‘ଆମେ ଆପଣଙ୍କ ଜନ୍ମଦିନକୁ ମନେ ରଖିଛୁ’ ମୋଦିଙ୍କ ସହ ସାକ୍ଷାତ୍ ସମୟରେ କହିଲେ ପୁଟିନ

ନୂଆଦିଲ୍ଲୀ/ସମରକନ୍ଦ,୧୭ ।୯: ଉଜବେକିସ୍ତାନର ସମରକନ୍ଦରେ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କର ସାକ୍ଷାତ ହୋଇଥିଲା । ଏହି ସମୟରେ ପୁଟିନ କହିଥିଲେ ଆମେ ଆପଣଙ୍କ ଜନ୍ମଦିନକୁ ମନେ ରଖିଛୁ । ହେଲେ ରୁଷିଆ ପରମ୍ପରା ଅନୁଯାୟୀ, ଆଜି ଆର୍ଥତ୍ ୧୬ ସେପ୍ଟେମ୍ବର ଶୁକ୍ରବାର ମାନେ ଜନ୍ମଦିନ ପୂର୍ବରୁ ଶୁଭେଚ୍ଛା ଜଣାଇ ପାରିବୁ ନାହିଁ ।
ପୁଟିନ ମୋଦିଙ୍କୁ ପ୍ରିୟ ମିତ୍ର ବୋଲି ସମ୍ବୋଧିତ କରି କହିଥିଲେ ମୁଁ ଆପଣଙ୍କ ଜନ୍ମଦିନ ମନେ ରଖିଛି । ମୁଁ ପ୍ରତିବର୍ଷ ମୋଦିଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଥାଏ । ପୁଟିନ କହିଥିଲେ ଭାରତ ଏମିତି ଏକ ଦେଶ ଯାହା ସହିତ ଆମର ପୁରୁଣା ସମ୍ପର୍କ ରହିଛି । ମୁଁ କାମନା କରୁଛି ଆପଣଙ୍କ ନେତୃତ୍ୱରେ ଭାରତ ଓ ଏହାର ଦେଶବାସୀ ସମୃଦ୍ଧି ହାସଲ କରନ୍ତୁ ।
ସୂଚନାଯୋଗ୍ୟ, ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମରକନ୍ଦରେ ହୋଇଥିବା ସାଂଘାଇ ସହଯୋଗ ସଙ୍ଗଠନ ଶିଖର ସମ୍ମିଳନୀରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ସହ ଦ୍ୱିପାକ୍ଷିକ ବୈଠକ କରିଥିଲେ । ଏହି ସମୟରେ ଦୁଇ ନେତାଙ୍କ ମଧ୍ୟରେ କିଛି ଗୁରୁତ୍ୱପୂର୍ଣ୍ଣ ବିଷୟକୁ ନେଇ କଥାବାର୍ତ୍ତା ହୋଇଥିଲା । ବଡ କଥା ହେଲା ମୋଦିଙ୍କ ଜନ୍ମଦିନ ପୂର୍ବରୁ ହୋଇଥିବା ଏହି ବୈଠକରେ ମୋଦିଙ୍କ ଜନ୍ମଦିନ କଥା ବି ଉଠିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri