ପୁଣିଥରେ ରାଷ୍ଟ୍ରପତି ଦୌଡରେ ସାମିଲ ହେବେ ପୁଟିନ୍‌, ୨୦୨୩ ପର୍ଯ୍ୟନ୍ତ କ୍ଷମତାରେ ରହିବାକୁ ପ୍ରସ୍ତୁତ

ମସ୍କୋ,୬।୧୧: ମାର୍ଚ୍ଚରେ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନରେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍‌ ନିର୍ବାଚନ ଲଢିବାକୁ ନିଷ୍ପତ୍ତି ନେଇଛନ୍ତି। ଏକ ସୂତ୍ରରୁ ଏହା ଜଣାପଡଛି। ପୁଟିନ୍‌ଙ୍କ ଏହି ନିଷ୍ପତ୍ତି ସହିତ ସେ ପ୍ରାୟ ୨୦୩୦ ପର୍ଯ୍ୟନ୍ତ କ୍ଷମତାରେ ରହିବେ ଏବଂ ରୁଷିଆର ନେତୃତ୍ୱ ନେବେ।

୧୯୯୯ ରେ ବୋରିସ ୟେଲତାସିନ ପୁଟିନ୍‌ଙ୍କୁ ରାଷ୍ଟ୍ରପତି ପଦ ପ୍ରଦାନ କରିଥିଲେ। ଏହା ପରେ ପୁଟିନ୍‌ ଜୋସେଫ ଷ୍ଟାଲିନଙ୍କ ପରଠାରୁ କୌଣସି ଅନ୍ୟ ରୁଷିଆ ଶାସକଙ୍କ ଅପେକ୍ଷା ଅଧିକ ସମୟ କାର୍ଯ୍ୟ କରିଛନ୍ତି। ଏପରିକି ଲିଓନଦ ବ୍ରେଝନେଭଙ୍କ କାର୍ଯ୍ୟକାଳ ମାତ୍ର ୧୮ ବର୍ଷ ଥିଲା। ସୂତ୍ରରୁ ପ୍ରକାଶ ଯେ ପୁଟିନ୍‌ଙ୍କ ନିଷ୍ପତ୍ତି ଖବର ସାମ୍ନାକୁ ଆସିଛି ଏବଂ ପରାମର୍ଶଦାତା ବର୍ତ୍ତମାନ ପୁଟିନଙ୍କ ନିର୍ବାଚନ ପ୍ରଚାର ପାଇଁ ବ୍ୟସ୍ତ ଅଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଚଳନ୍ତା ବାଇକ୍‌ରେ ଶାଶୁଙ୍କୁ ହତ୍ୟା, ପରିବାର ଲୋକଙ୍କୁ କହିଲେ ହାର୍ଟ ଆଟାକ୍‌, ମାତ୍ର ଏମିତି ରହସ୍ୟ ଖୋଲିଦେଲା ପୋଲିସ…

ହାଇଦ୍ରାବାଦ,୨୮ା୬: ତେଲଙ୍ଗାନାର କରିମନଗର ଜିଲାରୁ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଯେଉଁଠାରେ ଜଣେ ଜ୍ୱାଇଁ ତାଙ୍କ ଶାଶୁଙ୍କୁ ଅତି ନିର୍ମମ ଭାବେ ହତ୍ୟା କରିଛନ୍ତି।…

ୟୁରୋପରେ ତାତିର ତାଣ୍ଡବ! ୧୦୦୦ରୁ ଅଧିକ ମୃତ

ନୂଆଦିଲ୍ଲୀ,୨୮।୬: ପଶ୍ଚିମ ୟୁରୋପରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ତାପମାତ୍ରା ରେକର୍ଡ ଭାଙ୍ଗୁଥିବା ବେଳେ ଲୋକେ ଆଉଟୁପାଉଟୁ ହେଉଥିବା ନେଇ ଖବର ସାମ୍ନାକୁ ଆସିଛି ।…

ମୋଦିଙ୍କୁ ମିଳିଲା ଏହି ଦେଶର ସର୍ବୋଚ୍ଚ ସମ୍ମାନ, ସ୍ଥାୟୀ ଅଭିବୃଦ୍ଧି…

ଭିକ୍ଟୋରିଆ,୨୮।୬: ସେଚେଲ୍ସ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ‘ଗାର୍ଡିଆନ୍ ଅଫ୍ ଦି ବ୍ଲୁ ହରାଇଜନ୍’ ସମ୍ମାନରେ ସମ୍ମାନିତ କରାଯାଇଛି। ପରିବେଶ ସଂରକ୍ଷଣ ଏବଂ ସ୍ଥାୟୀ ବିକାଶରେ…

୬ ନମ୍ବର ରାଜ୍ୟ ରାଜପଥ ପାଲଟିଛି ମରଣଯନ୍ତା: ପୂର୍ତ୍ତ ବିଭାଗର ନୀରବଦ୍ରଷ୍ଟା ନେଇ ବଢିବାରେ ଲାଗିଛି ଜନ ଅସନ୍ତୋଷ

ଲାଞ୍ଜିଗଡ,୨୮।୬(ରମେଶ ଚନ୍ଦ୍ର ନାୟକ) : କଳାହାଣ୍ଡି ଜିଲା ଭବାନୀପାଟଣା ଠାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ପାଲଟିଛି ମରଣଯନ୍ତା । ବିଶେଷ କରି…

ସାନ ଭାଇ, ବାପାଙ୍କୁ କଟୁରିରେ ହାଣିଲେ ବଡ଼ ଭାଇ: ଜମିଜମା ବିବାଦରୁ ଘଟିଲା ରକ୍ତାକ୍ତ…

ଉଦଳା: ମୟୂରଭଞ୍ଜ ଜିଲା ଖୁଣ୍ଟା ଥାନା ଅନ୍ତର୍ଗତ ଶିରାଥଳି ଗାଁରେ ଜମିଜମା ବିବାଦକୁ କେନ୍ଦ୍ର କରି ଏକ ଅଭାବନୀୟ ଘଟଣା ଘଟିଛି। ଜମି ବଣ୍ଟନକୁ ନେଇ ପରିବାର…

୧୦୦-୨୦୦ ଟଙ୍କିଆ ନୋଟ୍‌କୁ ନେଇ ବଡ଼ଖବର; ଘରେ ଜମା କରିବା ଆରମ୍ଭ କଲେଣି ଲୋକେ, ଜାଣନ୍ତୁ କଣ ରହିଛି କାରଣ…

ନୂଆଦିଲ୍ଲୀ, ୨୮।୬: ନିକଟ ଦିନଗୁଡ଼ିକରେ ୧୦୦ ଏବଂ ୨୦୦ ଟଙ୍କିଆ ନୋଟକୁ ନେଇ ଏକ ନୂଆ ଧାରା ଦେଖିବାକୁ ମିଳୁଛି। ଲୋକମାନେ ପୂର୍ବ ଅପେକ୍ଷା ନିଜ ଘରେ…

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ୩ ବର୍ଷ ତଳେ କରିଥିଲେ ପ୍ରେମବିବାହ, ଆଜି ସକାଳୁ…

ଝାରସୁଗୁଡ଼ା,୨୮ା୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସଦର ଥାନା ଅନ୍ତର୍ଗତ ଏଚ୍‌. କଣ୍ଟାପାଳି (ଗଣ୍ଠିଆବୁଡ଼) ଗାଁରେ ରବିବାର ସକାଳୁ ଘଟିଛି ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ। ପାରିବାରିକ କଳହକୁ କେନ୍ଦ୍ର…

ଗଞ୍ଜେଇ ଚାଲାଣବେଳେ ମାଡ଼ିବସିଲା ପୋଲିସ: ବାଇକ୍‌ ସହ ୨୨ କେଜି ଗଞ୍ଜେଇ ଜବତ କରି…

ଦାରିଙ୍ଗବାଡ଼ି,୨୮ା୬(ଅରୁଣ ସାହୁ): ଗଞ୍ଜେଇ ଚୋରା କାରବାରରେ ଯୁବଗୋଷ୍ଠୀ ବେଶି ସଂଶ୍ଲିଷ୍ଟ ରହୁଥିବା ପୋଲିସର ଗିରଫରୁ ଜଣାପଡ଼ିଛି। ଏଭଳି ଘଟଣା କନ୍ଧମାଳ ଜିଲାର ବିଭିନ୍ନ ସ୍ଥାନରେ ଦେଖାଯାଉଥିବାବେଳେ ଜିଲାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri