ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଋଷ ଯିବାକୁ ନିମନ୍ତ୍ରଣ କଲେ ଭ୍ଲାଦିମିର ପୁଟିନ

ନୂଆଦିଲ୍ଲୀ,୨୭ା୧୨: ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ବୁଧବାର ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ମସ୍କୋରେ ସାକ୍ଷାତ କରିଛନ୍ତି। ବୈଠକ ସମୟରେ ପୁଟିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଋଷ ଯିବାକୁ ନିମନ୍ତ୍ରଣ କରିଥିବା ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟ କରିଛନ୍ତି। ୫ ଦିନିଆ ଋଷ ଗସ୍ତରେ ଥିବା ଜୟଶଙ୍କର ମସ୍କୋରେ ପହଞ୍ଚିବା ପରେ ମଙ୍ଗଳବାର ଉପପ୍ରଧାନମନ୍ତ୍ରୀ ମନ୍ତୁରଭଙ୍କ ସହିତ ବହୁ ଗୁରୁତ୍ଵପୂର୍ଣ ଆଲୋଚନା କରିଥିଲେ।

ଏହି ସମୟରେ ଦୁଇ ନେତାଙ୍କ ମଧ୍ୟରେ ତାମିଲନାଡୁରେ ହେବାକୁ ଥିବା ପାୱାର ପ୍ଲାଣ୍ଟର ନିର୍ମାଣ ପାଇଁ ଚୁକ୍ତି ସ୍ଵାକ୍ଷର ହୋଇଥିଲା। ୟୁକ୍ରେନ ସହିତ ଯୁଦ୍ଧ ପରେ ଋଷର ବିଭିନ୍ନ ରାଷ୍ଟ୍ର ସହିତ ସମ୍ପର୍କ ବିବାଦୀୟ ହୋଇପଡିଥିବା ବେଳେ ଭାରତ-ଋଷ ସମ୍ପର୍କ ଆହୁରି ସୁଦୃଢ଼ ହୋଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ଋଷର ୟୁକ୍ରେନ ଅଭିଯାନକୁ ଭାରତ ନିନ୍ଦା କରିନାହିଁ, ଯେତେବେଳେ କି ଆଲୋଚନା ମାଧ୍ୟମରେ ବିବାଦର ସମାଧାନ ପାଇଁ କହି ଆସିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

୩୦ବର୍ଷ ପରେ ବି ମିଳିବ ସରକାରୀ ଚାକିରି! ଜାଣନ୍ତୁ ବ୍ୟାଙ୍କ୍‌-ରେଲେଓ଼୍ବ ଆଉ କେଉଁଠି ମିଳିବ ସୁଯୋଗ

ନୂଆଦିଲ୍ଲୀ,୫।୯:ଅନେକ ସମୟରେ ଲୋକଙ୍କ ମନରେ ଏହି ଭୁଲ ଧାରଣା ଥାଏ ଯେ ସରକାରୀ ଚାକିରି (Government Job) ପାଇଁ ପ୍ରସ୍ତୁତି କେବଳ ୨୧ ରୁ ୨୫ ବର୍ଷ…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

‘ଆମେରିକା-ଭାରତ ମଧ୍ୟରେ ଥିବା ଦୃଢ଼ ସମ୍ପର୍କକୁ ନେଇ ବିଶ୍ୱ ଈର୍ଷା କରୁଛି,’ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା କରି ଆମେରିକୀୟ ରାଷ୍ଟ୍ରଦୂତ କହିଲେ..

ନୂଆଦିଲ୍ଲୀ,୫।୯: ଭାରତରେ ଅବସ୍ଥାପିତ ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ ଗୋର୍‌ ଭାରତ ଏବଂ ଆମେରିକା ମଧ୍ୟରେ ସହଭାଗୀତାର ଶକ୍ତି ଉପରେ ଗୁରୁତ୍ୱାରୋପ କରିଛନ୍ତି। ସେ ନୂଆଦିଲ୍ଲୀ ଏବଂ ୱାଶିଂଟନ…

ନେପାଳ ବନ୍ୟା: ମୃତ୍ୟୁ ସଂଖ୍ୟା ୧୩୦୦ ଅତିକ୍ରମ କଲା, ଉଦ୍ଧାର ହୋଇଛନ୍ତି ୧୬୯ ଭାରତୀୟ

କାଠମାଣ୍ଡୁ,୫।୯: ନେପାଳରେ ବନ୍ୟାରେ ମୃତ୍ୟୁ ସଂଖ୍ୟା ପ୍ରାୟ ୧୩୦୦କୁ ବୃଦ୍ଧି ପାଇଛି। ଏହି ପ୍ରାକୃତିକ ବିପର୍ଯ୍ୟୟର ଆଜି ୧୧ତମ ଦିନ। ଉଲ୍ଲେଖନୀୟ ଯେ ୨୬ ଅଗଷ୍ଟ ସକାଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri