୩୬ଘଣ୍ଟା ପାଇଁ ଯୁଦ୍ଧ ବିରତି ଘୋଷଣା କଲେ ପୁଟିନ୍‌

ମସ୍କୋ,୫।୧: ରୁଷିଆ ଓ ୟୁକ୍ରେନ୍‌ ଭିତରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ମସ୍କୋ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ଗୁରୁବାର ଏକ ବଡ଼ ଘୋଷଣା କରିଛନ୍ତି। ପୁଟିନ୍‌ ୟୁକ୍ରେନ୍‌ ସହ ୩୬ ଘଣ୍ଟା ଆର୍ଥାତ୍‌ ୨ଦିନ ପାଇଁ ଯୁଦ୍ଧ ବିରତି ପାଇଁ ଘୋଷଣା କରିଥିବା ଜଣାପଡ଼ିଛି। ପୁଟିନ୍‌ଙ୍କ ଏହି ନିର୍ଦ୍ଦେଶ ଅର୍ଥୋଡୋକ୍ସ ଖ୍ରୀଷ୍ଟମାସ୍‌କୁ ନଜରରେ ରଖି ଦିଆଯାଇଛି। ରୁଷିଆ ଚର୍ଚ୍ଚର ମୁଖ୍ୟ ତଥା ଆଧ୍ୟାତ୍ମିକ ଗୁୁରୁ ପାଟ୍ରିଆଚ୍‌ କିରିଲ ଅର୍ଥୋଡୋକ୍ସ ଖ୍ରୀଷ୍ଟମାସ୍‌ରେ ରକ୍ତପାତ ନ କରିବାକୁ ପୁଟିନ୍‌ଙ୍କୁ ଅନୁରୋଧ କରିଥିଲେ। ଏହି ୨ଦିନ ରୁଷିଆରେ ଖ୍ରୀଷ୍ଟମାସ୍‌ ପାଳନ କରାଯାଇଥାଏ। ତେବେ ପାଟ୍ରିଆଚ୍‌ କିରିଲଙ୍କ ଅନୁରୋଧକୁ ରକ୍ଷା କରି ପୁଟିନ୍‌ ଏହି ପଦକ୍ଷେପ ଗ୍ରହଣ କରିଛନ୍ତି। ଏହି ଯୁଦ୍ଧ ବିରତି ଜାନୁଆରୀ ୬ ମଧ୍ୟାହ୍ନ ୧୨ଟାରୁ ଜାନୁଆରୀ ୭ ମଧ୍ୟରାତ୍ରୀ ପର୍ଯ୍ୟନ୍ତ ୟୁକ୍ରେନ୍‌ରେ ବନ୍ଦ ରହିବ ବୋଲି କ୍ରେମଲିନ୍‌ ପକ୍ଷରୁ ଏକ ବୟାନ ଜାରି କରାଯାଇଛି। ଅନ୍ୟପଟେ ଏହା ପୁଟିନ୍‌ଙ୍କ ଆଉ ଏକ ଷଡ଼ଯନ୍ତ୍ର ବୋଲି ୟୁକ୍ରେନ୍‌ କହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ପୁରୁଷୋତ୍ତମପୁରରେ ଫୁଲୁଛି ରୁଷିକୁଲ୍ୟା

ପୁରୁଷୋତ୍ତମପୁର,୨୪।୯, (ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ତିନି ଦିନ ହେଲା ବର୍ଷା ଲାଗିରହି ସାଧାରଣ ଜୀବନକୁ…

‘ପାକିସ୍ତାନ ଜିନ୍ଦାବାଦ’ ଜପ କଲେ ଆୟୁଷ୍ମାନ ଖୁରାନା; ଟ୍ରୋଲ ହେବା ପରେ କହିଲେ…

ମୁମ୍ବାଇ: ଆୟୁଷ୍ମାନ ଖୁରାନା ବଲିଉଡର ସେହି ଅଭିନେତାମାନଙ୍କ ମଧ୍ୟରୁ ଅନ୍ୟତମ, ଯେଉଁମାନେ ହାସ୍ୟରସ ଓ ଆକ୍ସନଠାରୁ ଆରମ୍ଭ କରି ସାମାଜିକ ବାର୍ତ୍ତାବହ ଚଳଚ୍ଚିତ୍ର ପର୍ଯ୍ୟନ୍ତ ବିଭିନ୍ନ ଶୈଳୀର…

୧୬ ବର୍ଷ ପ୍ରତୀକ୍ଷାର ଅନ୍ତ: ଏସିଆନ୍ ଗେମ୍ସରେ ହିମାଚଳର ଝିଅ ସୀମା ରଚିଲେ ଇତିହାସ, ଭାରତ ପାଇଁ ଜିତିଲେ ବ୍ରୋଞ୍ଜ

ନୂଆଦିଲ୍ଲୀ,୨୪।୯: ଏସିଆନ୍ ଗେମ୍ସ ୨୦୨୬ରେ ଭାରତୀୟ ଆଥଲେଟ୍ ସୀମା କୁମାରୀ ଏକ ଐତିହାସିକ ସଫଳତା ହାସଲ କରିଛନ୍ତି। ମହିଳା ୧୦,୦୦୦ ମିଟର ରେସ୍ ଇଭେଣ୍ଟରେ ସୀମା ୩୨:୪୧.୫୪…

ରାହୁଲଙ୍କୁ ଭାଜପାର କଡ଼ା ପ୍ରଶ୍ନ

ନୂଆଦିଲ୍ଲୀ,୨୪।୯: ରାହୁଲ ଗାନ୍ଧୀଙ୍କ ଅଭିଯୋଗର ଜବାବରେ ଭାଜପା ପ୍ରତିକ୍ରିୟା ରଖିଛି। ଭାଜପା ମୁଖପାତ୍ର ତଥା ରାଜ୍ୟ ସଭା ଏମପି ସୁଧାଂଶୁ ତ୍ରିବେଦୀ କହିଛନ୍ତି ଯେ ଏହି ଦାବି…

ନିର୍ବାଚନ ଆୟୋଗ (EC) ବିବାଦକୁ ନେଇ ବଢୁଛି ଜ୍ଞାନେଶ କୁମାରଙ୍କ ଅଡୁଆ, ମହାଭିଯୋଗ ପ୍ରସ୍ତାବ ଆଣିବାକୁ ପ୍ରସ୍ତୁତ ବିରୋଧୀ

ନୂଆଦିଲ୍ଲୀ,୨୪।୯: ନିର୍ବାଚନ ଆୟୋଗ ଏବଂ SIR (ସିଷ୍ଟମାଟିକ ଇନଫର୍ମେସନ ରିଟ୍ରାଇଭାଲ) ପ୍ରକ୍ରିୟା ସମ୍ବନ୍ଧୀୟ ତଥ୍ୟ ସାମ୍ନାକୁ ଆସିବା ପରେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ବର୍ତ୍ତମାନ…

ପ୍ରତି ମ୍ୟାଚ ପିଛା ୪.୮ କୋଟି ଟଙ୍କା… ଟିମ ଇଣ୍ଡିଆ ପାଇଁ ବଡ଼ ଲାଭ; ବିସିସିଆଇ (BCCI) ପାଇଲା…

ନୂଆଦିଲ୍ଲୀ,୨୪।୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ ପୂର୍ବରୁ ଟିମ ଇଣ୍ଡିଆର ‘ଟାଇଟଲ ସ୍ପନ୍ସର’ (ମୁଖ୍ୟ ପ୍ରାୟୋଜକ) ସମ୍ବନ୍ଧୀୟ ତଥ୍ୟ ସାମ୍ନାକୁ ଆସିଛି। ବିଭିନ୍ନ ସୂତ୍ରରୁ ମିଳିଥିବା ଖବର…

ଇସ୍ତଫା ଦେବେ ଅଜିତ ଅଗରକର; ଏହି ତାରିଖରେ ନୂଆ ମୁଖ୍ୟ ଚୟନକର୍ତ୍ତାଙ୍କ ନାମ ଘୋଷଣା କରିବ BCCI

ନୂଆଦିଲ୍ଲୀ,୨୪।୯: ବର୍ତ୍ତମାନ ‘ବୋର୍ଡ ଅଫ କଣ୍ଟ୍ରୋଲ ଫର୍‌ କ୍ରିକେଟ ଇନ ଇଣ୍ଡିଆ’ (BCCI) ସମ୍ମୁଖରେ ଥିବା ସବୁଠାରୁ ବଡ଼ ସମସ୍ୟା ହେଉଛି ଜଣେ ନୂଆ ମୁଖ୍ୟ ଚୟନକର୍ତ୍ତାଙ୍କ…

‘ଜ୍ଞାନେଶ ତୁରନ୍ତ ଇସ୍ତଫା ଦିଅନ୍ତୁ, ଷଡ଼ଯନ୍ତ୍ରରେ ସାମିଲ ଅଛନ୍ତି ପ୍ରଧାନମନ୍ତ୍ରୀ ମୋଦ-ଶାହା’, ରାହୁଲଙ୍କ କଡ଼ା ସମାଲୋଚନା

ନୂଆଦିଲ୍ଲୀ,୨୪।୯: ନିର୍ବାଚନ ଆୟୋଗକୁ ନେଇ ଚାଲିଥିବା ରାଜନୈତିକ ହଟ୍ଟଗୋଳ ମଧ୍ୟରେ, ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?