‘ଭିଭୋ ଇଗ୍‌ନାଇଟ୍‌ ଅଭିଯାନ’

ନୂଆଦିଲ୍ଲୀ,୨୮।୯: ଅନ୍ତର୍ଜାତୀୟ ସ୍ମାର୍ଟଫୋନ୍‌ ବ୍ରାଣ୍ଡ୍‌ ଭିଭୋ ପକ୍ଷରୁ ଦେଶବ୍ୟାପୀ ଭିଭୋ ଇଗ୍‌ନାଇଟ୍‌ ଅଭିଯାନର ଶୁଭାରମ୍ଭ କରାଯାଇଛି। ଉକ୍ତ ଅଭିଯାନରେ ଦେଶର ୮ମରୁ ଦ୍ୱାଦଶ ଶ୍ରେଣୀର ଛାତ୍ରୀଛାତ୍ରମାନେ ଅଂଶ ଗ୍ରହଣ ପାଇଁ ଆବେଦନ ଆରମ୍ଭ ହୋଇଯାଇଛି। ଏପରିକି ୨୦୨୩ ଫେବୃୟାରୀ ପର୍ଯ୍ୟନ୍ତ ୩ଟି ପର୍ଯ୍ୟାୟରେ ଏହା ପରିଚାଳିତ ହେବ। ଉକ୍ତ ପ୍ରତିଯୋଗିତାର ଚୂଡ଼ାନ୍ତ ପର୍ଯ୍ୟାୟରେ ଭିଭୋ ପକ୍ଷରୁ ସାଇନ୍ସ ଆଣ୍ଡ୍‌ ଇନୋଭେଶନ ଆୱାର୍ଡସ୍‌ର ଆୟୋଜନ କରାଯିବ। ଯାହା ଅଭିନବ ଚିନ୍ତକ ଓ ୧୦ଜଣ ଶୀର୍ଷ ବିଜେତାଙ୍କୁ ୨୫ଲକ୍ଷ ଟଙ୍କାରୁ ଅଧିକ ମୂଲ୍ୟର ନଗଦ ପୁରସ୍କାର ସହ ସ୍ବୀକୃତି ପ୍ରଦାନ କରିବ। ଉକ୍ତ ପ୍ରତିଯୋଗିତା ପାଇଁ ପଞ୍ଜୀକରଣ ଆସନ୍ତା ଡିସେମ୍ବର ୧୨ ତାରିଖ ପର୍ଯ୍ୟନ୍ତ ଉପଲବ୍ଧ ରହିଛି। ଆଶାୟୀ ଛାତ୍ରୀଛାତ୍ରମାନେ ଏହାର ଓ୍ବେବ୍‌ସାଇଟ ଜରିଆରେ ପଞ୍ଜୀକରଣ ପାଇଁ ଲଗ୍‌ଅନ୍‌ ମଧ୍ୟ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ରାଇଟ୍ସର ସୁବର୍ଣ୍ଣ ଜୟନ୍ତୀ

ଭୁବନେଶ୍ୱର,୨୭।୪(ଅନୁରାଧା ମହାରଣା): ରାଇଟ୍ସ ଲିମିଟେଡ୍‌ର ପୂର୍ବତଟ ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ସୁବର୍ଣ୍ଣ ଜୟନ୍ତୀ ଉସତ୍ବ ଅନୁଷ୍ଠିତ ହୋଇଯାଇଛି। ରେଲୱେ ଅଡିଟୋରିୟମରେ କାର୍ଯ୍ୟକ୍ରମରେ ଏମକେ ଶର୍ମା ସ୍ବାଗତ ଭାଷଣ...

UPI ନେଣଦେଣରେ PPI ଚାର୍ଜ କ’ଣ? କାହାର ଲାଭ-କାହାର କ୍ଷତି ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୪: ଆଜିକାଲି ସମୟରେ ୟୁପିଆଇ ନେଣଦେଣ ସାମାନ୍ୟ କଥାରେ ପରିଣତ ହୋଇଗଲାଣି। ରାସ୍ତାକଡ଼ ବୁଲା ବେପାରୀଙ୍କଠାରୁ ଆରମ୍ଭ କରି ବଡ଼ ବଡ଼ ମଲ୍‌ରେ ମଧ୍ୟ ଏହାର...

୧୭ ହଜାର କ୍ରେଡିଟ୍‌ କାର୍ଡକୁ ବ୍ଲକ କଲା ICICI, ପ୍ରଭାବିତ ହୋଇଥିଲେ ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୨୬।୪: ବେସରକାରୀ ବ୍ୟାଙ୍କ ଆଇସିଆଇସିଆଇ ୧୭ ହଜାର କ୍ରେଡିଟ୍‌ କାର୍ଡକୁ ବ୍ଲକ୍‌ କରିଦେଇଛି। ନିକଟରେ କାର୍ଡଗୁଡ଼ିକ ଜାରି କରାଯାଇଥିବା ବେଳେ ଭୁଲ ୟୁଜର୍ସ ଥିବା ମାମଲା...

ଏହି କାରଣ ପାଇଁ ଦୁବେଙ୍କ ବଦଳରେ ହାର୍ଦ୍ଦିକଙ୍କୁ ଟି-୨୦ ବିଶ୍ୱକପ ଦଳରେ ମିଳିବ ସ୍ଥାନ: ରିପୋର୍ଟ

ନୂଆଦିଲ୍ଲୀ,୨୬।୪: ଭାରତ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଭଲ ଫର୍ମ ନଥାଇ ପାରନ୍ତି କିନ୍ତୁ ତାଙ୍କର ପୂର୍ବ ପ୍ରଦର୍ଶନ ବଳରେ ବା ତାଙ୍କ ପ୍ରତିବଦଳ ଖେଳାଳି...

ଅନେକ ଦିନର ହ୍ରାସ ପରେ ବଦଳିଲା ଟ୍ରେଣ୍ଡ, ପୁଣି ବୃଦ୍ଧି ପାଇଲା ସୁନା ଏବଂ ରୂପା ମୂଲ୍ୟ

ନୂଆଦିଲ୍ଲୀ,୨୬।୪: ଗତ କିଛି ଦିନ ହେବ ସୁନା ମୂଲ୍ୟରେ ହ୍ରାସ ଘଟିଥିଲା, କିନ୍ତୁ ଶୁକ୍ରବାର ସୁନା ଓ ରୂପା ମୂଲ୍ୟ ବୃଦ୍ଧି ପାଇଛି। ବଜାରରେ ସୁନା...

ଚଳିତ ବର୍ଷ ୬୦୦୦ ଫ୍ରେଶରଙ୍କୁ ନିଯୁକ୍ତି ଦେବ ଟେକ୍ ମହିନ୍ଦ୍ରା

ମୁମ୍ବାଇ,୨୬ା୪: ପ୍ରମୁଖ ଆଇଟି କମ୍ପାନୀ ଟେକ୍ ମହିନ୍ଦ୍ରା, ଏପ୍ରିଲ୍ ୨୫ ରେ ଘୋଷଣା କରିଛି ଯେ ଏହା ୨୦୨୫ ଆର୍ଥିକ ବର୍ଷରେ ୬,୦୦୦ ଫ୍ରେଶର୍ ନିଯୁକ୍ତ...

ଏଚ୍‌ଏମ୍‌ଏସ୍‌ଆଇର ନୂତନ ମାଇଲଖୁଣ୍ଟ

ଭୁବନେଶ୍ୱର,୨୬ା୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ)କୁ ନିକଟରେ ଆଉ ଏକ ସଫଳତା ସହ ପୂର୍ବ ଭାରତ ବଜାରରେ କମ୍ପାନୀ ନୂତନ ମାଇଲଖୁଣ୍ଟ ହାସଲ...

ଅଟୋ ଏଜ୍‌-୨୦୨୪ ସମ୍ମିଳନୀ: ଅଟୋ ଉଦ୍ୟୋଗର ଆବଶ୍ୟକତା ପୂରଣ

ଭୁବନେଶ୍ୱର,୨୬ା୪: ବେଦାନ୍ତ ଆଲୁମିନିୟମର ବହୁ ପ୍ରତୀକ୍ଷିତ ତଥା ଜାତୀୟ ଅଟୋ ଦିବସ ଉପଲକ୍ଷେ ନୂଆଦିଲ୍ଲୀଠାରେ ‘ଅଟୋ ଏଜ୍‌-୨୦୨୪’ ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଏଥିରେ ଶିଳ୍ପ ବିଶେଷଜ୍ଞ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri