ।

ବିବେକଙ୍କ ମୋଟ ସମ୍ପତ୍ତିର ମୂଲ୍ୟ ପାଖାପାଖି ୧୫ ମିଲିୟନ୍‌ ଡଲାର ଅର୍ଥାତ ୧୧୦ କୋଟିରୁ ଅଧିକ। ସେହିଭଳି ଏକ ଫିଲ୍ମ ପାଇଁ ସେ ୩ ରୁ ୪ କୋଟି ଟଙ୍କା ନେଇଥାନ୍ତି। ସେ ଜଣେ ଅଭିନେତା ସାଙ୍ଗକୁ ପ୍ରଯୋଜନା କମ୍ପାନୀ ‘ଓବରୟ ମେଗା ଏଣ୍ଟରଟେନ୍‌ମେଣ୍ଟ’ର ମାଲିକ। ଏଥିସହ ତାଙ୍କର ଅନ୍ୟ ଏକ କମ୍ପାନୀ କର୍ମ ଇନ୍‌ଫ୍ରାଷ୍ଟ୍ରକ୍ଚର ପ୍ରାଇଭେଟ୍‌ ଲିମିଟେଡ୍‌ ରହିଛି।

ବିବେକଙ୍କ ଅଭିନୟ ଜୀବନକୁ ଯଦି ଦେଖାଯାଏ ତେବେ ସେ ରାମ ଗୋପାଳ ବର୍ମାଙ୍କ ଫିଲ୍ମରୁ ନିଜର ଡେବ୍ୟୁ କରିଥିଲେ। ପରେ ସେ ମସ୍ତି, ୟୁବା, କିସନା: ଦ ଓ୍ବାରିୟର ପୋଏଟ୍‌, ଓମ୍‌କାରା, ନକ୍ସା, ଶୁଟ୍‌ ଆଉଟ୍‌ ଆଟ୍‌ ଲୋଖଣ୍ଡଓ୍ବାଲା, ମିଶନ ଇସ୍ତାବୁଲ, ରକ୍ତ ଚରିତ୍ର, କୃଷ ୩, ଗ୍ରେଟ୍‌ ଗ୍ରାଣ୍ଡ ମସ୍ତି, ରୁସ୍ତମ ଭଳି ଫିଲ୍ମରେ କାମ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଙ୍ଗନାଙ୍କୁ ରାତାରାତି ଷ୍ଟାର କରି ଦେଇଥିବା ଏହି ଫିଲ୍ମ କରିବାକୁ ମନା କରିଦେଇଥିଲେ ବେବୋ, କାରଣ ଥିଲା ଏମିତି

ବଲିଉଡ ଅଭିନେତ୍ରୀ କରିନା କପୁର ଖାନ ତାଙ୍କ ଫିଲ୍ମ ଏବଂ ଷ୍ଟାଇଲ ଫାଇଁ ଇଣ୍ଡଷ୍ଟ୍ରିରେ ଏକ ଭିନ୍ନ ସ୍ଥାନ ସୃଷ୍ଟି କରିଛନ୍ତି। ଏବେ ତାଙ୍କ ବିଷୟରେ...

ବନ୍ଦ ହେଲା ଦିଲୀପ କୁମାରଙ୍କ ଟୁଇଟର ଆକାଉଣ୍ଟ

ନୂଆଦିଲ୍ଲୀ,୧୬।୯: ବନ୍ଦ ହେଲା ବିଶିଷ୍ଟ ଅଭିନେତା ଦିଲୀପ କୁମାରଙ୍କ ଟୁଇଟର ଆକାଉଣ୍ଟ। ଦିଲ୍ଲୀପ କୁମାରଙ୍କ ସମ୍ପର୍କୀୟ ଫେଜଲ ଫାରୁକି ଏ ନେଇ ସୂଚନା ଦେଇଛନ୍ତି। ଦିଲୀପଙ୍କ...

ପାରମ୍ପରିକ ରୀତିନୀତିରେ ବିବାହ କରିବେ ଫରହାନ-ଶିବାନୀ

ମୁମ୍ବାଇ: ବଲିଉଡ ଅଭିନେତା ଫରହାନ ଅଖତର ଓ ଶିବାନୀ ଦାଣ୍ଡେକର ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି। ଫେବୃଆରୀ ୧୯ରେ ମହାରାଷ୍ଟ୍ରୀୟ ପାରମ୍ପରିକ ରୀତିନୀତିରେ ଦୁହେଁ...

ଇଲେକ୍ଟ୍ରି ବିଲ୍‌ ଦେଖି ଚମକି ପଡ଼ିଲେ ତାପସୀ ପନ୍ନୁ

ସର୍ବଦା ଖୋଲାଖୋଲି ଭାବେ ମତ ପ୍ରକାଶ କରିବାକୁ ଭଲ ପାଉଥିବା ଅଭିନେତ୍ରୀ ତାପସୀ ପନ୍ନୁ ବଲିଉଡ୍‌ରେ ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛନ୍ତି। ପୂର୍ବରୁ...

ବିବାହ ପୂର୍ବରୁ ସାଢେ ୪ଲକ୍ଷ ଟଙ୍କାର କେକ୍ କାଟିଲେ କ୍ୟାଟ୍ରିନା କୈଫ!

ମୁମ୍ବାଇ: ବଲିଉଡ୍ ନାୟିକା କ୍ୟାଟ୍ରିନା କୈଫ ଓ ଅଭିନେତା ଭିକ୍କି କୌଶଲ ଗୁରୁବାର ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି । କିଛି ସମୟ ପୂର୍ବରୁ ଏମାନଙ୍କର...

ବିବାହ ପୂର୍ବରୁ ଜିମ୍‌ ବାହାରେ ସ୍ପଟ୍‌ ହେଲେ କାଟ୍ରିନା, ପ୍ରଶଂସକ କହିଲେ…

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ କାଟ୍ରିନା କୈଫ୍‌ ଏବଂ ଭିକି କୌଶଲଙ୍କ ବିବାହ ଆଉ ଅଳ୍ପ ଦିନ ବାକି ଅଛି। ଉଭୟ ନିଜ ବିବାହ ପାଇଁ ପ୍ରସ୍ତୁତିରେ...

ଆମେ ଫିଙ୍ଗୁଥିବା ପୋଷାକକୁ ଆମେରିକାରେ କରାଯାଉଛି ବିକ୍ରି: ଅର୍ଚ୍ଚନା

ବଲିଉଡ୍‌ ଅଭିନେତ୍ରୀ ତଥା ‘ଦ କପିଲ ଶର୍ମା’ ଶୋ’ ଜଜ୍‌ ଅର୍ଚ୍ଚନା ପୁରୁଣ ସିଂହ ଏବେ ପରିବାର ସହ ଆମେରିକାରେ ଛୁଟିି କାଟୁଛନ୍ତି। ଏହି ସମୟର...

ମା’ବାପାଙ୍କ ମଧ୍ୟରେ ଥମୁନି ବିବାଦ: ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟ ଡିଲିଟ୍‌ କଲେ ଶ୍ୱେତାଙ୍କ ଝିଅ

ବମ୍ବେ: ଖୁବ୍‌ଶୀଘ୍ର ବଲିଉଡ୍‌ରେ ଡେବ୍ୟୁ କରିବେ ଲୋକପ୍ରିୟ ଟେଲି ଅଭିନେତ୍ରୀ ଶ୍ୱେତା ତିଓ୍ବାରୀଙ୍କ ଝିଅ ପଲକ। ଏଭଳି ଖୁସି ସମୟ ଭିତରେ କିନ୍ତୁ ବିବାଦ ତାଙ୍କର...

Advertisement
Archives

Model This Week