ରିପବ୍ଲିକାନ୍‌ ରାଷ୍ଟ୍ରପତି ପ୍ରାର୍ଥୀ ବିବେକ ରାମସ୍ବାମୀଙ୍କ ବଡ଼ ବୟାନ

ଓ୍ବାଶିଂଟନ,୧୮।୯: ରିପବ୍ଲିକାନ୍‌ ରାଷ୍ଟ୍ରପତି ପ୍ରାର୍ଥୀ ବିବେକ ରାମସ୍ବାମୀଙ୍କ ଏକ ବଡ଼ ବୟାନ ସାମ୍ନାକୁ ଆସିଛି। ୨୦୨୪ ନିର୍ବାଚନରେ ବିଜୟୀ ହୋଇ କ୍ଷମତାକୁ ଆସିଲେ ଏଚ୍‌-୧ବି ଭିଜା ବ୍ୟବସ୍ଥାର ଅନ୍ତ ଘଟାଇବେ ବୋଲି କହିଛନ୍ତି। ଏହି ଲଟେରିଭିତ୍ତିକ ବ୍ୟବସ୍ଥା ସ୍ଥାନରେ ସେ ଗୁଣାତ୍ମକ ପ୍ରବେଶ ବ୍ୟବସ୍ଥା କାର୍ଯ୍ୟକାରୀ କରାଇବେ ବୋଲି ଜନସାଧାରଣଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି।

ଏଚ୍‌-୧ବି ହେଉଛି ଏକ ଅଣପ୍ରବାସୀ ଭିଜା। ଭାରତୀୟ ଆଇଟି ପେସାଦାରମାନେ ଆମେରିକା କମ୍ପାନୀରେ ନିଯୁକ୍ତି ପାଇବା ପାଇଁ ଏହି ଭିଜା ଚାହିଁଥାନ୍ତି। ଭାରତ ଓ ଚାଇନା ଭଳି ଦେଶରୁ ପ୍ରତିବର୍ଷ ହଜାର ହଜାର କର୍ମଚାରୀଙ୍କୁ ନିଯୁକ୍ତି ଦେବା ଲାଗି ଟେକ୍‌ନୋଲୋଜି କମ୍ପାନୀଗୁଡ଼ିକ ମଧ୍ୟ ଏହି ଭିଜା ଉପରେ ନିର୍ଭର କରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ସୈନ୍ୟ ଆଡ୍ଡା ଧ୍ୱଂସ

କାବୁଲ,୩।୪: ଆଫଗାନ ସେନା ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଡୁରାଣ୍ଡ ରେଖା ପାର କରି ଖୋଷ୍ଟ-ଖୁରମ ସୀମା ନିକଟରେ ପାକିସ୍ତାନୀ ସାମରିକ ସ୍ଥାନ ଉପରେ ଏକ ବଡ଼ ଆକ୍ରମଣ କରିଛି।…

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ଚନ୍ଦ୍ରକୁ ମହାକାଶଚାରୀ ପଠାଇଲା ନାସା, ରକେଟ ଛଡ଼ାଯିବାର ୫ ମିନିଟ୍‌ ପରେ କମାଣ୍ଡର କହିଲେ…

କେପ୍‌ କାନାଭେରାଲ,୨ା୪: ଆମେରିକାର ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ୍‌ ସ୍ପେସ୍‌ ଆଡମିନିଷ୍ଟ୍ରେଶନ(ନାସା) ବୁଧବାର ଚନ୍ଦ୍ର ଅଭିମୁଖେ ୪ଜଣ ମହାକାଶଚାରୀଙ୍କୁ ପଠାଇଛି। ଆର୍ଟେମିସ୍‌-୨ ନାମରେ ଏହି ଚନ୍ଦ୍ର ଅଭିଯାନ ୩ଜଣ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri