‘ଦ କଶ୍ମୀର ଫାଇଲ୍ସ’ ପରେ ଏବେ ‘ଦ ଦିଲ୍ଲୀ ଫାଇଲ୍ସ’

ଫିଲ୍ମ ‘ଦ କଶ୍ମୀର ଫାଇଲ୍ସ’ ବକ୍ସ ଅଫିସରେ ସୁପରହିଟ୍‌ ସାବ୍ୟସ୍ତ ହୋଇଛି। ବିବେକ ଅଗ୍ନିହୋତ୍ରୀଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମ ବକ୍ସ ଅଫିସରେ ୨୫୦ କୋଟି ଟଙ୍କାରୁ ଅଧିକ ରୋଜଗାର କରିଛି। ଫିଲ୍ମର ଏଭଳି ସଫଳତା ଦେଖିବା ପରେ ବିବେକ ଅଗ୍ନିହୋତ୍ରୀ ତାଙ୍କର ନୂଆ ପ୍ରୋଜେକ୍ଟ ଘୋଷଣା କରିଛନ୍ତି। କେବଳ ଏତିକି ନୁହେଁ, ବିବେକ ତାଙ୍କ ନୂଆ ଫିଲ୍ମର ଟାଇଟଲ ମଧ୍ୟ ପ୍ରଶଂସକଙ୍କ ସହ ଶେୟାର କରିଛନ୍ତି। ଏହି ଫିଲ୍ମର ଟାଇଟଲ୍‌ ସେ ‘ଦିଲ୍ଲୀ ଫାଇଲ୍ସ’ ରଖିଛନ୍ତି। ଖୁବ୍‌ଶୀଘ୍ର ଏହି ଫିଲ୍ମର ଶୁଟିଂ ଆରମ୍ଭ ହେବ ବୋଲି ସେ କହିଛନ୍ତି। ସେ ଟୁଇଟ୍‌ ଯୋଗେ କହିଛନ୍ତି, ଯେଉଁମାନେ କଶ୍ମୀର ଫାଇଲ କିଣିଛନ୍ତି, ସେମାନଙ୍କୁ ମୁଁ ଧନ୍ୟବାଦ ଦେଉଛି। ଗତ ୪ ବର୍ଷ ଧରି, ଆମେ ସମ୍ପୂର୍ଣ୍ଣ ଆନ୍ତରିକତା ଏବଂ ଉତ୍ସର୍ଗୀକୃତ ସହିତ ବହୁତ କଠିନ ପରିଶ୍ରମ କରିଛୁ। ଏକ ନୂଆ ଫିଲ୍ମରେ କାମ କରିବାର ସମୟ ଆସିଛି।
୧୯୯୦ ଦଶକ ପୂର୍ବରୁ କଶ୍ମୀରରୁ କଶ୍ମୀରୀ ପଣ୍ଡିତଙ୍କ ଦେଶ ଛାଡିବା ଉପରେ ଆଧାର କରି ଫିଲ୍ମ ‘ଦ କଶ୍ମୀର ଫାଇଲ୍ସ’ ମାତ୍ର ୧୫ କୋଟି ବଜେଟରେ ନିର୍ମିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ-ଆମେରିକା ଡିଲ୍‌ରେ ପାକିସ୍ତାନର ନାଁ: ଖୁସିରେ ଗଦ୍‌ଗଦ୍‌ ଶେହବାଜ ସରିଫ, କହିଲେ- ‘ମୋ ମଧ୍ୟସ୍ଥତାରେ…’

ନୂଆଦିଲ୍ଲୀ, ୧୮।୬: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତି ସ୍ବାକ୍ଷରିତ ହୋଇଛି। ଏହି ଡିଲ (ଚୁକ୍ତି) ହେବା ପରେ ପାକିସ୍ତାନ ମଧ୍ୟ ମଧ୍ୟସ୍ଥତାର ଶ୍ରେୟ (କ୍ରେଡିଟ)…

