‘ଆମେ ଆପଣଙ୍କ ଜନ୍ମଦିନକୁ ମନେ ରଖିଛୁ’ ମୋଦିଙ୍କ ସହ ସାକ୍ଷାତ୍ ସମୟରେ କହିଲେ ପୁଟିନ

ନୂଆଦିଲ୍ଲୀ/ସମରକନ୍ଦ,୧୭ ।୯: ଉଜବେକିସ୍ତାନର ସମରକନ୍ଦରେ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କର ସାକ୍ଷାତ ହୋଇଥିଲା । ଏହି ସମୟରେ ପୁଟିନ କହିଥିଲେ ଆମେ ଆପଣଙ୍କ ଜନ୍ମଦିନକୁ ମନେ ରଖିଛୁ । ହେଲେ ରୁଷିଆ ପରମ୍ପରା ଅନୁଯାୟୀ, ଆଜି ଆର୍ଥତ୍ ୧୬ ସେପ୍ଟେମ୍ବର ଶୁକ୍ରବାର ମାନେ ଜନ୍ମଦିନ ପୂର୍ବରୁ ଶୁଭେଚ୍ଛା ଜଣାଇ ପାରିବୁ ନାହିଁ ।
ପୁଟିନ ମୋଦିଙ୍କୁ ପ୍ରିୟ ମିତ୍ର ବୋଲି ସମ୍ବୋଧିତ କରି କହିଥିଲେ ମୁଁ ଆପଣଙ୍କ ଜନ୍ମଦିନ ମନେ ରଖିଛି । ମୁଁ ପ୍ରତିବର୍ଷ ମୋଦିଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଥାଏ । ପୁଟିନ କହିଥିଲେ ଭାରତ ଏମିତି ଏକ ଦେଶ ଯାହା ସହିତ ଆମର ପୁରୁଣା ସମ୍ପର୍କ ରହିଛି । ମୁଁ କାମନା କରୁଛି ଆପଣଙ୍କ ନେତୃତ୍ୱରେ ଭାରତ ଓ ଏହାର ଦେଶବାସୀ ସମୃଦ୍ଧି ହାସଲ କରନ୍ତୁ ।
ସୂଚନାଯୋଗ୍ୟ, ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମରକନ୍ଦରେ ହୋଇଥିବା ସାଂଘାଇ ସହଯୋଗ ସଙ୍ଗଠନ ଶିଖର ସମ୍ମିଳନୀରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ସହ ଦ୍ୱିପାକ୍ଷିକ ବୈଠକ କରିଥିଲେ । ଏହି ସମୟରେ ଦୁଇ ନେତାଙ୍କ ମଧ୍ୟରେ କିଛି ଗୁରୁତ୍ୱପୂର୍ଣ୍ଣ ବିଷୟକୁ ନେଇ କଥାବାର୍ତ୍ତା ହୋଇଥିଲା । ବଡ କଥା ହେଲା ମୋଦିଙ୍କ ଜନ୍ମଦିନ ପୂର୍ବରୁ ହୋଇଥିବା ଏହି ବୈଠକରେ ମୋଦିଙ୍କ ଜନ୍ମଦିନ କଥା ବି ଉଠିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଗାନ୍ଧିନଗରରୁ ପ୍ରାର୍ଥିପତ୍ର ଦାଖଲ କଲେ ଅମିତ ଶାହା, କହିଲେ ମୋଦି ଦେଶକୁ ସୁରକ୍ଷିତ ରଖିଛନ୍ତି

ଅହମଦାବାଦ,୧୯।୪: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଶୁକ୍ରବାର ଲୋକ ସଭା ନିର୍ବାଚନ ପାଇଁ ଗାନ୍ଧିନଗର ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ଭାବରେ ନିଜର ପ୍ରାର୍ଥିପତ୍ର...

ଫିଲ୍ମ ଶୁଟିଂ ପାଇଁ ବାହାରିଲେ ରିଜେକ୍ଟ ହୋଇଥିବା ୨ ରାଜକୁମାର, ରାହୁଲ-ଅଖିଳେଶଙ୍କୁ ଟାର୍ଗେଟ କଲେ ମୋଦି

ଅମରୋହା,୧୯।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକ ସଭା ନିର୍ବାଚନ ପାଇଁ ଜୋରଦାର ପ୍ରଚାର କରୁଛନ୍ତି। ଶୁକ୍ରବାର (ଏପ୍ରିଲ ୧୯) ଉତ୍ତରପ୍ରଦେଶର ଆମରୋହା ଠାରେ ଏକ ରାଲିରେ...

ଏମ୍‌ପି ଟିକେଟ୍‌ କାଟିଦେଲେ, ତଥାପି ଦୁଃଖ ନାହିଁ: ଶାହାଙ୍କୁ କହିଲେ ଆଧୁନିକ ଭାରତର ଆଇରନ ମ୍ୟାନ୍‌

ଲକ୍ଷ୍ନୌ,୧୯।୪: ଏଥର ଦଳ ଉତ୍ତରପ୍ରଦେଶର ବାଲିଆ ଲୋକ ସଭା ନିର୍ବାଚନମଣ୍ଡଳୀରୁ ଭାରତୀୟ ଜନତା ପାର୍ଟି ଏମ୍‌ପି ବୀରେନ୍ଦ୍ର ସିଂ ମସ୍ତଙ୍କୁ ଟିକେଟ ଦେଇନାହାଁନ୍ତି। ଦଳ ପୂର୍ବତନ...

ରଜନୀକାନ୍ତ, ଧନୁଷ, କମଲ ହାସନ ଚେନ୍ନାଇରେ ଦେଲେ ଭୋଟ, ସର୍ବପ୍ରଥମେ ପହଞ୍ଚିଲେ ଏହି ସୁପରଷ୍ଟାର

ଚେନ୍ନାଇ,୧୯।୪: ଶୁକ୍ରବାର ସକାଳୁ ଲୋକ ସଭା ନିର୍ବାଚନ ପାଇଁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ସମସ୍ତ ରାଜନୈତିକ ଦଳ ଭାଗ୍ୟ ପରୀକ୍ଷା କରିବାକୁ ରାଜନୈତିକ ମଞ୍ଚରେ...

ଦଶମ ବୋର୍ଡ ପରୀକ୍ଷା ଫଳ ପ୍ରକାଶ, ବାଜି ମାରିଲେ ଛାତ୍ରୀ

ରାଞ୍ଚି,୧୯ା୪: ଝାଡ଼ଖଣ୍ଡ ବୋର୍ଡ ଦଶମ ଫଳାଫଳ ଶୁକ୍ରବାର ପ୍ରକାଶ ପାଇଛି। ଏହି ଫଳାଫଳକୁ ଶିକ୍ଷା ସଚିବ ଉମାଶଙ୍କର ସିଂ, ଜେଏସି ବୋର୍ଡ ଅଧ୍ୟକ୍ଷ ଅନିଲ କୁମାର...

ଦିନେଶ ତ୍ରିପାଠୀ କିଏ? ଯାହାଙ୍କ ଯୁଦ୍ଧ ଦକ୍ଷତା ବେଶ୍‌ ପ୍ରସିଦ୍ଧ, ଜାଣନ୍ତୁ ତାଙ୍କ ବିଷୟରେ…

ନୂଆଦିଲ୍ଲୀ,୧୯ା୪: ଦିନେଶ ତ୍ରିପାଠୀଙ୍କୁ କେନ୍ଦ୍ର ସରକାର ପରବର୍ତ୍ତୀ ନୌସେନା ମୁଖ୍ୟ ଭାବରେ ନିଯୁକ୍ତ କରିଛନ୍ତି। ଦିନେଶ ଏପ୍ରିଲ ୩୦ରେ ତାଙ୍କର ନୂତନ ଦାୟିତ୍ୱ ଗ୍ରହଣ କରିବେ...

ଇସ୍ରାଏଲ ଜାହାଜରେ ଥିବା ୧୬ ଭାରତୀୟ ଘରକୁ ଫେରିବେ

ଜେରୁଜେଲମ୍‌,୧୯ା୪: ଭାରତରେ ଇରାନର ରାଷ୍ଟ୍ରଦୂତ ଇରାଜ ଇଲାହୀ କହିଛନ୍ତି, ତାଙ୍କ ଦେଶ ଦ୍ୱାରା ଧରାଯାଇଥିବା ମାଲ୍‌ବାହୀ ଜାହାଜର ଅବଶିଷ୍ଟ ୧୬ ଜଣ ଭାରତୀୟ କ୍ରୁ ସଦସ୍ୟଙ୍କୁ...

ଭାଇସ ଆଡମିରାଲ ଦୀନେଶ ତ୍ରିପାଠୀ ହେବେ ପରବର୍ତ୍ତି ନୌସେନା ମୁଖ୍ୟ

ନୂଆଦିଲ୍ଲୀ,୧୯।୪: କେନ୍ଦ୍ର ସରକାର ଉପ-ଆଡମିରାଲ ଦୀନେଶ ତ୍ରିପାଠୀଙ୍କୁ ପରବର୍ତ୍ତୀ ନୌସେନା ମୁଖ୍ୟ ଭାବରେ ନିଯୁକ୍ତ କରିଛନ୍ତି। ସେ ଏପ୍ରିଲ ୩୦ରେ ତାଙ୍କର ନୂତନ ପଦ ଗ୍ରହଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri