‘ଭିଭୋ ଇଗ୍‌ନାଇଟ୍‌ ଅଭିଯାନ’

ନୂଆଦିଲ୍ଲୀ,୨୮।୯: ଅନ୍ତର୍ଜାତୀୟ ସ୍ମାର୍ଟଫୋନ୍‌ ବ୍ରାଣ୍ଡ୍‌ ଭିଭୋ ପକ୍ଷରୁ ଦେଶବ୍ୟାପୀ ଭିଭୋ ଇଗ୍‌ନାଇଟ୍‌ ଅଭିଯାନର ଶୁଭାରମ୍ଭ କରାଯାଇଛି। ଉକ୍ତ ଅଭିଯାନରେ ଦେଶର ୮ମରୁ ଦ୍ୱାଦଶ ଶ୍ରେଣୀର ଛାତ୍ରୀଛାତ୍ରମାନେ ଅଂଶ ଗ୍ରହଣ ପାଇଁ ଆବେଦନ ଆରମ୍ଭ ହୋଇଯାଇଛି। ଏପରିକି ୨୦୨୩ ଫେବୃୟାରୀ ପର୍ଯ୍ୟନ୍ତ ୩ଟି ପର୍ଯ୍ୟାୟରେ ଏହା ପରିଚାଳିତ ହେବ। ଉକ୍ତ ପ୍ରତିଯୋଗିତାର ଚୂଡ଼ାନ୍ତ ପର୍ଯ୍ୟାୟରେ ଭିଭୋ ପକ୍ଷରୁ ସାଇନ୍ସ ଆଣ୍ଡ୍‌ ଇନୋଭେଶନ ଆୱାର୍ଡସ୍‌ର ଆୟୋଜନ କରାଯିବ। ଯାହା ଅଭିନବ ଚିନ୍ତକ ଓ ୧୦ଜଣ ଶୀର୍ଷ ବିଜେତାଙ୍କୁ ୨୫ଲକ୍ଷ ଟଙ୍କାରୁ ଅଧିକ ମୂଲ୍ୟର ନଗଦ ପୁରସ୍କାର ସହ ସ୍ବୀକୃତି ପ୍ରଦାନ କରିବ। ଉକ୍ତ ପ୍ରତିଯୋଗିତା ପାଇଁ ପଞ୍ଜୀକରଣ ଆସନ୍ତା ଡିସେମ୍ବର ୧୨ ତାରିଖ ପର୍ଯ୍ୟନ୍ତ ଉପଲବ୍ଧ ରହିଛି। ଆଶାୟୀ ଛାତ୍ରୀଛାତ୍ରମାନେ ଏହାର ଓ୍ବେବ୍‌ସାଇଟ ଜରିଆରେ ପଞ୍ଜୀକରଣ ପାଇଁ ଲଗ୍‌ଅନ୍‌ ମଧ୍ୟ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ବଢୁଛି ସୁନା ଚାହିଦା

ଭୁବନେଶ୍ୱର,୧୪ା୨: ଆମେରିକା ସମେତ ସାରା ବିଶ୍ୱରେ ମୁଦ୍ରାସ୍ଫୀତି ହାର ବଢିବା ପରେ ସୁନାର ଦାମ୍‌ ମଧ୍ୟ କ୍ରମାଗତ ଭାବେ ବଢ଼ିବାରେ ଲାଗିଛି। ମଲ୍ଟି କମୋଡିଟି ଏକ୍ସଚେଞ୍ଜ...

ମହାମାରୀ ଚାପରେ ଷ୍ଟିଲ୍‌ ସେକ୍ଟର;ଅଶୋଧିତ ଇସ୍ପାତ ଉତ୍ପାଦନ ୪% କମିଲା

ମୁମ୍ବାଇ: କରୋନା ମହାମାରୀ ଚାପରୁ ଦେଶର ଇସ୍ପାତ ଉତ୍ପାଦନ କ୍ଷେତ୍ର ବର୍ତ୍ତମାନ ପର୍ଯ୍ୟନ୍ତ ମକୁଳି ପାରିନାହିଁ। ଏହାର ପ୍ରଭାବ ଘରୋଇ ବଜାରରେ ଲାଗି ରହିଛି। ଅଗଷ୍ଟ...

ଆଇବିସି ପ୍ରକ୍ରିୟା ପୂର୍ବରୁ ୯ ହଜାରରୁ ଉର୍ଦ୍ଧ୍ୱ ମାମଲା ଫଇସଲା

ନୂଆଦିଲ୍ଲୀ,୧୬-୧୨: ଇନସଲଭେନ୍ସି ଆଇନରେ କାର୍ଯ୍ୟାନୁଷ୍ଠାନ ପ୍ରକ୍ରିୟା ଆରମ୍ଭ ହେବା ପୂର୍ବରୁ ପ୍ରି ଆଡମିଶନ ଷ୍ଟେଜରେ ୯ ହଜାରରୁ ଉର୍ଦ୍ଧ୍ୱ ମାମଲା ଫଇସଲା କରାଯାଇଛି। ଏହି ମାମଲାଗୁଡିକ...

ଶସ୍ତା ମୂଲ୍ୟରେ ଅଧିଗ୍ରହଣକୁ ମିଳିବନି ଅନୁମତି

ନୂଆଦିଲ୍ଲୀ,୩୧।୫: ବର୍ତ୍ତମାନର ଚ୍ୟାଲେଞ୍ଜିଂ ସମୟରେ କମ୍ପାନୀଗୁଡିକର ଶେୟାର ମୂଲ୍ୟ ହ୍ରାସ ହେଉଥିବା ଦେଖାଯାଉଛି। ଏହାର ସୁଯୋଗ ନେଇ ଆକ୍ରମକ ଭାବେ କମ୍ପାନୀଗୁଡ଼ିକରେ ଅଂଶଧନ ହାସଲ ହେଉଥିବା...

୨୦ରେ ଜିଏସ୍‌ଟି ପରିଷଦ ବୈଠକ; ଟିକସ ହ୍ରାସ ନେଇ ନେଇ ହୋଇ ପାରେ ନିଷ୍ପତ୍ତି

ନୂଆଦିଲ୍ଲୀ,୧୫-୯: ଜିଏସ୍‌ଟି ପରିଷଦ ବୈଠକ ଚଳିତ ମାସ ୨୦ରେ ଗୋଆରେ ଅନୁଷ୍ଠିତ ହେବ। କାର ଏବଂ ବିସ୍କୁଟ ଉପରେ ଲାଗୁ ହେଉଥିବା ଜିଏସ୍‌ଟି ହ୍ରାସ କରିବା...

ପାସେଞ୍ଜର ଯାନର ରିଟେଲ ବିକ୍ରି ୧୧% ବୃଦ୍ଧି

ନୂଆଦିଲ୍ଲୀ,୨୦-୧୧: ଚଳିତ ବର୍ଷ ଅକ୍ଟୋବରରେ ପାସେଞ୍ଜର ଯାନର ରିଟେଲ ବିକ୍ରିରେ ୧୧% ବୃଦ୍ଧି ଘଟି ୨.୪୮ ଲକ୍ଷ ୟୁନିଟ ରହିଛି। ଗତ ବର୍ଷ ସମାନ ସମୟ...

ଭାରତରେ ବିଦେଶୀ ମୁଦ୍ରା ଭଣ୍ଡାରର ବୃଦ୍ଧି

ମୁମ୍ବାଇ,୭।୨: କରୋନା ମହାମାରୀ ଭଳି ଏକ ମାନ୍ଦାବସ୍ଥା ସମୟରେ ଭାରତର ବିଦେଶୀ ମୁଦ୍ରାଭଣ୍ଡାର ବୃଦ୍ଧି ପାଇ ୫୯୦ ବିଲିୟନ ଆମେରିକାନ ଡଲାରରେ ପହଞ୍ଚିଛି। ଗତ ବର୍ଷ ତୁଳନାରେ...

ମାଇଁ ମେଡିସିନ ପଲିକ୍ଲିନିକ ଉଦ୍‌ଘାଟିତ

ଭୁବନେଶ୍ୱର,୩ା୮: ସ୍ବଳ୍ପ ମୂଲ୍ୟରେ ଉନ୍ନତମାନର ଚିକିତ୍ସା ସହ ଅର୍ଥାଭାବରୁ ବଞ୍ଚିତ ହେଉଥିବା ଲୋକମାନଙ୍କ ପାଖରେ ଚିକିତ୍ସା ସୁବିଧା ଯୋଗାଇଦେବାର ଲକ୍ଷ୍ୟ ନେଇ ମାଇଁ ମେଡିସିନ ପଲିକ୍ଲିନିକର...

Advertisement
Archives

Model This Week