ଆପଲପ୍ରେମୀଙ୍କୁ ଲାଗିବ ଝଟକା, ମହଙ୍ଗା ହେବ ଆଇଫୋନ! ସିଇଓ କହିଲେ…

ନୂଆଦିଲ୍ଲୀ,୧୮।୬: ବର୍ତ୍ତମାନ ସମୟରେ ଯୁବପିଢ଼ିଙ୍କ ମଧ୍ୟରେ ଆଇଫୋନର କ୍ରେଜ ଦେଖିବାକୁ ମିଳୁଛି । ଏହାରି ଭିତରେ ଆପଲ ସିଇଓ ଟିମ୍ କୁକ୍ ଏକ ବଡ଼ ଘୋଷଣା କରିଛନ୍ତି…

G7 ସମ୍ମିଳନୀରେ ମୋଦିଙ୍କୁ ନେଇ ଏମିତି କ’ଣ କହିଲେ ଟ୍ରମ୍ପ? ହସି ହସି ବେଦମ ହେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ୧୮।୬: ଫ୍ରାନ୍ସର ଏଭିଆନଠାରେ ଅନୁଷ୍ଠିତ ଜି-୭ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ସାକ୍ଷାତ ହୋଇଥିଲା। ଦ୍ୱିପାକ୍ଷିକ ବୈଠକ ଅବସରରେ ଟ୍ରମ୍ପ…

ଦେବଗଡ଼ରେ ବଢିଲା ଖରାଦିନ ସ୍କୁଲ ଛୁଟି ଅବଧି, ଜାଣନ୍ତୁ କେବେ ଖୋଲିବ…

ଦେବଗଡ,୧୮।୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ୨୨ ତାରିଖରେ ଖୋଲିବ ସ୍କୁଲ। ୨୦ ତାରିଖ ଯାଏ ବଢ଼ିଲା ଖରାଦିନ ସ୍କୁଲ ଛୁଟି ଅବଧି। ଗ୍ରୀଷ୍ମ ପ୍ରବାହ ଯୋଗୁ…

ପାଣିପାଗ ବିଭାଗର ସୂଚନା, ବର୍ଷା ନେଇ ଏହି ୨୧ ଜିଲାକୁ ୱାର୍ନିଂ

ଭୁବନେଶ୍ୱର,୧୮।୬(ସୌମ୍ୟରଞ୍ଜନ ରାଉତ): ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଥିବା ବେଳେ ଆଗାମୀ ୪ରୁ ୫ ଦିନ ମଧ୍ୟରେ ସାରା ଓଡ଼ିଶାକୁ ଛୁଇଁବ। ତେବେ ମୌସୁମୀ ଓ…

କେସିଙ୍ଗାରେ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଶୁଭାରମ୍ଭ, ମିଳିବ ଏତିକି ଚାଉଳ

କେସିଙ୍ଗା,୧୮।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସିରେ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ବୁଧବାର ଆରମ୍ଭ ହୋଇଛି । ରାଜ୍ୟ ସରକାରଙ୍କ ଦ୍ଵାରା ଘୋଷଣା ହୋଇଥିବା ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା…

ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର: ଓଡ଼ିଶାରେ ବଦଳିଲା ସ୍କୁଲ ଖୋଲିବା ସମୟ, କେଉଁଠି ଛୁଟି ତ କେଉଁଠି ସକାଳୁଆ କ୍ଲାସ୍…

ଭୁବନେଶ୍ୱର,୧୮।୬: ଓଡ଼ିଶାର ବିଭିନ୍ନ ଜିଲାରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଖରାଛୁଟିକୁ ବୃଦ୍ଧି କରିବାକୁ ଘୋଷଣା କରାଯାଇଛି। କେତେକ ଜିଲା ଗ୍ରୀଷ୍ମକାଳୀନ ଛୁଟି…

୧୪୩ କୋଟିର ସମ୍ପତ୍ତି ସହ କୋଟି କୋଟିର ଋଣ! ଜାଣନ୍ତୁ ଉଦ୍ଧବ ଠାକରେଙ୍କ ନେଟଓ଼୍ବର୍ଥ…

ମୁମ୍ୱାଇ,୧୮।୬: ଉଦ୍ଧବ ଠାକରେ ନିଜ ଦଳରେ ବିଭାଜନକୁ ନେଇ ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। କିନ୍ତୁ ଆପଣ ଜାଣନ୍ତି କି ସେ କେତେ କୋଟି ସମ୍ପତ୍ତିର ମାଲିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri