Odisha Elections 2024

ପାଣ୍ଡିଆନଙ୍କ ବ୍ରହ୍ମପୁର ସମ୍ପର୍କ, କହିଲେ ଝିଅ ପାଇଛି ଏହିଠୁ…

ଭୁବନେଶ୍ୱର,୫।୫: ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ବିଜେଡି ନେତା ଭିକେ ପାଣ୍ଡିଆନ ୪ଟି ଜିଲାର ୩ ଲୋକ ସଭା ଆସନରେ ମାରାଥନ ପ୍ରଚାର କରିଛନ୍ତି। ପ୍ରଚାର ସମୟରେ ପାଣ୍ଡିଆନ ତାଙ୍କର ବ୍ରହ୍ମପୁର ଲିଙ୍କ ବିଷୟରେ ଖୁଲାସା କରିଛନ୍ତି। ସେ କହିଛନ୍ତି, ବ୍ରହ୍ମପୁରରୁ ଝିଅ ପାଇଛି।

ନିର୍ବାଚନ ପ୍ରଚାର ବେଳେ ବିଜେଡି ନେତା ପାଣ୍ଡିଆନ ନିଜ ବିୟେରେ ରୋଚକ କଥା ଉନ୍ମୋଚନ କରିଛନ୍ତି। ସେ କହିଛନ୍ତି, ଝିଅ ମୋର ବରହମପୁରିଆ । ଗଞ୍ଜାମ ଜିଲ୍ଲାପାଳ ଥିବା ବେଳେ ବ୍ରହ୍ମପୁରରେ ଝିଅ ଜନ୍ମ ହୋଇଥିଲା। ମାଆ ତାରାତାରାଣୀଙ୍କୁ ମନାସୀ ପାଇଥିବାରୁ ଝିଅ ନାଁ ଦେଇଛି ତାରା ।

ଛତ୍ରପୁରରେ ଆୟୋଜିତ ସଭାରେ ପାଣ୍ଡିଆନ କହିଛନ୍ତି କି, ତାଙ୍କ ଝିଅ ହେଉଛି ବରହମପୁରିଆ । ଗଞ୍ଜାମ ଜିଲ୍ଲାପାଳ ଥିବାବେଳେ ତାଙ୍କ ଝିଅ ବ୍ରହ୍ମପୁରରେ ହିଁ ଜନ୍ମ ହୋଇଥିଲେ । ଆଉ ତାହା ପୁଣି ମାଆ ତାରାତାରିଣୀଙ୍କ ଆଶୀର୍ବାଦରୁ । ମାଆଙ୍କ ଦର୍ଶନ କରିବାକୁ ଯାଇଥିବା ବେଳେ ଝିଅ ହେବା ପାଇଁ ମନାସୀ ଥିଲେ । ଏହାପରେ ତାଙ୍କର ଝିଅ ଜନ୍ମ ହୋଇଛି । ତେଣୁ ସେ ଝିଅର ନାଁ ତାରା ରଖିଛନ୍ତି ବୋଲି କହିଛନ୍ତି । ସେହିପରି ଝିଅ ନାଁ ସଭାରେ କହିଲେ ବୋଲି ଘରେ ଗାଳି ଖାଇବେ ବୋଲି ହସି ହସି କହିଥିଲେ ପାଣ୍ଡିଆନ ।


Enter your email to get our daily news in your inbox.

All Right Reserved By Dharitri.Com

ଖୁଲମଖୁଲା ବୁଲୁଛନ୍ତି ଝିଅର ହତ୍ୟାକାରୀ, ଗିରଫ ଦାବିରେ ଅନଶନରେ ବସିଲେ ମା’

କେନ୍ଦୁଝର,୧୮ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ନିର୍ବାଚନ ସମୟରେ ସବୁ ଓ୍ବାରେଣ୍ଟ କାର୍ଯ୍ୟକାରୀ ହୁଏ ପୁରୁଣା କେସ୍‌ ଥିବା ଅପରାଧୀ ଧରା ହୁଅନ୍ତି। ତେବେ କେନ୍ଦୁଝରର ଲୋକପ୍ରିୟ ସମାଜସେବୀ...

ଯୁବକଙ୍କ ଜୀବନ ନେଲା ଅନ୍‌ଲାଇନ୍‌ ଗେମ୍‌

ବାଲିମେଳା,୧୮ା୫(ଶିବଦତ୍ତ ସାହୁ): ମାଲକାନଗିରି ଜିଲା ବାଲିମେଳା ସହରରେ ଥିବା ୧ ନଂ ଓ୍ବାର୍ଡ ନୂଆସାହିରେ ଜଣେ ଯୁବକ ଅନ୍‌ଲାଇନ ଗେମ୍‌ ଖେଳରୁ ରଶି ଦେଇ ଆତ୍ମହତ୍ୟା...

ଛତ୍ରପୁର ବଡ଼ ଷ୍ଟେଶନ୍‌ରେ ଲାଇନଚ୍ୟୁତ ହେଲା ମାଲବାହୀ ଟ୍ରେନ୍‌

ଛତ୍ରପୁର,୧୮/୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବଡ଼ ଷ୍ଟେଶନ ଠାରେ ଏକମାଲବାହି ଟ୍ରେନ ଲାଇନଚ୍ୟୁତ ହୋଇଛି। ଟ୍ରେନର ୩ ବଗି ଲାଇନଚ୍ୟୁତ ହୋଇଥିବା ବେଳେ ରେଳବାଇ...

ପ୍ରଚାର ଶେଷଦିନରେ କମାଲ ଦେଖାଇଲା ବିଜେଡି

ପୁରୁଷୋତ୍ତମପୁର,୧୮ା୫(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବିଧାନସଭା ନିର୍ବାଚନକୁ ଆଉ ମାତ୍ର ଗୋଟିଏ ଦିନ ବାକି ରହିଥିବା ବେଳେ ଏଥିଲାଗି ଶନିବାର ପ୍ରଚାର ଶେଷ ହୋଇଛି।...

ଖଲ୍ଲିକୋଟ ହିଂସାର ତଦନ୍ତ ପାଇଁ ଗଠନ ହେଲା ଏସ୍‌ଆଇଟି ଟିମ୍‌: ସୂଚନା ଦେଲେ ଆରକ୍ଷୀ ମହାନିର୍ଦ୍ଦେଶକ

ଛତ୍ରପୁର,୧୮ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଖଲ୍ଲିକୋଟ ହିଂସାର ତଦନ୍ତ ପାଇଁ ଏସ୍‌ଆଇଟି ଟିମ୍‌ ଗଠନ କରାଯାଇଛି। ଦକ୍ଷିଣାଞ୍ଚଳ ମହାନିର୍ଦ୍ଦେଶକ ଜୟନାରାୟଣ ପଙ୍କଜ ଏହି ଟିମ୍‌କୁ ତଦାରଖ...

ଜୟଦେବ ମିଛ କହୁଛନ୍ତି, ଦମ୍‌ ଅଛି ପ୍ରମାଣ ଦିଅନ୍ତୁ: ବିଡିଓ

ହାଟଡିହୀ,୧୮ା୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ହାଟଡିହୀ ବ୍ଲକ ଅଧୀନ କେ. ବାଲିପାଳ ପଞ୍ଚାୟତର ତଅଁଳ ଗ୍ରାମରେ ବିଜେଡି ପକ୍ଷରୁ ଲୋକ ପ୍ରତିନିଧି...

ଜବାଗଡ଼ ନଦୀଘାଟରେ ଡଙ୍ଗାବୁଡ଼ି ଘଟଣା: ଆଜି ଉଦ୍ଧାର ହେଲା ନିଖୋଜ ଯୁବକଙ୍କ ମୃତଦେହ

କୋରାପୁଟ,୧୮ା୫(ଅମିତାଭ ବେହେରା): କୋରାପୁଟ ଜିଲା ନନ୍ଦପୁର ବ୍ଲକର ବିଲାପୁଟ ପଞ୍ଚାୟତ ଜବାଗଡ଼ ନଦୀଘାଟରେ ଗତ ଗୁରବାର ଡଙ୍ଗାବୁଡି ଘଟଣାରେ ନିଖୋଜ ଥିବା ସୁକୁ ପ୍ରଧାନୀ (୩୫)ଙ୍କ...

ଭାଜପା ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କଲେ ନବୀନ, ଭିଡିଓ ଜାରି କରି ବର୍ଷିଲେ

ଭୁବନେଶ୍ୱର,୧୮।୫: ପୁଣି ଏକ ଭିଡିଓ ଜାରି କରି ବର୍ଷିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ କହିଛନ୍ତି, ଓଡ଼ିଶା ପ୍ରସଙ୍ଗରେ କହିବା ଆଗରୁ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri