ହାଇକୋର୍ଟର ଦ୍ୱାରସ୍ଥ ହେଲା ‘ଭିଭୋ’

ନୂଆଦିଲ୍ଲୀ,୮।୭: ଇଡି ବିରୋଧରେ ଦିଲ୍ଲୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛି ‘ଭିଭୋ ଇଣ୍ଡିଆ’। କମ୍ପାନୀର ବ୍ୟାଙ୍କ ଆକାଉଣ୍ଟ ସିଜ କରିବା ପ୍ରତିବାଦରେ ହାଇକୋର୍ଟରେ ଅଭିଯୋଗ କରିଛି ଭିଭୋ। କମ୍ପାନୀ ପକ୍ଷରୁ ମାମଲା ଲଢୁଥିବା ଓକିଲ ସିଦ୍ଧାର୍ଥ ଲୁଥ୍ରା କୋର୍ଟଙ୍କୁ ଜଣାଇଛନ୍ତି, ଭାରତରେ ଭିଭୋର ୯୦୦୦ କର୍ମଚାରୀ ଅଛନ୍ତି। କମ୍ପାନୀର ବକେୟା ଦେୟ ମଧ୍ୟ ରହିଛି । ବ୍ୟାଙ୍କ ଖାତା ଅଚଳ ହୋଇଥିବାରୁ କମ୍ପାନୀ ନିଜ କର୍ମଚାରୀଙ୍କ ଦରମା ଦେଇପାରିବ ନାହିଁ। ଏହା ସହିତ ନିଜର ଅନ୍ୟାନ୍ୟ ସରକାରୀ ଦେୟ ମଧ୍ୟ ଦାଖଲ କରିପାରିବ ନାହିଁ । ତେଣୁ ଏହି କଟକଣା ହଟାଇବାକୁ କମ୍ପାନୀ ଦାବି କରିଛି।

ପ୍ରକାଶ ଯେ, କମ୍ପାନୀ ୬୨,୪୭୬ କୋଟି ଟଙ୍କା ଚାଇନାକୁ ପଠାଇଥିବା ଅଭିଯୋଗ ହୋଇଛି। ଏହି ଆର୍ଥିକ ପରିମାଣ କମ୍ପାନୀ ଟର୍ଣ୍ଣ ଓଭରର ୫୦ ପ୍ରତିଶତ ହେବ। ଟ୍ୟାକ୍ସ ଫାଙ୍କିବା ଉଦ୍ଦେଶ୍ୟରେ କମ୍ପାନୀ ଏଭଳି ଏକ ଫନ୍ଦିଫିକର ଉପାୟକୁ ଆପଣେଇଥିବା ଇଡି ପକ୍ଷରୁ କୁହାଯାଇଛି। ତେବେ ଭିଭୋ ଇଣ୍ଡିଆ ବ୍ୟବସାୟର ୧୧୯ଟି ବ୍ୟାଙ୍କ ଆକାଉଣ୍ଟକୁ ଇଡି ପକ୍ଷରୁ ବ୍ଲକ କରାଯାଇଛି। ସେହିପରି କମ୍ପାନୀ ବିରୋଧରେ ମରନିଲଣ୍ଡରିଂ ଅଭିଯୋଗ ଆଣି ଇଡି ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି। ବ୍ୟାପକ ପରିମାଣରେ ଟ୍ୟାକ୍ସ ଫାଙ୍କିବା ଅଭିଯୋଗରେ ଇଡି ପକ୍ଷରୁ ଭିଭୋର ବିଭିନ୍ନ କାର୍ଯ୍ୟାଳୟରେ ଚଢ଼ାଉ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ମିନି ଷ୍ଟାଡିୟମରେ ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗଦେଲେ ବିଧାୟକ ସିଦ୍ଧାନ୍ତ     

ଦିଗପହଣ୍ଡି,୨୧|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ସ୍ଥାନୀୟ ଏନଏସି ପ୍ରଶାସନ ପକ୍ଷରୁ ଆୟୋଜିତ…

ଯୋଗ ଦିବସ,ସୁସ୍ଥ ରହିବା ପାଇଁ ଯୋଗ ନିହାତି ଆବଶ୍ୟକ : ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ

ଭଞ୍ଜନଗର, ୨୧।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗରସ୍ଥିତ ବେଲେଶ୍ୱର ପୀଠରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ…

ପୁଣି ବନ୍ଦ ହେଲା ହର୍ମୁଜ ପ୍ରଣାଳୀ, IRGC ଘୋଷଣା ପୂର୍ବରୁ କେତେ ଭାରତୀୟ ଜାହାଜ ବାହାରିଛି? ଚମକାଇ ଦେବ ସଂଖ୍ୟା

ତେହରାନ,୨୧।୬: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଶନିବାର (ଜୁନ ୨୦, ୨୦୨୬) ତିନୋଟି ଭାରତୀୟ ଅଶୋଧିତ ତୈଳ ସୁପରଟ୍ୟାଙ୍କର୍‌ ସୁରକ୍ଷିତ ଭାବରେ ହର୍ମୁଜ ପ୍ରଣାଳୀ ପାର କରିଛନ୍ତି।…

କୁନା ମୁଣ୍ଡା ହତ୍ୟା ମାମଲା: ହତ୍ୟା ମାମଲାରେ ୫ ଅଭିଯୁକ୍ତ କୋର୍ଟ ଚାଲାଣ

ବଞ୍ଚୋ, ୨୧/୦୬ (ପ୍ରଦୋଷ ବିଶ୍ୱାଳ): ଘସିପୁରା ଥାନାରେ ରୁଜୁ ହୋଇଥିବା କେସ୍ ନଂ–୪୪ରେ ଭାରତୀୟ ନ୍ୟାୟ ସଂହିତା (ବିଏନ୍‌ଏସ୍‌)ର ହତ୍ୟା ସମ୍ବନ୍ଧୀୟ ଧାରା ଅନୁଯାୟୀ ତଦନ୍ତ ଚାଲିଥିବା…

କ୍ରିକେଟ ଇତିହାସରେ ଭାରତ ପାଇଁ ଦ୍ରୁତତମ ଅର୍ଦ୍ଧଶତକ: ଯୁବରାଜ ସିଂହଙ୍କୁ ପଛରେ ପକାଇଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୧।୬: ରବିବାର ତ୍ରି-ସିରିଜ ଫାଇନାଲରେ ବୈଭବ ସୂର୍ଯ୍ୟବଂଶୀ ୨୯ ବଲ ରୁ ୯୪ ରନ କରିଥିଲେ। ଯଦିଓ ଏହି ମ୍ୟାଚ ରେ ୧୫ ବର୍ଷୀୟ ଖେଳାଳି ଶତକରୁ…

ବଲାଙ୍ଗୀରରେ ଆନ୍ତର୍ଜାତୀୟ ଯୋଗ ଦିବସ

ବଲାଙ୍ଗୀର, ୨୧/୬ (ସୁନିଲ କୁମାର ମହାନ୍ତି): ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ବଲାଙ୍ଗୀର ଜିଲାର ବିଭିନ୍ନ ସ୍କୁଲ, କଲେଜ, ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ…

ରକ୍ତଦାନ ମହତଦାନ: କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ…

ଭଞ୍ଜନଗର, ୨୧/୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ ରବିବାର ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ଏକ…

ଦିଗପହଣ୍ଡିରେ ଅନ୍ତର୍ଜାତୀୟ ଯୋଗ ଦିବସ

ଦିଗପହଣ୍ଡି,୨୧|୬ (ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି କୋର୍ଟ କମ୍ପ୍ଲେକ୍ସ ପରିସରରେ ରବିବାର ଦ୍ଵାଦଶ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଜେଏମଏଫସି କୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri