ଜିତିବ ରୁଷିଆ: ପୁଟିନ

ମସ୍କୋ,୧୯ ।୧: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଜାରି ରହିଥିବା ବେଳେ ଏହାର କୌଣସି ଅନ୍ତ ନଜର ଆସୁନହିଁ । ଇତିମଧ୍ୟରେ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ବୁଧବାର କହିଛନ୍ତି କି ଏଥିରେ କୌଣସି ସନ୍ଦେହ ନାହିଁ ଯେ ମସ୍କୋ ୟୁକ୍ରେନରେ ବିଜୟୀ ହେବ । ହେଲେ ଏପଟେ ଯୁଦ୍ଧକୁ ପ୍ରାୟ ବର୍ଷେ ପୁରିବାକୁ ଯାଉଥିବା ବେଳେ ରୁଷିଆ କୌଣସି ଦିଗରେ ୟୁକ୍ରେନକୁ ହରାଇବା ନଜର ଆସିନାହିଁ ।
ସେଣ୍ଟ ପିଟର୍ସବର୍ଗରେ ବାୟୁ ରକ୍ଷା ପ୍ରଣାଳୀ ପ୍ରସ୍ତୁତ କରୁଥିବା ଏକ କାରଖାନା ପରିଦର୍ଶନରେ ଯାଇଥିବା ପୁଟିନ କହିଛନ୍ତି, ଆମକୁ ଏଥିରେ କୌଣସି ସନ୍ଦେହ ନାହିଁ ଯେ ରୁଷିଆ ସଂଘର୍ଷରେ ବିଜୟୀ ହେବ, ବିଜୟର ଗ୍ୟାରେଶ୍ଟି ରହିଛି । ସେ କହିଛନ୍ତି ରୁଷିଆବାସୀଙ୍କ ଏକତା ଓ ଏକଜୁଟତା ଆମ ସେନାଙ୍କ ମନୋବଳକୁ ବଢାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ବାଘ ଛାଲ ଜବତ, ଧରାପଡ଼ିଲେ ଦୁଇ ଅଭିଯୁକ୍ତ

ପାତ୍ରପୁର,୭।୬(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡ଼ା ଥାନା ପୋଲିସ ଶନିବାର ୨ଟି କଲରାପତିରିଆ ବାଘ ଛାଲ ଜବତ କରିଛି। ଏପରିକି ପୋଲିସ ବନ୍ଧୁକ ବ୍ୟାଗ, ଧାରୁଆ…

ଇସ୍ରାଏଲର ପାଲଟା ଆକ୍ରମଣ; ହିଜବୋଲାର କମାଣ୍ଡ ସେଣ୍ଟର ଧ୍ବସଂ, ନେତାନ୍ୟାହୁ…

ଜେରୁଜେଲମ, ୭।୬: ଇସ୍ରାଏଲ ଏବଂ ଲେବାନନ ମଧ୍ୟରେ ଚାଲିଥିବା ସଂଘର୍ଷ ଏବଂ ଉତ୍ତେଜନା ମଧ୍ୟରେ, ରବିବାର ଏକ ନୂତନ ଘଟଣା ସାମ୍ନାକୁ ଆସିଛି । ଇସ୍ରାଏଲୀ ସେନା…

୧୨ ଜିଏମ୍‌ଏପିଭି ବିଦ୍ୟାଳୟ ନୂତନ ଭବନର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ, ଦଶମ ଶ୍ରେଣୀ ଛାତ୍ରୀଙ୍କ ସହ କଲେ ଆଲୋଚନା

କୋରାପୁଟ,୭ା୬(ଅମିତାଭ ବେହେରା): କୋରାପୁଟ ଜିଲାର ୧୨ ଚୟନିତ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ(ଜିଏମଏପିଭି)ର ନୂତନ ଭବନ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭର୍ଚୁଆଲ…

ସ୍ବାସ୍ଥ୍ୟକେନ୍ଦ୍ର କୋଠା ତୁରନ୍ତ କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ

ଛତ୍ରପୁର,୭ା୬(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧୀନ ସୁନ୍ଦରପୁର ଗ୍ରାମରେ ନିର୍ମିତ ନୂତନ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର କୋଠା ଶୀଘ୍ର କାର୍ଯ୍ୟକ୍ଷମ କରିବାକୁ ବିଧାୟକ କୃଷ୍ଣଚନ୍ଦ୍ର ନାୟକ…

ଶୌଚ ହେବାକୁ ଆସି ଥୁବା-ହଞ୍ଜର ନାଳରେ ବୁଡିଗଲେ ମହିଳା, ଚାଲିଗଲା ଜୀବନ

ନନ୍ଦପୁର/ପାଡୁଆ,୭।୬(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଥୁବା-ହଞ୍ଜର୍ ନାଳରୁ ରବିବାର ଅପରାହ୍ନରେ ଜଣେ ମହିଳାଙ୍କ ମୃତଦେହ ନନ୍ଦପୁର ଅଗ୍ନିଶମ ବାହିନୀ ଓ ନନ୍ଦପୁର…

ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ପରେ ପ୍ରତାରଣା, ବଳାତ୍କାର ମାମଲାରେ….

ଦିଗପହଣ୍ଡି,୭ା୬(ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧିନସ୍ଥ ଏକ ଗାଁ ରେ ଜଣେ ଯୁବତୀଙ୍କୁ ବିବାହପ୍ରତିଶ୍ରୁତି ଦେଇ ଜଣେ ଯୁବକ ଏକାଧିକ ଥର ଶାରିରୀକ…

୭ବର୍ଷ ପରେ ଏକାଠି ହେଲେ ଦୁଇ ତାରକା

ମୁମ୍ବାଇ,୭।୬: ପୁଣି ଚର୍ଚ୍ଚାରେ ବଲିଉଡର ‘ଧକ-ଧକ ଗାର୍ଲ’ ମାଧୁରୀ ଦୀକ୍ଷିତ। ମାଧୁରୀ ଦୀକ୍ଷିତଙ୍କ ଫିଲ୍ମ ‘ମା-ବେହନ’ OTTରେ ରିଲିଜ ହୋଇଛି। ରିଲିଜ ଉପଲକ୍ଷେ ଶନିବାର ରାତିରେ ଏକ…

ଛୁଆ ରହିଥିବା ବେଳେ ଶିଶୁ ୱାର୍ଡରେ ହଠାତ୍ ଲାଗିଗଲା ନିଆଁ, ତାପରେ ଯାହା ଘଟିଲା….

ଛତ୍ରପୁର,୭ା୬(ଦିଲ୍ଲୀପ ସାମଲ): ଛତ୍ରପୁର ସରକାରୀ ଉପଖଣ୍ଡ ଚିକିତ୍ସାଳୟରେ ଅଗ୍ନିକାଣ୍ଡ ହୋଇଛି । ଚିକିତ୍ସାଳୟର ଶିଶୁ ୱାର୍ଡରେ ନିଆଁ ଲାଗିଥିବା ବେଳେ କାହାର କିଛି କ୍ଷତି ହୋଇନଥିବା ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri